ହସ୍ପିଟାଲରେ ଭର୍ତ୍ତି ହେଲେ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ । ଦିଲ୍ଲୀ ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେପଟେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।