ପଦ୍ମପୁରରେ କଂଗ୍ରେସର ଭଲ ପ୍ରାର୍ଥୀ ଅଛନ୍ତି ବୋଲି ସେ କହିଛନ୍ତି । ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।
ବିଜେଡିରେ ବିଦ୍ରୋହର ନିଆଁ । ଧାମନଗରରେ ରାଜୁ ଦାସ ପୋତିଲେ ମଞ୍ଜି । ଆଗକୁ ଅନେକ ରାଜୁ ସୃଷ୍ଟି ହେବା ଆଶଙ୍କା । ବିଦ୍ରୋହର ବାରୁଦ ଗଦା ଉପରେ ବସିଥିବା ବିଜେଡିକୁ ଘାରଛି ଗୋଷ୍ଠୀ କନ୍ଦଳର ଭୟ । ପ୍ରଥମ ଥର ପାଇଁ ଧାମନଗର ଉପନିର୍ବାଚନରେ ବଡ଼ ଝଟ୍କା ଲାଗିବା ପରେ ଦଳରେ ଚାଲିଛି ମାନସମନ୍ଥନ
ସବୁଠି ବିଦ୍ରୋହୀ ଥିବା କହି ବିଜେପି ଓ କଂଗ୍ରେସର ଆକ୍ଷେପ । ଶଙ୍ଖ ଶିବିରରେ ଛନକା ସତ୍ତ୍ୱେ ମାନିବାକୁ ନାରାଜ ବିଜେଡି ।
ପଦ୍ମପୁର ପାଇଁ ମଧ୍ୟ ଖୁବ ଶୀଘ୍ର ଓଡିଶା ଆସି ରଣନୀତି ପ୍ରସ୍ତୁତ କରିବେ ସୁନିଲ ବଂଶଲ ଏବଂ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ।
ପଦ୍ମପୁର ଉପନିର୍ବାଚନକୁ ନେଇ ଆରମ୍ଭ ହେଲାଣି ପାଗ ଭିଡ଼ା । ନିର୍ବାଚନ ଜିତିବା ପାଇଁ ଆରମ୍ଭ ହେଲାଣି କସରତ ।
ବିଜେଡିକୁ ବୁମେରାଂ ହେଲା କି ଅବନ୍ତୀଙ୍କ ପ୍ରାର୍ଥୀତ୍ୱ ? ଚର୍ଚ୍ଚାରେ ବିଜେଡି ବିଜୟ ଧାରାରେ କଳଙ୍କ ଲଗାଇଥିବା ନେତା ।
ଇଞ୍ଜିନିୟରିଂ ମୋର ବୃତ୍ତିଗତ ମାନ୍ୟତା କିନ୍ତୁ ବିଧାୟକ ମୋର କର୍ତ୍ତବ୍ୟ ବୋଲି ଦୋହରାଇଛନ୍ତି ସୂର୍ଯ୍ୟ ।
ଧାମନଗରରେ ବିଜେପିର ବୃହତ୍ ବିଜୟ ଧରାଶାୟୀ ହେଲା ବିଜେଡି। ବଡ଼ ପ୍ରଶ୍ନ, ନିର୍ବାଚନ ପରେ ନିର୍ବାଚନ ଜିତି ଆସୁଥିବା ବିଜେଡିର ଷ୍ଟ୍ରାଟେଜିରେ କେଉଁଠି ରହିଲା ଭୁଲ୍?
ଆକ୍ରମଣର ଶିକାର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଗୁରୁତରଙ୍କୁ ଭେଟିଛନ୍ତି ବିଜେପି ବିଧାୟକ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ।
କଡ଼ା ସୁରକ୍ଷା ଭିତରେ ଇଭିଏମ୍ । କାଲି ସକାଳ ୮ରୁ ଆରମ୍ଭ ହେବ ଭୋଟ୍ ଗଣତି ।
ମହାନଗର ମାନ୍ୟତା ମିଳିଲା, ହେଲେ ମେୟର ପାଇଲାନି ରାଉରକେଲା ମହାନଗର ନିଗମ। ବିରୋଧୀ ଅଭିଯୋଗ କରିଛନ୍ତି ଯେ, ହକି ବିଶ୍ୱକପ୍ର ଆୟୋଜନ କରି ରାଉରକେଲାବାସୀଙ୍କ ଭାବମୂର୍ତ୍ତୀ ଜିଣିବାକୁ ଶାସକ ଦଳ ଚେଷ୍ଟା କରୁଛି।
ଶାନ୍ତିପୂର୍ଣ୍ଣ ମତଦାନର କିଛି ସମୟ ପରେ ବିଭିନ୍ନ ସ୍ଥାନରୁ ଆସିଥିଲା ଗଣ୍ଡଗୋଳ ଓ ଉତ୍ତେଜନାର ଚିତ୍ର।
ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଖୋଦ୍ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏଠାରେ ପହଞ୍ଚିଥିଲେ।
ଅପରାହ୍ନ ସାଢ଼େ ୩ଟା ସୁଦ୍ଧା ଧାମନଗରରେ ମୋଟାମୋଟି ଶାନ୍ତିଶୃଙ୍ଖଳାର ସହ ଚାଲିଛି ମତଦାନ । କାଁ ଭାଁ ବୁଥ୍ ରିଗିଂ ଓ ବିଶୃଙ୍ଖଳା ଖବର ସାମ୍ନାକୁ ଆସିଛି ।
କ’ଣ ହେବ ରେଜଲ୍ଟ, ତାହା ତ ଆସନ୍ତା ୬ ତାରିଖରେ ଜଣାପଡ଼ିବ । କିନ୍ତୁ ଆଜି ଧାମନଗରବାସୀ ବାଛିବେ ତାଙ୍କ ବିଧାୟକ ।
ରାତି ପାହିଲେ ଧାମନଗର ଉପନିର୍ବାଚନ ଭୋଟ । କାଲି ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ହେବ ମତଦାନ । ସେଥିପାଇଁ ଚୂଡ଼ାନ୍ତ ହୋଇଛି ପ୍ରସ୍ତୁତି । ପୋଲିଂ ପାର୍ଟିଂ ବୁଥ୍ରେ ପହଞ୍ଚି ମତଦାନର ରିହର୍ସସଲ୍ କରିଛନ୍ତି । ମୁକ୍ତ ଓ ଅବାଧ ଭୋଟ୍ ଗ୍ରହଣ ପାଇଁ ନିର୍ବାଚନ କମିଶନ୍ଙ୍କ ପକ୍ଷରୁ ମଧ୍ୟ ସମସ୍ତ ତୟାରି କରାଯାଇଛି । ସମ୍ବେଦନଶୀଳ ଚିହ୍ନଟ ୧୧୦ଟି ବୁଥ୍ ଉପରେ କଡ଼ା ନଜର ରଖାଯାଇଛି ।
ଧାମନଗରରେ କାହାର ହେବ ଜିତ୍ ? ବିଷ୍ଣୁଙ୍କ ଗଡ଼ରେ କିଏ ମାରିବ ବାଜି ? ରାତି ପାହିଲେ ଧାମନଗର ଉପନିର୍ବାଚନ ପାଇଁ ଭୋଟ୍ ଦେବେ ଜନତା ।
ବିଜେଡିରେ ଏବେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପଲ୍ଲା ଭାରି ! ଦଳରେ ନେତା ଓ କର୍ମୀ ଗୌଣ, SHGଙ୍କୁ ନେଇ ଚାଲିଛି ସମାନ୍ତରାଳ ସଙ୍ଗଠନ ! ଧାମନଗର ଉପନିର୍ବାଚନରେ ବିଜେଡି ଟିକଟ୍ ପାଇଁ ଟଣାଓଟରା ଭିତରେ ବାଜି ମାରି ନେଇଥିଲେ SHG ବ୍ୟାକ୍ଗ୍ରାଉଣ୍ଡରୁ ଆସିଥିବା ଅବନ୍ତୀ ଦାସ ।
ଧାମନଗରରେ ଚିତ୍ର ସ୍ପଷ୍ଟ, ୨୪ ନିର୍ବାଚନରେ ପ୍ରୟୋଗ ଚର୍ଚ୍ଚା ।
ଧାମନଗର ଉପନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି । ଦିନକ ପରେ ଭୋଟ ଗ୍ରହଣ ହେବାକୁ ଥିବାରୁ ବୁଥ୍ ମୁହାଁ ପୋର୍ଲିଂ ପାର୍ଟି ।
ବିଜେପି ବିରୋଧରେ ବିଜେଡି ଯେଉଁସବୁ ଅଭିଯୋଗ ନେଇ ସିଇଓଙ୍କ ଅଫିସକୁ ଯାଇଛି, ତାର ତଥ୍ୟ ବି ମାଗିଛି ଦଳ।
ଧାମନଗର ଉପ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର କାର୍ଯ୍ୟକ୍ରମ। କଂଗ୍ରେସର ପ୍ରଚାରର ମଙ୍ଗ ଧରିଛନ୍ତି ବିଧାୟକ ସୁର ରାଉତରାୟ।
ଭୋଟ୍ ପାଇଁ ଖୋଲାଖୋଲି ନୋଟ୍ ବଣ୍ଟା । ବିଜେଡିକୁ ସମର୍ଥନ କରିବା ଲାଗି ଗୋଟିଏ ଗୋଟିଏ SHG ପିଛା ଦିଆଯାଉଛି ୪ ହଜାର ଟଙ୍କା । ଏଭଳି ଅଭିଯୋଗ ଭିତରେ ବମକୁରା ପଂଚାୟତର ଘାଟସାହିରୁ ନୂଆ ଭିଡିଓ ଆସିଛି ।
SHG କୁ ବିଜେଡି ବ୍ୟବହାର କରୁଥିବା ବିରୋଧୀଙ୍କ ଅଭିଯୋଗ ।