• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bjd

୨୦୨୪ର ବଡ଼ ଘଟଣା
Yearender Odisha Politics 2024:ଟଳି ପଡିଥିଲେ ରଥୀ ମହାରଥୀ, ଧରାଶାୟୀ ହୋଇଥିଲେ ଦଳପତି

ଓଡ଼ିଶା ରାଜନୀତିରେ ୨୦୨୪ ଥିଲା ପରିବର୍ତ୍ତନର ବର୍ଷ । ଗେରୁଆ ସୁନାମୀରେ ନିଶ୍ଚିହ୍ନ ହୋଇଗଲା ବିଜେଡି ଗଡ଼। ମୁହଁମାଡ଼ି ପଡ଼ିଲେ ୪ ଡଜନରୁ ଅଧିକ ମନ୍ତ୍ରୀ ଓ ବିଧାୟକ। ସ୍ଥିତି ଏତେ ଦୟନୀୟ ଥିଲା ଯେ, ଖୋଦ୍ ନବୀନଙ୍କୁ ବି ପ୍ରଥମ ଥର ପରାଜୟ ବରଣ କରିବାକୁ ପଡ଼ିଲା।

BJD Supremo Naveen Patnaik
ଚାଷୀଙ୍କୁ ଭେଟି କ୍ଷତିପୂରଣ ଦେବାକୁ ଦାବି କଲେ ନବୀନ

ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷତିପୂରଣ ଦେବାକୁ ଦାବି କଲେ ନବୀନ। ତେବେ ଆଶ୍ଚର୍ଯ୍ୟର ବିଷୟ ହେଉଛି ମୁଖ୍ୟମନ୍ତ୍ରୀ ଥିବାବେଳେ ପ୍ରାୟତଃ ବାହାରକୁ ଗୋଡ଼ କାଢୁନଥିବା ନବୀନ ଏବେ କ୍ଷେତ ବୁଲିଛନ୍ତି। ତେଣୁ ନବୀନଙ୍କ ଆଜିର ଗଞ୍ଜାମ ଗସ୍ତକୁ ନେଇ ରାଜନୀତି ବି ତେଜିଛି।

BJD Supremo Naveen Patnaik
BJD Supremo Naveen Patnaik: କାହିଁକି ନବୀନ ବିଲକୁ ଯିବାକୁ ବାଧ୍ୟ ହେଲେ ? କ୍ଷେତ ବୁଲାକୁ ନେଇ ଜୋର ଧରିଲା ରାଜନୀତି...

ପରାଜୟ ପରେ ବଦଳିଲା ଆଭିମୁଖ୍ୟ! ନବୀନ ବୁଲିଲେ କ୍ଷେତ। ଗ୍ରାଉଣ୍ଡକୁ ଯାଇ ଚାଷୀଙ୍କୁ ଭେଟିଲେ, ଆଶ୍ବାସନା ଦେଲେ। ସିଧାସଳଖ ଆଲୋଚନା କରି ଅଭିଯୋଗ ପତ୍ର ବି ଗ୍ରହଣ କଲେ।

Naveen Patnaik Begins His District Visit
Special Story: ଜିଲ୍ଲା ଗସ୍ତ କରିବେ ବିଜେଡି ମୁଖିଆ; ଦି ଫାଳ କର୍ମୀ, ଚିନ୍ତାରେ ନେତା...

ଡିସେମ୍ବର ୩୦ ତାରିଖରୁ ଗଞ୍ଜମ ଜିଲ୍ଲା ଗସ୍ତରେ ବାହରିବେ ନବୀନ । ହଞ୍ଜିଳି, କବିସୂର୍ଯ୍ୟନଗର ଓ ଆସିକା ଯିବେ । ମୁଖିଆଙ୍କ ଗସ୍ତ ଏବେ ଜିଲ୍ଲା ନେତାଙ୍କ ପାଇଁ ମୁଣ୍ଡ ବିନ୍ଧା ।

Tension Between Dy CM KV Singh Deo and MLA Kalikesh Singh Deo
Mandi Issues: ମଣ୍ଡିରେ ଅବ୍ୟବସ୍ଥା: କଥା କଟାକଟି ହେଲେ ଦୁଇ ଭାଇ...

ସୁଶାସନ ଦିବସରେ ମିଲର୍ସଙ୍କୁ ଉପ ମୁଖ୍ୟମନ୍ତ୍ରୀଙ୍କ ଧମକ । ସରକାର ପାଖରେ ଅନେକ ବାଟ ଅଛି । କିନ୍ତୁ ଯେଉଁ ମିଲର୍ସ ସରକାରଙ୍କ ନିର୍ଦ୍ଦେଶକୁ ମାନିବେ ନାହିଁ, ସେହି ମିଲର୍ସଙ୍କ ବିଦ୍ୟୁତ ସଂଯୋଗ ବି କଟାଯାଇପାରେ । 

ଗଞ୍ଜାମ ସ୍ଥିତି ଯାଜପୁରରେ !
Video: ଯାଜପୁର ବିଜେଡିରେ ପଡିଛି ଘଳିଆ

ଭୁଶୁଡୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ଶଙ୍ଖ ଗଡ଼ । ମାଳ ମାଳ ବିଜେଡି ନେତା ବିଜେପି କ୍ୟାମ୍ପକୁ ଡେଇଁଲେଣି । ଅନେକ ସରପଞ୍ଚ ଓ ସମିତି ସଭ୍ୟ ବି ଶାସକ ଦଳ ମୁହାଁ ।

ଗଞ୍ଜାମ ସ୍ଥିତି ଯାଜପୁରରେ !
Jajpur BJD: ଯାଜପୁର ବିଜେଡିରେ ପଡିଛି ଘଳିଆ, ବିଜେପି କ୍ୟାମ୍ପକୁ ଡେଇଁଲେଣି ମାଳମାଳ ନେତା ଓ କର୍ମୀ

ଭୁଶୁଡୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ଶଙ୍ଖ ଗଡ଼ । ମାଳ ମାଳ ବିଜେଡି ନେତା ବିଜେପି କ୍ୟାମ୍ପକୁ ଡେଇଁଲେଣି । ଅନେକ ସରପଞ୍ଚ ଓ ସମିତି ସଭ୍ୟ ବି ଶାସକ ଦଳ ମୁହାଁ ।

ଥମୁନି କଳି ଫାଟୁଛି ଶଙ୍ଖ !
Chaos Continues in BJD: ବିଜେଡିରେ ଥମୁନି ବିଶୃଙ୍ଖଳା ! କାଲି ହାତାହାତି, ଆଜି ବୟାନବାଜି

ଅସଜଡା ଦଳ ! ଅମାନିଆ ନେତା ! ବିପର୍ଯ୍ୟୟ ପରେ ଶୃଙ୍ଖଳାକୁ ଭୁଲି ଗଲେଣି କି ବିଜେଡ଼ି ନେତା ଓ କର୍ମୀ ? ବିଜେଡି ପ୍ରତିଷ୍ଠା ଦିବସରେ ହାତାହାତି ମହିଳା ନେତ୍ରୀ । ଗୁରୁବାର ଶଙ୍ଖ ଭବନରେ ଘଟିଥିବା ଏହି ଘଟଣା ବୟାନ କରୁଛି ଦଳରେ କିଭଳି ବିଶୃଙ୍ଖଳା ବଢିଛି ।

ଆରବର୍ଷରୁ କଲେଜ୍‌ ଇଲେକ୍ସନ୍
Students’ Union Elections: ବନ୍ଦ କରିଥିଲେ ନବୀନ, ଆରମ୍ଭ କରିବେ ମୋହନ... ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ

ଏବର୍ଷ ସିନା ହେଲାନି, ଆସନ୍ତାବର୍ଷ ନିଶ୍ଚିତ ହେବ ଛାତ୍ର ସଂସଦ ନିର୍ବାଚନ । କଟକରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ଏ ଘୋଷଣାରେ ଉତ୍ସାହିତ ଛାତ୍ରଛାତ୍ରୀ ।

ଅସମ୍ଭାଳ ବିଜେଡି କନ୍ଦଳ !
BJD Foundation Day: ପ୍ରତିଷ୍ଠା ଦିବସରେ ଅସମ୍ଭାଳ ହେଲା ବିଜେଡି କଳି, ନବୀନଙ୍କ ଆଗରେ ବି ଗୋହି ଖୋଳି ବର୍ଷିଲେ ନେତା

ପ୍ରତିଷ୍ଠା ଦିବସରେ ବି ପଦାରେ ପଡିଲା ବିଜେଡି ଗୋଷ୍ଠୀ କନ୍ଦଳ । ମୁଖିଆଙ୍କ ଆଗରେ ଗୋହି ଖୋଳିଲେ ବରିଷ୍ଠ ନେତା । ତା ପୁଣି ଶଙ୍ଖ ଭବନରେ। ନେତା,କର୍ମୀ, ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ ।

ଇପ୍‌ସିତା ସାହୁଙ୍କୁ ଚାପୁଡ଼ା ମାଡ଼
Ipsita Sahoo: ପ୍ରତିଷ୍ଠା ଦିବସରେ ବିଜେଡି ନେତ୍ରୀ ହାତାହାତି, ଶଙ୍ଖ ଭବନରେ ଇପ୍‌ସିତା ସାହୁଙ୍କୁ ଚାପୁଡ଼ା ମାରିଲେ ମହିଳା କର୍ମୀ

ବିଜେଡି ଯୁବନେତ୍ରୀ ଇପ୍‌ସିତା ସାହୁଙ୍କୁ ସର୍ବ ସମ୍ମୁଖରେ ଚାପୁଡ଼ା ମାଡ଼ । ନିଜ ଦଳର ଅଫିସ୍ ଭିତରେ ନିଜ ଦଳର ଜଣେ ମହିଳା କର୍ମୀ ତାଙ୍କୁ ଚାପୁଡ଼ା ମାରିଛନ୍ତି ।

BJD Supremo Naveen Patnaik
BJD Supremo Naveen Patnaik: ‘ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି’ 

ଆଜି ବିଜେଡିର ପ୍ରତିଷ୍ଠା ଦିବସ ପାଳନ ଅବସରରେ ନବୀନ କହିଛନ୍ତି, ଆମେ ହାରି ନାହୁଁ, କି ଲୋକଙ୍କ ବିଶ୍ବାସ ମଧ୍ୟ ହରାଇ ନାହୁଁ । ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି । 

CM Mohan Majhi Criticizes BJD
CM Mohan Majhi Criticizes BJD: BJDକୁ ପୁଣି ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍; କହିଲେ-'୨୪ ବର୍ଷରେ ବେକାର ବଢ଼ିଛି, ଅନେକ ଗାଁକୁ ବିକାଶ ଛୁଇଁନି' 

ସେ କହିଛନ୍ତି, ଗତ ୨୪ ବର୍ଷର ଶାସନ ଭିତରେ ଆମେ ବିକାଶର ଚିହ୍ନ ଦେଖିପାରିଲୁ ନାହିଁ । ୨୪ ବର୍ଷରେ ବେକାରୀ ବଢ଼ିଛି, ଅନେକ ଗାଁକୁ ବିକାଶ ଛୁଇଁନି। ପ୍ରାଥମିକ ଶିକ୍ଷା ଭୁଶୁଡ଼ି ପଡ଼ିଛି, ବହୁ ସ୍କୁଲରେ ଶିକ୍ଷକ ନାହାନ୍ତି। 

କାହିଁକି ଅଚାନକ ଇସ୍ତଫା ?
Raghubar Das: ପୁଣି ରାଜନୀତିକୁ ଫେରିବେ କି ରଘୁବର ଦାସ ? ଇସ୍ତଫା ପରେ ବଢିଲା ଚର୍ଚ୍ଚା

‘ମୋ ଭୂମିକା ସଂପର୍କରେ ଦଳ ନେବ ନିଷ୍ପତ୍ତି’ । ଇସ୍ତଫାର ଦିନକ ପରେ ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ବିଦାୟୀ ରାଜ୍ୟପାଳଙ୍କ ଏ ପ୍ରଥମ ବୟାନକୁ କଳ୍ପନାଜଳ୍ପନା ।

Amaresh Jena
BJD Corporator Amaresh Jena: ଶଙ୍ଖକୁ ବାଏ ବାଏ !! ପଦ୍ମ ଧରିବେ ବିଜେଡି କର୍ପୋରେଟର ଅମରେଶ !!

ବିଜେପି ଆଡ଼କୁ ଢଳୁଛନ୍ତି କି ବରିଷ୍ଠ ବିଜେଡି କର୍ପୋରେଟର୍ ଅମରେଶ ଜେନା ଓରଫ୍ ବାଇଁଆ ?

ସଂଜୀବନୀ ଦେବ କି ପ୍ରତିଷ୍ଠା ଦିବସ ?
Video: ବିଜେଡିକୁ ସଞ୍ଜୀବନୀ ଦେବ କି ପ୍ରତିଷ୍ଠା ଦିବସ ?

ଆସନ୍ତା ୨୬ରେ ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ । ୫ ପାଳିର ଶାସନ । ୨୪ ବର୍ଷର କ୍ଷମତା । ଏବେ ଆଉ କିଛି ନାହିଁ । ସେଥିରେ ପୁଣି ନିର୍ବାଚନୀ ବିପର୍ଯ୍ୟୟ ପରଠୁ ଗୋଷ୍ଠୀ କନ୍ଦଳରୁ ଦଳର ଫାଳ ଫାଳ ସ୍ଥିତି ।

‘ପାଣ୍ଡିଆନ୍ ପଜଲ୍‌’ ରାଜନୀତି
Video: ରୁବେନଙ୍କ 'ପାଣ୍ଡିଆନ୍ ପଜଲ'କୁ ନେଇ ତାତିଲେ ବିଜେଡି

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲା ବିଜେଡି । ନବୀନଙ୍କ ଉପରେ ରୁବେନଙ୍କ ବହିରେ ପାଣ୍ଡିଆନ ପଜଲ୍‌କୁ ନେଇ ଚିହିଁକିଲା ଦଳ । କହିଲା- ରୁବେନଙ୍କ ବହିକୁ ଆମେ ପ୍ରତ୍ୟାଖାନ କରୁଛୁ ।

ସଂଜୀବନୀ ଦେବ କି ପ୍ରତିଷ୍ଠା ଦିବସ ?
Power Struggle in BJD: ବିଜେଡିକୁ ସଞ୍ଜୀବନୀ ଦେବ କି ପ୍ରତିଷ୍ଠା ଦିବସ ? ଆୟୁ ସରି ଆସୁଛି କହି ଛିଗୁଲେଇଲା ବିଜେପି

ଆସନ୍ତା ୨୬ରେ ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ । ୫ ପାଳିର ଶାସନ । ୨୪ ବର୍ଷର କ୍ଷମତା । ଏବେ ଆଉ କିଛି ନାହିଁ । ସେଥିରେ ପୁଣି ନିର୍ବାଚନୀ ବିପର୍ଯ୍ୟୟ ପରଠୁ ଗୋଷ୍ଠୀ କନ୍ଦଳରୁ ଦଳର ଫାଳ ଫାଳ ସ୍ଥିତି ।

‘ପାଣ୍ଡିଆନ୍ ପଜଲ୍‌’ ରାଜନୀତି
BJD Defends Pandian: ରୁବେନଙ୍କ 'ପାଣ୍ଡିଆନ୍ ପଜଲ'କୁ ନେଇ ତାତିଲେ ବିଜେଡି, ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲା ଦଳ

ପୁଣି ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲା ବିଜେଡି । ନବୀନଙ୍କ ଉପରେ ରୁବେନଙ୍କ ବହିରେ ପାଣ୍ଡିଆନ ପଜଲ୍‌କୁ ନେଇ ଚିହିଁକିଲା ଦଳ । କହିଲା- ରୁବେନଙ୍କ ବହିକୁ ଆମେ ପ୍ରତ୍ୟାଖାନ କରୁଛୁ ।

BJD Files Formal Complaint
BJD Files Formal Complaint: ୨୪ ନିର୍ବାଚନରେ ଗଫଲତି!! ବିଜେଡି କହିଲା, ଭୋଟ୍-ଗଣତି ଭୋଟରେ ଅଛି ତାରତମ୍ୟ

ରେଜଲ୍ଟର ୬ ମାସ ପରେ ୨୪' ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା ବିଜେଡି । ଅଭିଯୋଗ ଆଣି ନିର୍ବାଚନ କମିଶନ୍‌ଙ୍କ ଦ୍ୱାରସ୍ଥ ହୋଇଛି ବିଜେଡି ପ୍ରତିନିଧି ମଣ୍ଡଳୀ ।

Ruben Banerjee's Book
Ruben Banerjee's Book: ରୁବେନ୍ ବାନାର୍ଜୀଙ୍କ ପୁସ୍ତକକୁ ନେଇ ହଲଚଲ୍, ଖୋଲିଦେଲେ ପାଣ୍ଡିଆନ୍‌ଙ୍କ ଗୁମର

ରୁବେନ୍ ବାନାର୍ଜୀଙ୍କ 'ନବୀନ ପଟ୍ଟନାୟକ' ପୁସ୍ତକକୁ ନେଇ ସବୁଠି ହଲ୍‌ଚଲ୍ । କିପରି ପାଣ୍ଡିଆନ୍ ନବୀନଙ୍କୁ କବଜା କରି ରଖିଥିଲେ ଓ ବିଜେଡିରେ କେତେ ଶକ୍ତିଶାଳୀ ଥିଲେ ତାହା ବହିରେ ଉଲ୍ଲେଖ ଅଛି ।

Prasanna Acharya
Pandian Responsible for BJD’s Debacle: ବିଜେଡି ପରାଜୟ ପଛରେ ପାଣ୍ଡିଆନ କାରଣ! ରୁବେନଙ୍କ ବହି, ମତ ରଖିଲେ ପ୍ରସନ୍ନ

ଓଡ଼ିଶାରେ ଦୀର୍ଘ ଦିନ ଧରି ସାମ୍ବାଦିକତା କରିଛନ୍ତି । ବିଜେଡି ଆରମ୍ଭରୁ ଦଳକୁ ଏବଂ ସଂଗଠନକୁ ଅତି ପାଖରୁ ସେ ନିରୀକ୍ଷଣ କରିଛନ୍ତି ।

ଗୁମର ଖୋଲିଲା
Pandian Exposed:ଖୋଲିଲା ପାଣ୍ଡିଆନଙ୍କ ଗୁମର, ପଦାକୁ ଆସିଲା ବିଜେଡି ହାରିବାର କାରଣ

ପାଣ୍ଡିଆନ୍ କେମିତି ସରକାରକୁ ଅକ୍ତିଆର କଲେ ? ୨୦୨୪ ନିର୍ବାଚନରେ କାହିଁକି ବିଜେଡି ହାରିଲା, l ତା’ର କାରଣ ବି ଏଥିରେ ଉଲ୍ଲେଖ କରାଯାଇଛି । ନବୀନଙ୍କ କାନରେ କେଉଁମାନେ କହୁଥିଲେ, ସବୁକଥା ଏହି ବହିରେ ରହିଛି ।

Former BJD MLA Bijay Mohanty
Former BJD MLA Bijay Mohanty: ଆଉ ନାହାନ୍ତି ପୂର୍ବତନ ବିଧାୟକ ବିଜୟ ମହାନ୍ତି, ୬୦ ବର୍ଷ ବୟସରେ ପରଲୋକ

ବିଜେଡିର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତି ଆଉ ନାହାନ୍ତି ।

BJDs Stand On One Nation One Election
ବିଜେଡି ତଣ୍ଟିରେ ‘ୱାନ୍ ନେସନ୍ ୱାନ୍ ଇଲେକ୍ସନ୍’ କଣ୍ଟା

ଏବେ ଦୋଛକିରେ ବିଜେଡି । ଅସ୍ପଷ୍ଟ ଆଭିମୁଖ୍ୟରୁ ଆହୁରି ଅଡୁଆ ଭିତରକୁ ଠେଲି ହେଇଯାଉଛି ଦଳ । ୱାନ୍ ନେସନ ୱାନ୍ ଇଲେକସନ୍ ବିଲକୁ ନେଇ ନବୀନ ଚୁପ୍, କିନ୍ତୁ ବିଧାନସଭାରେ ରାଜା ସ୍ୱାଇଁଙ୍କ ତୀବ୍ର ବିରୋଧ । ଏଭିତରେ ଜେପିସିରେ ସ୍ଥାନ ପାଇ ଗର୍ବିତ ବୋଲି ସାଂସଦ ମାନସ ମଙ୍ଗରାଜଙ୍କ ସୋସିଆଲ ମିଡିଆ ପୋଷ୍ଟ, ଦ୍ୱନ୍ଦ୍ୱକୁ ଅଧିକ ବଢ଼ାଇ ଦେଇଛି ।