ନୀଳଗିରି ଗଣିତ ଏବେବି ଅବୁଝା ରହିଛି ରାଜ୍ୟର ୩ ପ୍ରମୁଖ ଦଳ ପାଇଁ। ଟିକେଟ୍ ଘୋଷଣାକୁ ଆଶାୟୀ ମାନେ ଚାହିଁ ରହିଥିବା ବେଳେ, ଲୋକଙ୍କ ଭିତରେ ଦ୍ୱନ୍ଦ୍ୱ ବଢ଼ୁଛି।
ସୋନପୁର ସମାବେଶରେ ଗର୍ଜନ। ଆଉ ସନ୍ଧ୍ୟାରେ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁ ବଚନ। ରାଜନୀତିର ଚାଣକ୍ୟ ଶାହଙ୍କ,'ଓଡିଶାକୁ ଦରକାର ଡବଲ ଇଞ୍ଜିନ ସରକାର' ମନ୍ତ୍ର ପାଇ ଏବେ ଦ୍ୱିଗୁଣା ଉତ୍ସାହରେ ରାଜ୍ୟ ବିଜେପି।
ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ପର୍ଶୁରାମ ଧଡ଼ା। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ ଯାଉଛି।
ସେ ଆହୁରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଦୁଇଟି ଆସନରୁ ଲଢ଼ିବା ପଛରେ ଉଦ୍ଦେଶ୍ୟ ରହିଛି । ଗୋଟିଏ ଆସନ ବାବୁଙ୍କ ପାଇଁ ଛାଡ଼ିବେ। ତାଙ୍କୁ ସେଠାରେ ଦାୟିତ୍ୱ ଦେବେ ।
ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ । ବ୍ରହ୍ମପୁରରୁ କାର୍ଯ୍ୟକ୍ରମ ସରିବା ପରେ ନବରଙ୍ଗପୁର ଯାଇ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ।
ଆଗକୁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ଏବଂ ଅମିତ ଶାହ ମଧ୍ୟ ପୁଣି ଆସିବେ ବୋଲି କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେପଟେ ଓଡ଼ିଶାରେ ଜଣେ ଯୁବକ, ସୁସ୍ଥ ଏବଂ ସ୍ପଷ୍ଟ ଓଡ଼ିଆ କହୁଥିବା ମୁଖ୍ୟମନ୍ତ୍ରୀ ହେବା ଦରକାର ବୋଲି ଶାହ କହିଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ।
ପାଖଉଛି ନିର୍ବାଚନ, ଦୁଲୁକୁଛି ପ୍ରଚାର ମଇଦାନ। ଚତୁର୍ଥ ପର୍ଯ୍ୟାୟରେ ହେବ ବାଲେଶ୍ୱର ସଦର ପାଇଁ ମତଦାନ। ରାଜନୈତିକ ଦଳ ମାନେ ଆରମ୍ଭ କଲେଣି କସରତ।
ଡାଇରେକ୍ଟ ଆଟାକିଂ ମୋଡ୍ରେ ଅମିତ ଶାହ। ଫୁଲ୍ ଜୋଶ୍ରେ ଓଡ଼ିଶାରେ ବିଜେପିର ପ୍ରଚାର। ବିଗୁଲ ଫୁଙ୍କିିଛନ୍ତି ରାଜନୀତିର ଚାଣକ୍ୟ।
ପ୍ରଚାର ଶ୍ରୀଗଣେଶ ପାଇଁ କାହିଁକି ସୋନପୁରକୁ ବାଛିଲା ବିଜେପି? ସାରା ପଶ୍ଚିମ ଓଡ଼ିଶାକୁ ଶୁଭିବ କି ଶାହଙ୍କ ହୁଙ୍କାର? କୁହାଯାଉଛି ସାରା ପଶ୍ଚିମ ଓଡ଼ିଶାରେ ଏବେ ବି ବିଜେପିର ଭଲ ଲହର ରହିଛି, ତାସହ ସୋନପୁର ହେଉଛି ସେଠିକାର ଏକ ବଡ଼ ପଲିଟିକାଲ ଷ୍ଟ୍ରାଟେଜିକ୍ ପଏଣ୍ଟ।
ମଞ୍ଚକୁ ଆସୁଆସୁ ଗର୍ଜିଲେ ଶାହ। ନବୀନଙ୍କ ନାଁ ନେଇ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ୍ କଲେ। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଆଣିବାକୁ ଆହ୍ୱାନ ଦେଲେ।
ପ୍ରଚାର ଶ୍ରୀଗଣେଶ ପାଇଁ କାହିଁକି ସୋନପୁରକୁ ବାଛିଲା ବିଜେପି? ସାରା ପଶ୍ଚିମ ଓଡ଼ିଶାକୁ ଶୁଭିବ କି ଶାହଙ୍କ ହୁଙ୍କାର? କୁହାଯାଉଛି ସାରା ପଶ୍ଚିମ ଓଡ଼ିଶାରେ ଏବେ ବି ବିଜେପିର ଭଲ ଲହର ରହିଛି, ତାସହ ସୋନପୁର ହେଉଛି ସେଠିକାର ଏକ ବଡ଼ ପଲିଟିକାଲ ଷ୍ଟ୍ରାଟେଜିକ୍ ପଏଣ୍ଟ।
ମଞ୍ଚକୁ ଆସୁଆସୁ ଗର୍ଜିଲେ ଶାହ। ନବୀନଙ୍କ ନାଁ ନେଇ ସିଧାସଳଖ ବିଜେଡି ସରକାରକୁ ଟାର୍ଗେଟ୍ କଲେ। ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଆଣିବାକୁ ଆହ୍ୱାନ ଦେଲେ।
ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧା ବିଜେପିର ଦଳୀୟ କାର୍ଯ୍ୟକର୍ତ୍ତା ବୈଠକକୁ ଯାଇଛନ୍ତି ଶାହ।
ରାତି ପାହିଲେ ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟର ୮୯ ଆସନରେ ପଡିବ ଭୋଟ୍ । କେରଳର ସମସ୍ତ ୨୦ଟି ଯାକ ସିଟରେ କାଲି ଭୋଟ୍ ହେବ ।
ଆଜି ମଧ୍ୟପ୍ରଦେଶର ମୋରେନାରେ ବିଜୟ ସଙ୍କଳ୍ପ ରାଲିରେ ସମ୍ବୋଧିତ କରି କଂଗ୍ରେସ "ଶେହଜାଦା" ରାହୁଲ ଗାନ୍ଧିଙ୍କୁ ନେଇ ମନ୍ତବ୍ୟ ଦେଇଛନ୍ତି । ମୋଦିଙ୍କ ପାଇଁ ରାହୁଲଙ୍କ ଦ୍ୱାରା ପ୍ରୟୋଗ ହୋଇଥିବା ଅପମାନଜନକ ଶବ୍ଦକୁ ନେଇ ବିବ୍ରତ ନହେବାକୁ ସେ ଲୋକମାନଙ୍କୁ ଅନୁରୋଧ କରିଛନ୍ତି ।
ନବୀନଙ୍କ ୨୫ ବର୍ଷ ଶାସନ କାଳରେ ଓଡ଼ିଶା ଅନେକ ପଛକୁ ଚାଲିଯାଇଛି। ଯେଉଁଠି ଡବଲ ଇଂଜିନ ସରକାର ହୋଇଛି, ସେଠି ବିକାଶ ହୋଇଛି। ନବୀନ ବାବୁଙ୍କୁ ୨୫ ବର୍ଷ ଦେଲେ, ବିଜେପିକୁ ୫ ବର୍ଷ ଦିଅନ୍ତୁ, ଓଡ଼ିଶାକୁ ଦେଶରେ ଏକ ନମ୍ବର କରିବୁ ବୋଲି ଶାହ କହିଛନ୍ତି।
ସୋନପୁରରେ ଜନସଭାରେ ଯୋଗ ଦେଇଛନ୍ତି ଶାହ। ସାରା ପଶ୍ଚିମ ଓଡ଼ିଶାରୁ ବିଜେପି କର୍ମୀ ଆଜି ଶାହଙ୍କୁ ଶୁଣିବାକୁ ସୋନପୁର ଆସିଛନ୍ତି। ରାମେଶ୍ୱରମ ଷ୍ଟାଡିୟମରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିଛନ୍ତି ଶାହ। ଏହି ଅବସରରେ ଶାହ ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି।
କୋରାପୁଟ ସଂସଦୀୟ କ୍ଷେତ୍ର ଅଧିନସ୍ଥ ପ୍ରମୁଖ ବିଧାନସଭା ଆସନ ଲକ୍ଷ୍ମୀପୁର । ଏଠାରେ ମୋଟ ଭୋଟର ସଂଖ୍ୟା ୧ ଲକ୍ଷ ୫୩ ହଜାର ୫୩୮ । ଏହି ଆସନଟି ଅନୁସୂଚିତ ଜାତି ବର୍ଗ ଲାଗି ସଂରକ୍ଷିତ ।
ଗଣତନ୍ତ୍ରରେ ସମସ୍ତେ ନିର୍ବାଚନ ଲଢ଼ିବା ଅଧକାର ରହିଛି, ତେଣୁ ସେ ବି ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ମୃଦୁଳା।
୧୩ ରାଜ୍ୟର ୧୨ ଶହ ୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମତଦାତା । ରାହୁଲ ଗାନ୍ଧୀ, ଅରୁଣ ଗୋବିଲ୍, ଶଶି ଥରୁର, ହେମାମାଳିନୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ ।
ଓଡ଼ିଶାରେ ଶାସନ ପରିବର୍ତ୍ତନର ମୂଳଦୁଆ ପକାଇବେ। ଲଢେଇ ପାଇଁ ବିଗୁଲ ବଜାଇବେ ଶାହ।
କାହିଁକି ପ୍ରାର୍ଥୀ ବଦଳାଇଥିଲା କଂଗ୍ରେସ, ସେନେଇ ଦଳ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ଯାହାକୁ ନେଇ ଗତକାଲି ଝାରସୁଗୁଡ଼ା ଜିଲ୍ଲା ଲଇକେରାଠାରେ ଆୟୋଜିତ ବିଜେପିର ମିଶ୍ରଣ ପର୍ବରେ ନିଶାନା କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଦୁର୍ନୀତି, ଅନ୍ୟାୟ, ପିସି କାରବାରକୁ ନେଇ ୬୦ ପୃଷ୍ଠାର ଚାର୍ଜସିଟ୍ ପ୍ରସ୍ତୁତ କରିଛି ଦଳ।
ସୋଫିଆଙ୍କ କଂଗ୍ରେସ ପ୍ରାର୍ଥୀତ୍ୱକୁ ନେଇ ଆରମ୍ଭ ହେଲାଣି କସରତ ।