• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bjd

Ratna Bhandar
ବିଜେଡିର 'ରତ୍ନଭଣ୍ଡାର' ସ୍ପଷ୍ଟୀକରଣ ଚେଷ୍ଟା; ପୁଣି ଟାର୍ଗେଟ୍ କଲା ବିଜେପି

ଆସନ୍ତାକାଲି ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରଚାର ସରିବାକୁ ଥିବା ବେଳେ, ଆଜି ସାମ୍ନାକୁ ଆସିଛି ରତ୍ନଭଣ୍ଡାରକୁ ନେଇ ଶାସକ ଦଳର ଏକ ଖବରକାଗଜ ବିଜ୍ଞାପନ । 

Narendra Modi
ରିପୋର୍ଟିଂ ବେଳେ ଅସୁସ୍ଥ ହେଲେ ସାମ୍ବାଦିକ, ନିଜ ଟିମ୍‌ର ଡାକ୍ତରୀ ସେବା ଯୋଗାଇଲେ ମୋଦି

ନିଜ ଟିମରେ ଥିବା ଡାକ୍ତରଙ୍କୁ ତୁରନ୍ତ ପଠାଇବା ସହ ଚିକିତ୍ସା କରିବା ପାଇଁ କହିଥିଲେ । ମୋଦିଙ୍କ ଏଭଳି ଉଦାରତାକୁ ଏବେ ସାରା ରାଜ୍ୟରେ ପ୍ରଶଂସା କରାଯାଉଛି ।

Narendra Modi
ନବୀନଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବା ପଛରେ କାହା ଷଡ଼ଯନ୍ତ୍ର ? ପଚାରିଲେ ମୋଦି...

ଲୋକଙ୍କ ମନରେ ଉଠୁଥିବା ଏହି ସମସ୍ତ ପ୍ରଶ୍ନ ଉପରୁ ବା ରହସ୍ୟ ଉପରୁ ପରଦା ହଟିବାର ଆବଶ୍ୟକତା ରହିଛି । ବିଜେପି ସରକାର ଆସିଲେ ସ୍ପେଶାଲ କମିଟି ଗଠନ କରାଯିବ । ଅଚାନକ କେମିତି ତାଙ୍କ ସ୍ୱାସ୍ଥ୍ୟ ଖରାପ ହେଲା ତା’ର ଯାଞ୍ଚ ମଧ୍ୟ କରାଯିବ ବୋଲି କହିଛନ୍ତି ମୋଦି ।

Ajay Kumar
ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପାଣ୍ଡିଆନଙ୍କ ଏଭଳି ବ୍ୟବହାର ଠିକ୍ ନୁହେଁ କହିଲା କଂଗ୍ରେସ

ବିଜେଡି ଓ ବିଜେପି ଉପରେ ବର୍ଷିଲେ ରାଜ୍ୟ କଂଗ୍ରେସ ପ୍ରଭାରୀ । ରାସନ୍ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ବଣ୍ଟନ ହେଉଛି ।

Narendra Modi
ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଲେ ମୋଦି

ଶେଷରେ ପ୍ରଚାର ପାଇଁ କେନ୍ଦ୍ରାପଡ଼ା ଗସ୍ତ କରିବେ। ଅପରାହ୍ନ ୪ଟାରେ ବରୁଆ ପଡ଼ିଆରେ ବିଜେପିର ବିଜୟ ସଂକଳ୍ପ ସମାବେଶ କାର୍ଯ୍ୟକ୍ରମରେ ଯୋଗଦେବେ।

Naveen PatnaiK
ବାରମ୍ବାର ଅପମାନ ! ପ୍ରଥମେ ସଭାରେ ନବୀନଙ୍କ ହାତକୁ ଟାଣିଲେ, ଏବେ ଗୋଡ଼ରେ ଖେଞ୍ଚିଲେ !

ମୁଖ୍ୟମନ୍ତ୍ରୀଙ୍କୁ ପାଣ୍ଡିଆନ୍ ଗୋଡ଼ରେ ଇଶାରା କରିବା ଦୃଶ୍ୟକୁ ନେଇ ବିଜେଡି କିମ୍ବା ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।

PM Modi
‘ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖିଛି ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ’

ଓଡ଼ିଶାର ଭାଗ୍ୟ ବଦଳିବାକୁ ଯାଉଛି। ରାଜ୍ୟରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି। ଓଡ଼ିଶା ପ୍ରସଙ୍ଗରେ ଏଭଳି ଦମ୍ଭୋକ୍ତି ପ୍ରକାଶ କରିବା ସହିତ, ଓଡ଼ିଶାର ସ୍ବାର୍ଥ ପାଇଁ ନବୀନଙ୍କ ସହ ସଂପର୍କକୁ ବଳି ଚଢ଼ାଇବାକୁ ପଡ଼ିଲେ ଚଢ଼ାଇବି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।

Political Violence
ହାରିବା ଭୟରେ ରକ୍ତମୁଖା ହେଉଛି କି ଶାସକ ବିଜେଡି ? 

ଟାର୍ଗେଟରେ ବିଜେପି ନେତା ଓ କର୍ମୀ। ନିର୍ବାଚନୀ ହିଂସା ଭିଆଇ ଆକ୍ରମଣ କରାଯାଉଛି ଜଣଙ୍କ ପରେ ଜଣଙ୍କୁ। ଅଧିକାଂଶ ଆକ୍ରମଣ ପଛରେ ରହିଛି ବିଜେଡି ଲିଙ୍କ୍। ଗତକାଲି ଚାନ୍ଦବାଲିରେ ବିଜେପିର ଗଞ୍ଜାମ ଜିଲ୍ଲା ସଭାପତି ସୁବାସ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ପଛରେ ବିଜେଡି ବିଧାୟକ ବ୍ୟୋମକେଶ ରାୟଙ୍କୁ ଦାୟୀ କରିଛନ୍ତି ନିଜେ ସୁବାସ।

Amit Shah
'୪ ଜୁନରେ ନବୀନ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ '

4 ଜୁନରେ ନବୀନ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ। ଶେଷ ପର୍ଯ୍ୟାୟ ଭୋଟ୍ ଲଢ଼େଇର ତିନି ଦିନ ପୂର୍ବରୁ ଆଜି ତିନି ତିନିଟି ସ୍ଥାନରେ ମାରାଥନ୍ କ୍ୟାମ୍ପେନ କରି ସିଏମ୍ ନବୀନଙ୍କୁ ଜୋରଦାର ହମଲା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।

Political Violence
ହାରିବା ଭୟରେ ରକ୍ତମୁଖା ହେଉଛି କି ଶାସକ ବିଜେଡି ? 

ଗାଡ଼ିରେ ବିଜେପି ପତାକା ଲାଗିଥିବା ଦେଖି ୪୦ରୁ ୫୦ ବ୍ୟକ୍ତି ତାଙ୍କ ଗାଡ଼ି ଉପରକୁ ଇଟା, ପଥର ମାଡ଼ ସହ ତାଙ୍କୁ ବିଧା ଗୋଇଠା ମାରିଥିଲେ । ତା’ ପୁଣି ପୋଲିସ ଉପସ୍ଥିତିରେ। ସେଠାରୁ ଜୀବନ ବଞ୍ଚାଇ ଥାନାକୁ ଆସି ଅଭିଯୋଗ କରିଥିଲେ ସୁବାସ। 

Prashant Jagdev
ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଙ୍ଗି ନାହାଁନ୍ତି EVM, CCTVରୁ ସ୍ପଷ୍ଟ

ସିସିଟିଭି ଫୁଜେଟ୍ ଜାରି କରି ସତ-ମିଛର ପର୍ଦ୍ଦାଫାସ୍ କଲେ ଅପରାଜିତା । ପରାଜୟ ଭୟରେ ତୃତୀୟ ମହଲା ଇଙ୍ଗିତରେ କରାଯାଇଛି ଗିରଫଦାରୀ କହିଛନ୍ତି ସରକାରୀ ଅଧିକାରୀ ।

PM Modi
‘ଓଡ଼ିଶାର ଭାଗ୍ୟ ବଦଳିବ, ରାଜ୍ୟରେ ସରକାର ପରିବର୍ତ୍ତନ ହେବ ’

ଓଡ଼ିଶାରେ ବିଜେପି ସରକାର ନେଇ ପୁଣି ମୋଦିଙ୍କ ଦମ୍ଭୋକ୍ତି । ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖିଛି ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ । ଓଡ଼ିଶାର ସ୍ବାର୍ଥ ପାଇଁ ନବୀନଙ୍କ ସହ ସଂପର୍କକୁ ବଳି ପକାଇବାକୁ ପ୍ରସ୍ତୁତ ବୋଲି କହିଲେ ମୋଦି ।   

Amit Shah
‘ବିଜେପି ସରକାରକୁ ଆସିଲେ ଚିଟ୍ ଫଣ୍ଡ ଲୁଟେରାଙ୍କୁ ଓଲଟା ଲଟକାଯିବ’

୪ ଜୁନରେ ନବୀନ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ। ଶେଷ ପର୍ଯ୍ୟାୟ ଭୋଟ୍ ଲଢ଼େଇର ତିନି ଦିନ ପୂର୍ବରୁ ଆଜି ତିନି ତିନିଟି ସ୍ଥାନରେ ମାରାଥନ୍ କ୍ୟାମ୍ପେନ କରି ସିଏମ୍ ନବୀନଙ୍କୁ ଜୋରଦାର ହମଲା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ। 

Odisha Politics
ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ନବୀନ-ପାଣ୍ଡିଆନଙ୍କୁ ହିମନ୍ତଙ୍କ କଡ଼ା ସମାଲୋଚନା

ଅମିତ ଶାହ ମଧ୍ୟ ଓଡ଼ିଶା ଆସି ନବୀନ ଓ ପାଣ୍ଡିଆନଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି । ଅମିତ୍ ଶାହଙ୍କ ଗର୍ଜନରେ କମ୍ପିଲା ପାଣିକୋଇଲି ସଭା । କୋରେଇ ପାଣିକୋଇଲି ସଭାରେ ଅମିତ ଶାହ କହିଲେ ଚିଟଫଣ୍ଡ ଘୋଟାଲାକାରୀଙ୍କୁ ଜେଲ୍‌ରେ ପୂରାଯିବ ।

Prashant Jagdev
ସାମ୍ନାକୁ ଆସିଲା ସତ ! EVM ଭାଙ୍ଗିବା ମାମଲାରେ ଆସିଲା ସିସିଟିଭି ଫୁଟେଜ...

ଗତ ୨୫ ତାରିଖରେ ମତଦାନ ବେଳେ ବେଗୁନିଆ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗିବା ଅଭିଯୋଗ ମାମଲାରେ ପୋଲିସ ତାଙ୍କୁ ଗିରଫ କରି ଜେଲ ପଠାଇଛି । ଯାହାକୁ ନେଇ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛି ।

Amit Shah
ବର୍ଷିଲେ ଶାହ; କହିଲେ, ଖାଲି ଅଖାରେ ପେଟ ପୁରିବନି, ୫ କେଜି ଚାଉଳ ଦିଅ

ମୋଦି ଚାଉଳ ଦେଉଛନ୍ତି, ନବୀନ ଖାଲି ଅଖା ଦେଉଛନ୍ତି। ଖାଲି ଅଖାରେ ପେଟ ପୁରିବନି, ୫ କେଜି ଚାଉଳ ଦିଅନ୍ତୁ ବୋଲି ଅମିତ ଶାହା କହିଛନ୍ତି।

Baijayant Panda
ବିଜେଡିକୁ ନିଶାନା କଲେ ବୈଜୟନ୍ତ; କହିଲେ, ଗୁଣ୍ଡାରାଜ ବନ୍ଦ କରିବାର ସମୟ ଆସିଛି

ପଟ୍ଟା ନାଁରେ ୨୫ ବର୍ଷ ହେଲା ଠକି ଚାଲିଛି ବିଜେଡି। ଗୃହ ମନ୍ତ୍ରୀ ସିଏଏ ଆଇନ୍‌ ଲାଗୁ କରି ଲୋକଙ୍କୁ ନାଗରିକତା ଦେଇଛନ୍ତି। ସମସ୍ତଙ୍କୁ ପଟ୍ଟା ମିଳିଛି। ଏଥର ବିଜେପି ସରକାର ଆସିଲେ ପଟ୍ଟା ପ୍ରଦାନ କରାଯିବ।

Odisha Politics
ଉପକୂଳରେ ବଦଳୁଛି ସମୀକରଣ

ଉପକୂଳରେ ଟଳମଳ ବିଜେଡି। ବିଜେଡିର ଅଭେଦ୍ୟ ଗଡ ଯାଜପୁର ଓ ଜଗତସିଂହପୁରରେ ସ୍ଥିତି ଏବେ ଜଟିଳ ହେବାରେ ଲାଗିଛି। ଏ ଦୁଇ ଲୋକସଭା କ୍ଷେତ୍ରର ଗୋଟିଏ ଦୁଇଟି ନିର୍ବାଚନ ମଣ୍ଡଳୀ ଛାଡିଦେଲେ ବାକି ସବୁଠି କଡ଼ା ଫାଇଟ୍। ଏମିତି ହେଭିୱେଟ ନେତାଙ୍କ ସିଟ୍ ରେ ବି ଟକ୍କର ନେକ୍ ଟୁ ନେକ୍।

Odisha Politics
ଉପକୂଳ ଟେନସନରେ ବିଜେଡି; ଯାଜପୁରଠୁ ଜଗତସିଂହପୁର, ସବୁଠି ଟଳମଳ ସ୍ଥିତି

ଜଗତସିଂହପୁର, ବାଲିକୁଦା-ଏରସମାରେ ବିଦ୍ରୋହୀଙ୍କ ସଂଖ୍ୟା ଅଧିକ। ଆଉ ପାରାଦୀପରେ ସୀମା ଟପିଛି ବିଜେଡି କନ୍ଦଳ। ତିର୍ତ୍ତୋଲରେ ବିଜେଡି ନେତା ସରୋଜକାନ୍ତ ସ୍ୱାଇଁ ବିଜେପିରେ ମିଶିବା ପରେ ଜଳଜଳ ହୋଇ ପଦାକୁ ଆସିଛି ଗୋଷ୍ଠୀ କନ୍ଦଳ।

Odisha Politics
ଏପଟେ BJP ଜିଲ୍ଲାସଭାପତିଙ୍କୁ ଆକ୍ରମଣ, ସେପଟେ ମାର୍କେଟ କମ୍ପ୍ଲେକ୍ସ ଭଙ୍ଗାରୁଜା !

ଘଣ୍ଟେଶ୍ୱର ଜୋନକୁ ଯାଉଥିବା ବେଳେ ପୋଲିସ ଉପସ୍ଥିତିରେ ଏହି ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତେବେ ଏନେଇ ପୋଲିସ କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।

Balasore Politics
ସରଗରମ ବାଲେଶ୍ୱର ରାଜନୀତି, କାହା ସପକ୍ଷରେ ଯିବ ଭୋଟ ?

ବାଲେଶ୍ୱର ସଦର ବିଧାନସଭା କ୍ଷେତ୍ର ପାଇଁ ବିଜେପିରୁ ମାନସ କୁମାର ଦତ୍ତ, ବିଜେଡିରୁ ସ୍ୱରୂପ ଦାସ ଓ କଂଗ୍ରେସରୁ ମୋନାଲିସା ଲେଙ୍କା ପ୍ରାର୍ଥୀ ହୋଇଛନ୍ତି ।

Prashant Jagdev
‘ଜଗଦ୍ଦେବଙ୍କ ବିରୋଧରେ ମିଛ କହିବାକୁ ବାଧ୍ୟ କରିଥିଲା ପୋଲିସ’

ବେଗୁନିଆ ଇଭିଏମ୍ ଭଙ୍ଗାରୁଜା ମାମଲା । ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ।

Himant Biswasharma
ନବୀନ-ପାଣ୍ଡିଆନଙ୍କୁ ହିମନ୍ତଙ୍କ ଅଲ୍ ଆଉଟ୍ ଆଟାକ୍, 'ମାଇକ୍ ଧରି ତାଙ୍କୁ ନିଜ ଇସାରାରେ ନଚାଉଛନ୍ତି'

'ମନ୍ଦବୁଦ୍ଧି ପାଇଁ ପାଣ୍ଡିଆନଙ୍କୁ ମିଳୁ ନୋବେଲ୍ । 4 ତାରିଖ ପରେ ପଠାଇ ଦିଆଯିବ ତାମିଲନାଡୁ ।'

Pradeep Panigrahi
‘ବିଜେଡିର ଲେଖା ଛିଡ଼ି ଯାଇଛି, ଏଥର ନବୀନ ବାବୁ ହିଞ୍ଜିଳିରୁ ହାରୁଛନ୍ତି’

ବିଜେଡି ଯଦି ସ୍ୱଚ୍ଛ ତେବେ ଟଙ୍କା କାହିଁକି ବାଣ୍ଟୁଛି, ହିଂସା କାହିଁକି ସୃଷ୍ଟି କରୁଛି ବୋଲି ପ୍ରଶ୍ନ କରିନ୍ତି ପ୍ରଦୀପ ।

Himant Biswa Sharma
‘ଓଡ଼ିଶାର ସବୁ ଚାକିରି ପାଣ୍ଡିଆନ୍‌ଙ୍କ ପାଖରେ, ରତ୍ନଭଣ୍ଡାର ଚାବି ବି ସେ ରଖିଛନ୍ତି’

‘୧ ଟଙ୍କା ଲେଖାଏଁ ଚାନ୍ଦା କରି ପାଣ୍ଡିଆନଙ୍କ ପାଇଁ ଟିକେଟ କିଣନ୍ତୁ । ପାଣ୍ଡିଆନଙ୍କ ପାଇଁ ଟିକେଟ କିଣି ତାମିଲନାଡୁ ପଠାଇ ଦିଅନ୍ତୁ । ପାଣ୍ଡିଆନ ନବୀନ ବାବୁଙ୍କୁ ହୋଷ୍ଟେଜ ରଖିଛନ୍ତି । ନବୀନ ବାବୁଙ୍କ ମାଇକ୍ କାହିଁକି ପାଣ୍ଡିଆନ ଧରୁଛନ୍ତି।