ତପଭୂମିକୁ ଭୋଗଭୂମି କରିବା ସରକାରଙ୍କ ଚିରାଚରିତ ଅଭ୍ୟାସ । ଏହାସହ ଏତେ ସବୁ ନିର୍ମାଣ କାମ ପୂର୍ବରୁ ପ୍ରଶାସନ ତାଙ୍କ ସହ ଥରେ ବି ଆଲୋଚନା କରିନାହିଁ ।
ସେବାୟତମାନେ ଜମି ଦେଇଛନ୍ତି, ସେମାନେ କେବେ ବି ସମ୍ବିତଙ୍କୁ କ୍ଷମା କରିବେ ନାହିଁ । ସମ୍ବିତଙ୍କୁ ନିୟମିତ ଭାବେ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟ ପାଇଁ କ୍ଷମା କରିବେ ନାହିଁ ।
ପୁଣି ଅଡୁଆରେ ଚିଲିକା ବିଧାୟକ । ଜାମିନ ଆବେଦନ ଖାରଜ ହେବାରୁ ପୁଣି ଜେଲ ଯାଇପାରନ୍ତି ପ୍ରଶାନ୍ତ ଜଗଦ୍ଦେବ ।
ଅନୁଭବଙ୍କ ଏ ଭିଡିଓ ପୋଷ୍ଟ ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପ୍ରତିକ୍ରିୟା କଣ ଜାଣିବାକୁ ଚେଷ୍ଟା କରିଥିଲେ ବି ତାହା ସମ୍ଭବ ହୋଇପାରିନଥିଲା ।
ବିଜେପି କହିଛି ମନ୍ଦିର ବିକାଶ ନାଁରେ ଡ୍ରାମା ଓ ରାଜନୀତି କରିବା ଠିକ୍ ନୁହେଁ ବିଜେଡି ତାର ଜବାବ୍ ରଖିଛି ।
ପୁରୀରୁ ସାଂସଦ ପ୍ରାର୍ଥୀ ହେବା ପୂର୍ବରୁ ସେ କେବେ ପୁରୀ ଆସିଥିଲେ ନା ଜଗନ୍ନାଥଙ୍କ ପାଇଁ କିଛି କହିଥିଲେ । ମାମଲା କୋର୍ଟରେ ଥିବାରୁ ବୈଷୟିକ ଦିଗ ଉପରେ କିଛି କହିବା ଠିକ ହେବନି ବୋଲି ପ୍ରତାପ କହିଛନ୍ତି ।
ଉପନିର୍ବାଚନ ଲଢ଼ିବା ପାଇଁ ବିଜେଡି ଅଳକାଙ୍କ ନାଁ ଘୋଷଣା ପରେ ସେ ପ୍ରତିକ୍ରିୟା ରଖିଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ବ୍ରଜରାଜନଗର ଉପନିର୍ବାଚନ ମୈଦାନରେ ବିଜେପିର ରାଧାରାଣୀ ପଣ୍ଡା ରହିଥିବା ବେଳେ ବିଜେଡିର ଯୋଦ୍ଧା ସାଜିଛନ୍ତି ଅଳକା ମହାନ୍ତି। କିନ୍ତୁ କଂଗ୍ରେସ ପକ୍ଷରୁ ଏ ଯାଏ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇନାହିଁ। ତେବେ ପୂର୍ବତନ ମନ୍ତ୍ରୀ କିଶୋର ପଟେଲଙ୍କୁ କଂଗ୍ରେସ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଚାଲିଛି।
ହଇରେ ନାରଣ ଶେଷରେ ଟ୍ରାକ୍ଟର ଦେହରେ ବି ଶଙ୍ଖ ବାନା... ରାଇଜ ସାରା ତ ଏଇନୁ ଶଙ୍ଖ ନାଦ ହେଉଛି... ଚାଷ ଯିଏ କରୁ, ଅମଳ କରୁଛି ବିଜେଡି... ଆଉ ଆମ ରାଜ ଭାଇ ତ ଯୋଗାଣ ମନ୍ତ୍ରୀ... ସିଏ କାଇଁ ଛାଡ଼ିବେ...
ଦାମ-ଦେବାଶିଷ କଳି ନୂଆ ନୁହେଁ। ପୂର୍ବରୁ ଏହାର ଅନେକ ନଜିର ରହିଛି ମାତ୍ର ଏବେ ପୁଅ ସମ୍ବିତଙ୍କ ସହ ଦେବାଶିଷଙ୍କର ଆରମ୍ଭ ହୋଇଛି ନୂଆ ଅଧ୍ୟାୟ।
ପାରାଦୀପ ଆସନରୁ ଲଢ଼ିବାକୁ ଇଚ୍ଛା ପ୍ରକାଶ କରି ପରୋକ୍ଷରେ ସୂଚନା ଦେଇଛନ୍ତି ଦେବାଶିଷ ସାମନ୍ତରାୟ । ଦେବାଶିଷଙ୍କ ମନ୍ତବ୍ୟର ଜବାବ ରଖିଛନ୍ତି ବିଧାୟକ ସମ୍ବିତ୍ ରାଉରତାୟ ।
ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ ପ୍ରତିବାଦରେ ବିଜେପି ଧାରଣା ଦେବାକୁ ଆହ୍ୱାନ ଦେଇଛି । ଏଥିସହ ମାମଲାରେ ତିଲେଇବଣି ବିଡିଓଙ୍କୁ ଗିରଫ ଦାବି କରିଛି ଦଳ ।
ଉପନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର୍ ପ୍ରସ୍ତୁତି ଚାଲିଛି । ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଦୋକାନ ବଜାର ବନ୍ଦ । ଗାଡ଼ିମୋଟର ବନ୍ଦ । ରାସ୍ତାରେ ଅଟକଛି ଶହ ଶହ ଟ୍ରକ୍ । ସକାଳ ୬ରୁ ସଂଧ୍ୟା ୬ ଯାଏଁ ବିଜେପିର ବନ୍ଦ ପାଳନକୁ ନେଇ ଆଜି ଦେବଗଡ଼ରେ ଠପ୍ ପଡିଯାଇଥିଲା ଜୀବନଯାତ୍ରା ।
ଗିରଫ ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବିଧାୟକ ସୁବାସ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଧାନସଭାରେ ଚାଷୀଙ୍କ କଥା ଉଠାଇଥିବାରୁ ତାଙ୍କୁ ଟାର୍ଗେଟ କରାଯାଇଥିଲା ।
ବିଧାୟକଙ୍କ ଗିରଫଦାରୀକୁ ବିଜେପି ଦୃଢ଼ ନିନ୍ଦା କରିଛି। ଅଭିଯୋଗ ଉପରେ ବିଧାୟକଙ୍କୁ ଗିରଫ କରାଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିଜେପି କହିଛି।
୨୦୨୪ ନିର୍ବାଚନ ପାଇଁ ଏବେ ଠାରୁ ବ୍ଲୁ ପ୍ରିଣ୍ଟ୍ ପ୍ରସ୍ତୁତ କରୁଛି ବିଜେଡି ।
ଖୁବ୍ଶୀଘ୍ର ହୋଇପାରେ ବିଜେଡିରେ ନବକଳେବର । ମନ୍ତ୍ରିମଣ୍ଡଳ ସହ ବଦଳିବ ବିଜେଡିର ସାଙ୍ଗଠନିକ ଢାଞ୍ଚା । ଟାର୍ଗେଟରେ ୨୦୨୪ ସାଧାରଣ ନିର୍ବାଚନ । ଏହାକୁ ନେଇ ଚାଲିଛି ଅଙ୍କକଷା ।
ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝାରସୁଗୁଡ଼ା ବାସଭଭନରେ କାର୍ଯ୍ୟରତ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ଉଷ୍ମ ହେବାରେ ଲାଗିଛି ।
ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ସେ କହିଛନ୍ତି, ୨୦୧୪ ଆଗରୁ ଦେଶର ଅର୍ଥନୀତି ପୁରା ଦୁର୍ବଳ ଥିଲା । ୫୦ ଭାଗ ଲୋକ ବ୍ୟବସ୍ଥାରୁ ବାହାରେ ଥିଲେ । ମୋଦି ସରକାର ଆସିବା ପରେ ସେଥିରେ ଅନେକ ପରିବର୍ତ୍ତନ ଆସିଛି ।
୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏଁ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏଁ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ରାଜନୀତି ଓ ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଭୂମିକା ଆଜି ବି ସ୍ମରଣୀୟ ।
ନୂଆ ମେୟରଙ୍କୁ ଏଭଳି ରୋକଠୋକ୍ ବାଣି ଶୁଣାଇଛନ୍ତି ବ୍ୟବସାୟୀ । ଏମିତିକି ମେୟରଙ୍କୁ ସିଧାସଳଖ ଚେତାବନୀ ଦେଇଛନ୍ତି ମାର୍କେଟ ବିଲ୍ଡିଂ ବ୍ୟବସାୟୀ ।
ଆକାଂକ୍ଷୀ ଜିଲ୍ଲା ସମୀକ୍ଷା ଲାଗି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଢେଙ୍କାନାଳ ଅସିଥିବା ବେଳେ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ଢଙ୍ଗରେ ବର୍ଷିଛନ୍ତି ।
ପଞ୍ଚାୟତ ଓ ପୌର ଭୋଟ୍ ପରେ ଆରମ୍ଭ ହୋଇଛି ବିଜେଡି-ବିଜେପି ମଧ୍ୟରେ ଆକ୍ରମଣ-ପ୍ରତି ଆକ୍ରମଣ..