ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଓ ସମର୍ଥକ ଏକ ରାଲି ମାଧ୍ୟମରେ ସହର ପରିକ୍ରମା କରି ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ପହଂଚିଥିଲେ । ସେଠାରେ ବ୍ଲକ୍ ଘେରାଓ କାର୍ଯ୍ୟକ୍ରମ ଜାରି ରହିଥିବାବେଳେ ହଠାତ୍ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ ।
କେଜରିଓ୍ୱାଲଙ୍କ ଦେଶ ବିରୋଧୀ ଚିନ୍ତାଧାରାକୁ ବରଦାସ୍ତ କରାଯିବନି।
ମୋ ସାଇକେଲ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ମୋ ସାଇକେଲ ଗୁଡିକ ଏବେ ଖତ ଖାଉଥିବା ବେଳେ ୨୫ ହଜାର ଟଙ୍କାର ସାଇକେଲ ଏବେ ୫୦୦ ଟଙ୍କାରେ ବିକ୍ରୀ ହେଉଥିବା ବିଜେପି ଅଭିଯୋଗ କରିଛି ।