ବିଜେପିରେ ସାମିଲ ହେବା ପରେ ବିଜେଡି ଉପରେ ବର୍ଷିଛନ୍ତି ପୂର୍ବତନ ବିଧାୟକ କୈଲାସ କୁଲେସିକା । ‘ଲକ୍ଷ୍ମୀପୁର ପାଇଁ ବିଜେଡି ଟିକେଟ ଘୋଷଣାକୁ ନେଇ ମୁଁ ନିରାଶ। ପ୍ରତିଶ୍ରୁତି ଦେଇ ବିଜେଡି ମୋ ସହ ବିଶ୍ୱାସଘାତକତା କରିଛି ।
ମୈଦାନରେ ଆରମ୍ଭ ହୋଇଗଲାଣି ବଳ କଷାକଷି। ସାହି ଗଳିରେ ଚାଲିଲାଣି ଘମାଘୋଟ ପ୍ରଚାର।
ଯେଉଁଥିରେ ସାମିଲ ହୋଇଥିଲେ ପୁରୀ ବିଜେଡିର ଛାମୁଆ ନେତା ଓ କର୍ମୀ, ସାସଂଦ ପ୍ରାର୍ଥୀ ବି ଆସିଥିଲେ।
ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କୁ ଦଳ ବଦଳ ଅଭିଯୋଗରେ ସଭ୍ୟ ପଦ ହରାଇବାକୁ ପଡିଛି ।
ଦଳ ବଦଳ ଅଭିଯୋଗରେ ହରାଇଲେ ସଭ୍ୟ ପଦ । ସୁକାନ୍ତ ଓ ଅଧିରାଜଙ୍କ ବିରୋଧରେ କେବେ ଆକ୍ସନ ?
ବିଧାୟକ ପ୍ରାର୍ଥୀ ସୁନୀଲଙ୍କୁ ସପୋର୍ଟ କରୁନାହିଁ ଶୁଭାଶିଷଙ୍କ ଗୋଷ୍ଠୀ । ଉଭୟଙ୍କୁ ଶଙ୍ଖ ଭବନରେ ଟ୍ୟୁସନ, ଏକାଠି କାମ କରିବାକୁ ତାଗିଦ୍ ।
ଉପନିର୍ବାଚନର ବିଜେତା ପ୍ରାର୍ଥୀ ତଥା ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ରିପିଟ୍ କରିଛି ବିଜେପି। ସିଟିଂ ଏମଏଲଏ ସାଙ୍ଗକୁ ଯୁବନେତା ଏବଂ ଜିଲ୍ଲାର ଟାଣୁଆ ସଂଗଠକ। ନିର୍ବାଚନ ମଣ୍ଡଳୀରୁ ବିଧାନସଭା ଯାଏଁ ସୂର୍ଯ୍ୟବଂଶୀଙ୍କ କ୍ରେଜ୍ କାହିଁରେ କଣ।
ନବୀନଙ୍କ ମହିଳା ଭୋଟ୍ ବ୍ୟାଙ୍କ ଭାଙ୍ଗିବାକୁ ବିଜେପି ନୂଆ ରଣନୀତି ଆପଣେଇବାକୁ ଯାଉଛି। ସରକାରକୁ ଆସିଲେ ମହିଳା ପାଇବେ ମାସିକ ୧୦୦୦ ଟଙ୍କା ସହାୟତା।
ଭୁବନେଶ୍ୱର ମଧ୍ୟ ଆସନରେ ଅନନ୍ତ ନାରାୟଣ ଜେନାଙ୍କୁ ପୁଣି ରିପିଟ୍ କରିଛି ବିଜେଡି। ଅପରପକ୍ଷେ କଳାହାଣ୍ଡି ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ନର୍ଲା ବିଧାନସଭାରୁ ଭୂପିନ୍ଦର ସିଂଙ୍କୁ ବାଦ୍ ଦେଇ ବିଜେଡି ମନୋରମା ମହାନ୍ତିଙ୍କୁ ପ୍ରାର୍ଥୀ କରିଛି। ବାଲିଗୁଡ଼ା ଆସନ ପାଇଁ ଚକ୍ରମଣି କହଁରଙ୍କୁ ଯୋଦ୍ଧା ଘୋଷଣା କରିଛି ଦଳ।
କଂଗ୍ରେସ ଏଯାଏଁ ବାଲେଶ୍ୱର ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନି। ସେହିପରି ରାଜ୍ୟର କିଛି ବିଧାନସଭା ଆସନରେ ଲଢେଇ ନେଇ ସ୍ଥିତି ସ୍ପଷ୍ଟ ହୋଇଛି। ସମ୍ବଲପୁର ବିଧାନସଭା ଆସନରେ ବିଜେପିର ଜୟନାରାୟଣ ମିଶ୍ରଙ୍କୁ ଟକ୍କର ଦେବେ ବିଜେଡି ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟ।
ବାକି ଥିବା ୩୫ଟି ବିଧାନସଭା ସିଟରୁ ଆଜି ପ୍ରାୟ ୨୦ ସିଟରେ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ତା ସହ ୨୦ ତାରିଖ ପୂର୍ବରୁ ଅନ୍ୟ ସିଟରେ ପ୍ରାର୍ଥୀ ଘୋଷଣା ହେବ ବୋଲି କହିଛନ୍ତି ବିଜେପିର ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ।
ରାଜଧାନୀରେ କାର୍ କାଚକୁ ଉଖାରି ହଟାଯାଉଛି ସେଥିରେ ଲାଗିଥିବା କଳା ଫିଲ୍ମ । ଗାଡ଼ି ଯେତେ ଦାମୀ କି ସୌଖୀନ ହୋଇଥାଉ, କଳା କାଚକୁ ଏଣିକି ପୂରାପୂରି ନା ।
କେଉଁଠି ଆମଦାନୀ ନେତାଙ୍କୁ ଦଳକୁ ଆଣିଥିଲେ ବି ମଣୁ ନାହାନ୍ତି ତାଙ୍କ ସମର୍ଥକ।
ଟିକେଟ୍ ପାଉ ପାଉ ପ୍ରଧାନମନ୍ତ୍ରୀ ମୋଦିଙ୍କ ଲୋକପ୍ରିୟତା ଓ ଲୋକାଭିମୁଖୀ ଯୋଜନାକୁ ପାଥେୟ କରି ବଳ ଲଗେଇଦେଲେଣି ମୈଦାନରେ।
ଗତଥର କଂଗ୍ରେସ ମାତ୍ର ୯ଟି ସିଟରେ ବିଜୟ ଲାଭ କରିଥିବା ବେଳେ ଭୋଟ୍ ହାର ୧୭.୦୨ ପ୍ରତିଶତକୁ ଖସି ଆସିଥିଲା ।
ପ୍ରଥମେ ରାଜ୍ୟ ରାଜନୀତିର ଚର୍ଚ୍ଚିତ ଆସନ ବେଗୁନିଆ-ବୋଲଗଡ଼କୁ ବିଚାରକୁ ନେଲେ, ଏଠି ବିଜେଡିରେ ବହୁ ଆଶାୟୀ।
ନିର୍ବାଚନ ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ଇଭିଏମ୍ । ବିଜେବି ମହାବିଦ୍ୟାଳୟରେ ଇଭିଏମ୍ ରହିବାର ବ୍ୟବସ୍ଥା ।
ମୈଦାନରେ ପୁଣି ବିଜେପିର ସିଟିଂ MLA ପ୍ରଦୀପ୍ତ ନାୟକ । ମହିଳା କାର୍ଡ ଖେଳି ଦୁଷ୍ମନ୍ତଙ୍କ ସ୍ତ୍ରୀ ଲଳିତାଙ୍କୁ ପ୍ରାର୍ଥୀ କରିଛି ବିଜେଡି ।
ପ୍ରାର୍ଥୀ ରିପିଟ୍ କରିବେ ନା ସପ୍ରାଇଜ୍ କାର୍ଡ ଖେଳିବେ ତାକୁ ନେଇ ଦ୍ୱନ୍ଦ୍ୱ । ଚିଲିକାରେ ପୃଥୀରାଜଙ୍କ ବିପକ୍ଷରେ ବିଜେଡି ଯୋଦ୍ଧା କିଏ ଚିତ୍ର ଅସ୍ପଷ୍ଟ ।
ବ୍ରହ୍ମଗିରିରୁ ଉମା, ସତ୍ୟବାଦୀରୁ ସଂଜୟଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଭଦ୍ରକରେ ସଂଜୀବ-ପ୍ରଫୁଲ୍ଲଙ୍କୁ ବି ବିଜେଡି କରିଛି ଅଦଳବଦଳ ।
ଗତକାଲି ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତାଙ୍କୁ ଭେଟିଛନ୍ତି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧୀ ଗୋଷ୍ଠୀ ।
ତାମିଲନାଡୁର ଭେଲୋରରେ ଏକ ରାଲିରେ ପ୍ରଧାନମନ୍ତ୍ରୀ କହିଛନ୍ତି, ‘ଦୁର୍ନୀତି ଉପରେ DMKର ସମ୍ପୂର୍ଣ୍ଣ କପିରାଇଟ୍ ରହିଛି, ପୂରା ପରିବାର ତାମିଲନାଡୁକୁ ଲୁଟ୍ କରୁଛି ବୋଲି କହିଛନ୍ତି ନରେନ୍ଦ୍ର ମୋଦି ।
ଦିଲ୍ଲୀ ହାଇକୋର୍ଟରୁ ଆଶ୍ୱସ୍ଥି ପରେ ରାଉରକେଲାରେ ପହଞ୍ଚିଲେ ପୂର୍ବତନ ବିଧାୟକ ଦିଲ୍ଲୀପ ରାୟ । ମିଳିଲା ଉଚ୍ଛ୍ୱସିତ ସଂବର୍ଦ୍ଧନା ।