ଦଳର ଶୋଚନୀୟ ପରାଜୟ ପରେ ଏବେ ମୁହଁ ଖୋଲୁଛନ୍ତି, ଆଗରୁ କାହିଁକି ଚୁପ୍ ରହୁଥିଲେ ବୋଲି କହିଛନ୍ତି ଅରିନ୍ଦମ।
ବିଜେଡି ସରକାର କ୍ଷମତାରୁ ହଟିବା ପରେ ଏବେ ପଣ୍ଡିଆନଙ୍କ ଘର ଆଗରୁ ବ୍ୟାରିକେଡ୍ ହଟାଯାଉଛି ।
ରାଜନେତା ହେବାର ଆଶାକୁ ଧୂଳିସାତ କଲେ ଜନତା। ମାତ୍ର ୬ ମାସ ୧୨ ଦିନରେ ଭି.କେ. ପାଣ୍ଡିଆନ ସନ୍ନ୍ୟାସ ନେଲେ ସକ୍ରିୟ ରାଜନୀତିରୁ।
ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କଲେ ପାଣ୍ଡିଆନ୍ ।
ଚଳିତ ବିଧାନସଭା ନିର୍ବାଚନରେ ୧୦ ଜଣ ମନ୍ତ୍ରୀଙ୍କୁ ହାର୍ର ସମ୍ମୁଖୀନ ହେବାଆକୁ ପଡ଼ିଛି।
୨୪ ନିର୍ବାଚନ ଛାରଖାର କରିଛି ପାରିବାରିକ ରାଜନୀତି । ଜନମତରେ ଟଳିପଡ଼ିଛି ବର୍ଷ ବର୍ଷର ଗଡ଼ । ଠିକଣା ଭୁଲିଯାଇଛନ୍ତି ହେଭିୱେଟ୍ । ୨୪ ଫଳାଫଳ କ୍ୟାରିୟରରେ ଲଗାଇ ଦେଇଛି ପରାଜୟର ଦାଗ ।
୨୪ ଫଳାଫଳ ଭାଙ୍ଗିଛି କ୍ଷମତା । ନବୀନ ସରକାରର ଗଣ୍ତା ଗଣ୍ତା ମନ୍ତ୍ରୀ ଓ ବରିଷ୍ଠ ନେତା ଧାରାସାୟୀ ହୋଇଛନ୍ତି । ଚଳିତ ବିଧାନସଭା ନିର୍ବାଚନରେ ୧୦ ଜଣ ମନ୍ତ୍ରୀଙ୍କୁ ହାର୍ର ସମ୍ମୁଖୀନ ହେବାଆକୁ ପଡ଼ିଛି । ଜାଣନ୍ତୁ..
ବିଜେଡିର ଶୋଚନୀୟ ପରାଜୟ ପାଇଁ ପାଣ୍ଡିଆନ୍ଙ୍କୁ ନେଇ ଦଳରେ ଝଡ଼। ଏପଟେ ଦଳପତି ନବୀନଙ୍କ ପାଣ୍ଡିଆନ୍ ଚାଳିଶା। ଦଳର ବିପର୍ଯୟ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲି ଆଜି ପାଣ୍ଡିଆନ୍ଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ସଭାପତି ନବୀନ ପଟ୍ଟନାୟକ।
୨୪ ନିର୍ବାଚନରେ କାହିଁକି କ୍ଷମତାଚ୍ୟୁତ ହେଲା ବିଜେଡି ? କାହିଁକି ଭୁଶୁଡ଼ିଲା ବିଶାଳ ଦୁର୍ଗ ? ଯଦିଓ ବିଜେଡି ସୁପ୍ରିମୋ ନବୀନ ପଚ୍ଚନାୟକ ଏହାର କାରଣ ଖୋଜୁଛନ୍ତି, ହେଲେ ଦଳର ବିପର୍ଯ୍ୟୟ ପାଇଁ ସିଧା ପାଣ୍ଡିଆନ୍ ଙ୍କୁ ଦାୟୀ କରି ଦଳରେ ଜୋର ଧରିଲାଣି ଅସନ୍ତୋଷ।
ବିଜେଡିର ଶୋଚନୀୟ ପରାଜୟ ପାଇଁ ପାଣ୍ଡିଆନ୍ଙ୍କୁ ନେଇ ଦଳରେ ଝଡ଼। ଏପଟେ ଦଳପତି ନବୀନଙ୍କ ପାଣ୍ଡିଆନ୍ ଚାଳିଶା। ଦଳର ବିପର୍ଯୟ ପରେ ପ୍ରଥମ ଥର ପାଇଁ ମୁହଁ ଖୋଲି ଆଜି ପାଣ୍ଡିଆନ୍ଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ସଭାପତି ନବୀନ ପଟ୍ଟନାୟକ।
୨୪ ନିର୍ବାଚନରେ କାହିଁକି କ୍ଷମତାଚ୍ୟୁତ ହେଲା ବିଜେଡି ? କାହିଁକି ଭୁଶୁଡ଼ିଲା ବିଶାଳ ଦୁର୍ଗ ? ଯଦିଓ ବିଜେଡି ସୁପ୍ରିମୋ ନବୀନ ପଚ୍ଚନାୟକ ଏହାର କାରଣ ଖୋଜୁଛନ୍ତି, ହେଲେ ଦଳର ବିପର୍ଯ୍ୟୟ ପାଇଁ ସିଧା ପାଣ୍ଡିଆନ୍ ଙ୍କୁ ଦାୟୀ କରି ଦଳରେ ଜୋର ଧରିଲାଣି ଅସନ୍ତୋଷ।
ବାଧ୍ୟ କରାଯାଇ ସତ୍ୟବାଦୀରୁ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀକୁ ପଠାଇ ଦିଆଯାଇଥିଲା ।ସେ ଚାରି ଚାରିଥର ସତ୍ୟବାଦୀ ନଛାଡ଼ିବା ପାଇଁ କହିଥିଲେ ମଧ୍ୟ ତାଙ୍କୁ ବାଧ୍ୟ କରାଯାଇ ବ୍ରହ୍ମଗିରିକୁ ପଠାଯାଇଥିଲା।
ପରାଜୟ ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ନବୀନ ପଟ୍ଟନାୟକ। କହିଲେ, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା । ଦୀର୍ଘଦିନ କ୍ଷମତାରେ ରହିବା ପରେ ପରାଜୟକୁ ସ୍ବୀକାର କରୁଛୁ।
ରାଜ୍ୟରେ ବିଜେଡିର ଗଡ଼ ଭୁଶୁଡ଼ିବା ପରେ ଦଳ ଏବେ ଏକ ପ୍ରକାର ଦୁଇ ଭାଗରେ ପରିଣତ ହୋଇଛି ।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଉଭୟେ ବିଜୟୀ ଓ ପରାଜିତ ନେତାଙ୍କୁ ଭେଟି ପରାଜୟର କାରଣ ଖୋଜାଯିବ ବୋଲି କହିବା ପରେ କିଛି ବରିଷ୍ଠ ନେତା, ପାଣ୍ଡିଆନଙ୍କ ନାଁ ନନେଇ ନବୀନଙ୍କ ସପକ୍ଷରେ ମୁହଁ ଖୋଲିଛନ୍ତି।
୨୪ ବର୍ଷ ଧରି ରାଜ୍ୟରେ ନିରଙ୍କୁଶ ଶାସନ କରୁଥିବା ବିଜେଡି ପରାଜୟ ବରଣ କରିବାପରେ ଦଳରେ ଏବେ ଦ୍ବିମତ। କହିବାକୁ କଲେ ଦଳ ଏକପ୍ରକାର ଦୁଇ ଭାଗ ।
ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀରେ କାଣ୍ଟେ କି ଟକ୍କର । ସଭିଙ୍କ ହୋସ୍ ଉଡ଼ାଇଲା ନିର୍ବାଚନ ଫଳ । ହାରୁ ହାରୁ ଜିତିଗଲା ବିଜେଡି, ଜିତୁ ଜିତୁ ହାରିଗଲା ବିଜେପି । ସଜ ସଜ ସରିଛି ୨୦୨୪ ସାଧାରଣ ନିର୍ବାଚନ ।
ବିଜେଡିର ପତନ ପରେ ଧିରେ ଧିରେ ମୁହଁ ଖୋଲୁଛନ୍ତି ବରିଷ୍ଠ। ନିର୍ବାଚନ ପରିଚାଳନାରେ ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ଦଳ ପରାଜିତ ହେଲା ବୋଲି ଶଶୀ ବେହେରା ମତ ରଖିଛନ୍ତି।
ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ ।
ବିଜେଡିର ବିପର୍ଯ୍ୟୟ ପରେ ନବୀନଙ୍କ ଭାବମୂର୍ତ୍ତି ବଞ୍ଚାଇବାର ଚେଷ୍ଟା । ସୋସିଆଲ୍ ମିଡିଆରେ ନବୀନଙ୍କୁ ମସିହା ସଜାଉଛନ୍ତି ବିଜେଡି ନେତା । ହେଲେ ବିଜେପି କହିଛି, ରାଜ୍ୟରେ ବର୍ତ୍ତମାନର ଏ ସ୍ଥିତି ପାଇଁ ନବୀନ ହିଁ ମୁଖ୍ୟ ଦୋଷୀ।
ସତ୍ତାର ସତରଞ୍ଜରେ ବହୁ ଅଭିଜ୍ଞଙ୍କୁ ମାତ୍ ଦେଇଛନ୍ତି ଅପେକ୍ଷାକୃତ ନବାଗତ ପ୍ରାର୍ଥୀ। ବିଜେଡିର ବହୁ ହେଭିୱେଟଙ୍କୁ ବଡ଼ ଭୋଟ୍ ବ୍ୟବଧାନରେ ହରାଇ ଅଚାନକ ହିରୋ ପାଲଟି ଯାଇଛନ୍ତି ବହୁ ବିଜୟୀ ପ୍ରାର୍ଥୀ।
ବିଜେଡିର ପତନ ପରେ ଧିରେ ଧିରେ ମୁହଁ ଖୋଲୁଛନ୍ତି ବରିଷ୍ଠ। ନିର୍ବାଚନ ପରିଚାଳନାରେ ବରିଷ୍ଠ ନେତାଙ୍କୁ ଦୂରେଇ ରଖିବାରୁ ଦଳ ପରାଜିତ ହେଲା ବୋଲି ଶଶୀ ବେହେରା ମତ ରଖିଛନ୍ତି।
ପାଣ୍ଡିଆନଙ୍କୁ ହଟାଇ ଦେଇଛନ୍ତି କି ନବୀନ ? ଯାହାକୁ ନେଇ ଏବେ ବଢ଼ିଛି ଚର୍ଚ୍ଚା । ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ମନ୍ତବ୍ୟ ପରେ ଏନେଇ ବଢ଼ିଛି ଚର୍ଚ୍ଚା ।
ଲକ୍ଷ୍ମୀ ବସରୁ ହଟିଲା ‘ଶଙ୍ଖ ଷ୍ଟିକର୍’ । ଆଗରୁ ଶଙ୍ଖ ଷ୍ଟିକର୍ ଥିଲା, ଏବେ ନାହିଁ । ଉଭୟ ପଟେ ଥିଲା ଶଙ୍ଖ ଚିହ୍ନର ଷ୍ଟିକର୍ । ବସ୍ ପଛରେ ଥିବା ମିଶନ୍ ଶକ୍ତି ଲେଖା ବି ନାହିଁ ।
ଗତକାଲି ବିଲମ୍ବିତ ରାତିରେ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି । ଦିଲ୍ଲୀ ଯାଇ ସେଠାରେ ଏକ ପଞ୍ଚ ତାରକା ହୋଟେଲରେ ରହୁଥିବା ସୂଚନା ମିଳିଛି ।
ବିଜେପିର ବିପୁଳ ବିଜୟ ପରେ ବିଜେଡିକୁ ଟାର୍ଗେଟ୍ କରୁଛନ୍ତି ବିଜେପି ନେତା । ଆଜି ବିଭିନ୍ନ ପ୍ରସଙ୍ଗ ଉଠାଇ ସିଧା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍ କରିଛନ୍ତି ବିଜୟୀ ବିଜେପି ସାଂସଦ ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀ ।