• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bjp

Mohan Majhi
‘ବିକାଶ ନାଁରେ ଯାଜପୁରକୁ ଲୁଟିଛନ୍ତି ୩ ପରିବାର’

ନାଁ ନନେଇ ବିଜେଡିର ୩ ନେତାଙ୍କୁ ଟାର୍ଗେଟ କରିଛନ୍ତି ମୋହନ ମାଝୀ । ବିଜେଡିକୁ ଟାର୍ଗେଟ କରି କହିଛନ୍ତି ଯେ ବିକାଶ ନାଁରେ ୩ ପରିବାର ଯାଜପୁରକୁ ଲୁଟିଛନ୍ତି ।

Mission Jharkhand
ବିଜେପିର 'ଝାଡ଼ଖଣ୍ଡ' ସମରସଜ୍ଜାରେ ଓଡ଼ିଆ ଯୋଦ୍ଧାଙ୍କୁ ଗୁରୁଦାୟିତ୍ବ

ଓଡ଼ିଶାରେ ବାଜିମାତ୍ ପରେ, ପଡ଼ୋଶୀ ଝାଡ଼ଖଣ୍ଡ ଉପରେ ବିଜେପିର ନଜର। ସେଠାରେ ବହୁ ସଂଖ୍ୟକ ଓଡ଼ିଆ ଭୋଟର ଥିବାରୁ, ବିଜେପିର ଝାଡ଼ଖଣ୍ଡ ଷ୍ଟ୍ରାଟେଜିରେ ଓଡ଼ିଶା ନେତାଙ୍କର ରହିପାରେ ଗୁରୁତ୍ବପୂର୍ଣ୍ଣ ଭୂମିକା।

Mission Jharkhand
ବିଜେପିର 'ଝାଡ଼ଖଣ୍ଡ' ସମରସଜ୍ଜାରେ ଓଡ଼ିଆ ଯୋଦ୍ଧାଙ୍କୁ ଗୁରୁଦାୟିତ୍ବ, ପୋଷ୍ଟର ବୟ୍ ସାଜିବେ ମୋହନ ମାଝୀ

ଓଡ଼ିଶାରେ ବାଜିମାତ୍ ପରେ, ପଡ଼ୋଶୀ ଝାଡ଼ଖଣ୍ଡ ଉପରେ ବିଜେପିର ନଜର। ସେଠାରେ ବହୁ ସଂଖ୍ୟକ ଓଡ଼ିଆ ଭୋଟର ଥିବାରୁ, ବିଜେପିର ଝାଡ଼ଖଣ୍ଡ ଷ୍ଟ୍ରାଟେଜିରେ ଓଡ଼ିଶା ନେତାଙ୍କର ରହିପାରେ ଗୁରୁତ୍ବପୂର୍ଣ୍ଣ ଭୂମିକା।

Odisha Politics BJD
BJDରେ ବିଷମ ସ୍ଥିତି ! ପରାଜିତ ପ୍ରାର୍ଥୀ ବନାମ ବିଜୟୀ ପ୍ରାର୍ଥୀ

ବିପର୍ଯ୍ୟୟର ଗୋହି ଖୋଳୁଥିବା ନେତାଙ୍କୁ କାଉଣ୍ଟର । ପରାଜିତ ନେତାଙ୍କୁ ବିଧାୟକ ଦିଶାରୀଙ୍କ କଡ଼ା ଜବାବ । ସମାଲୋଚନା କରୁଥିବା ନେତା ପାର୍ଟି ଛାଡ଼ି ଦିଅନ୍ତୁ କହିଲେ ପ୍ରଦୀପ ।

Pradeep Dishari BJD
ବିଜେଡି ନେତାଙ୍କ ବଡ଼ ବୟାନ, ସମାଲୋଚନା କରୁଥିବା ନେତା ଦଳରେ ନରହିବା ଉଚିତ୍...

ଆଗାମୀ ଦିନରେ ଦଳକୁ ସୁଦୃଢ କରିବାକୁ ପଦକ୍ଷେପ ନେବା କଥା । ହାରିଯିବା ପରେ ଦୁର୍ବଳ ମନୋଭାବ କି ଅସନ୍ତୋଷ ଦେଖାଇବା ଠିକ୍ ନୁହଁ ।

Vijaypal Singh Tomar
‘ବିଜେଡି ଯାହା କରିପାରିନଥିଲା, ଶହେ ଦିନର ଶାସନ ଭିତରେ କଲା ବିଜେପି’

ଓଡ଼ିଶାରେ ୫ ବର୍ଷ ନୁହେଁ, ଅନେକ ବର୍ଷ ଧରି କାର୍ଯ୍ୟ କରିବ ବିଜେପି ସରକାର । ବିଜେଡି ଖତମ୍ ହେଇସାରିଛି । ଦଳର ଆଉ ଦମ ନାହିଁ ।

BJD
ବିଜେଡି ବିପର୍ଯ୍ୟୟର ପୋଷ୍ଟମର୍ଟମ୍, ସୁପ୍ରିମୋଙ୍କ ସାମ୍ନାରେ ନେତାଙ୍କ ସମାନ ଅଭିଯୋଗ

ପୂର୍ବରୁ ପ୍ରଦୀପ ମାଝୀ, ବଦ୍ରୀ ପାତ୍ର, ଅଶ୍ୱିନୀ ପାତ୍ର ଏବଂ ଅବିନାଶ ସମାଲ ମଧ୍ୟ ପରାଜୟର କାରଣ କହି ଦଳର ଭୁଲ ନିଷ୍ପତ୍ତି ଓ ତ୍ରୁଟିପୂର୍ଣ୍ଣ ନିର୍ବାଚନ ପରିଚାଳନା କୁ ଦାୟୀ କରିଥିଲେ।

Bharatpur Incident
ଭରତପୁର ଥାନା ଘଟଣା: ଆଉ ୩ ଜଣଙ୍କ ହେବ ପଲିଗ୍ରାଫ ଟେଷ୍ଟ, ଅନୁମତି ଦେଲେ SDJM କୋର୍ଟ

ଭରତପୁର ଥାନା ମାମଲାରେ ନିଲମ୍ବିତ ଆଉ ୩ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ । ପଲିଗ୍ରାଫ୍ ଟେଷ୍ଟ ପାଇଁ ଅନୁମତି ଦେଲେ SDJM କୋର୍ଟ ।

JP Nadda
ରୁଟିନ୍ ତିଆରି କରି ଲୋକଙ୍କ ସହ ଯୋଡି ହୁଅ, ବିଜେପି ନେତାଙ୍କୁ ନଡ୍ଡାଙ୍କ ପରାମର୍ଶ

ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଇ ୫ ଶହରୁ ଅଧିକ ବୁଦ୍ଧିଜୀବୀ ଏବଂ ଛାତ୍ରଛାତ୍ରୀଙ୍କୁ ଦଳର ସଦସ୍ୟ ବି କରାଇଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ।

BJD
​​​​​​​ବଢୁଛି ବିଜେଡିର ଘର କଳି ! ଜଣଙ୍କ ପରେ ଜଣେ ଖୋଲୁଛନ୍ତି ବିପର୍ଯ୍ୟୟର ଗୁମର

ପ୍ରଦୀପ ମାଝୀଙ୍କ ପରେ ଢେଙ୍କାନାଳ ସାଂସଦ ପ୍ରାର୍ଥୀ ଅବିନାଶ ସାମଲ । ସୁପ୍ରିମୋଙ୍କ ସାମ୍ନାରେ ବିପର୍ଯ୍ୟୟ ୫ ଗୁମର ଖୋଲିଲେ ଅବିନାଶ ସାମଲ ।

J P Nadda
ବିଜେପିରେ ନେତା ପୁଅ ନେତା ହୁଏନି, ମାଟିରୁ ଆସିଥିବା ବ୍ୟକ୍ତି ନେତା ହୁଏ: ନଡ୍ଡା

ଆମେରିକା, ୟୁରୋପ, ଅଷ୍ଟ୍ରେଲିଆର ଅର୍ଥନୀତି ଅସ୍ଥିର ରହିଛି । କିନ୍ତୁ ଭାରତର ଅର୍ଥନୀତି କ୍ରମଶଃ ଅଗ୍ରଗତି କରୁଛି। ଚୀନ, ଆମେରିକା ଅପେକ୍ଷା ଆମର ସ୍ଥିତି ଭଲ ବୋଲି କହିଲେ ନଡ୍ଡା।

 J P Nadda
ଭୁବନେଶ୍ବରରେ ପହଞ୍ଚିଲେ ନଡ୍ଡା; ଦଳର ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ କରିବେ ଆଲୋଚନା 

ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ  ସଭାପତି ଜେପି ନଡ୍ଡା । ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ ।

J P Nadda
ଦିନିକିଆ ଓଡ଼ିଶା ଗସ୍ତରେ ନଡ୍ଡା: ମନ୍ତ୍ରୀ, ସାଂସଦ, ବିଧାୟକଙ୍କୁ ଦେବେ ଗୁରୁମନ୍ତ୍ର

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ଭୁବନେଶ୍ବରରେ ଅବତରଣ କରିବା ପରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିବେ । ସଦସ୍ୟତା ଅଭିଯାନ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେବେ ।

BJD-BJP
Odisha Politics: ଆଗକୁ ହେବ କି ବଡ଼ ହଲଚଲ ? ‘୩ ମାସ ଭିତରେ BJDରେ ବଡ଼ ବିସ୍ଫୋରଣ’ !

ସାଂସଦ ସୁକାନ୍ତ ପାଣିଗ୍ରାହୀ କହିଲେ ଯୋଗାଯୋଗରେ ବହୁ ବିଜେଡି ନେତା । ବିଜେଡିର କାଉଣ୍ଟର 'ଆମ ସଂପର୍କରେ ବି ଅଛନ୍ତି ତାଙ୍କ ଲିଡର' ।

Mohan Majhi
ବିଜେଡି ସୁପ୍ରିମୋଙ୍କୁ ସମାଲୋଚନା କଲେ ମୋହନ; କହିଲେ, ନିଜ ହୀନ ଚକ୍ରାନ୍ତରେ ନିଜେ ଫସିଲେ ନବୀନ

ଓଡ଼ିଆ ଅସ୍ମିତାକୁ ବିପଦରେ ପକାଇଦେଲେ । ଓଡ଼ିଆ ଯଦି କଷ୍ଟ ପାଇବ, ସରକାର ନିଶ୍ଚିତ ପରିବର୍ତ୍ତନ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Sukant Panigrahi
ବିଜେପି ନା ବିଜେଡି, ରାଜ୍ୟ ରାଜନୀତିରେ ଆଗକୁ କିଏ କରିବ ବଡ଼ ହଲ୍‌ଚଲ୍‌ ?

ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ କହିଛନ୍ତି ଆଗକୁ ବଡ଼ ବଡ଼ ବିସ୍ଫୋରଣ ହେବ । ବହୁତ ବଡ଼ ବଡ଼ ନେତା ବିଜେପିରେ ସାମିଲ ହେବେ । ଖାଲି ରାଜ୍ୟସଭା ନୁହେଁ ବହୁ ପଦାଧିକାରୀ ବିଜେପି ସହ ସମ୍ପର୍କରେ ଅଛନ୍ତି ।

 BJP National President JP Nadda
କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା; ସଦସ୍ୟତା ଅଭିଯାନ ନେଇ ଦେବେ ପରାମର୍ଶ

କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା। ଏନେଇ ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। 

Bharatpur Incident
ଭରତପୁର ଘଟଣାରେ ହୁଲୁସ୍ତୁଲ୍ ରାଜ୍ୟ, ପୋଲିସ କରୁଥିଲା ମେଳି! କିଏ ଦେଇଥିଲା ଅନୁମତି ?

ଭରତପୁର ଥାନା କଳଙ୍କକୁ ନେଇ ଦେଶବ୍ୟାପୀ ଯେତେବେଳେ ହଇଚଇ ସୃଷ୍ଟି ହୋଇଥିଲା, ସେ ବେଳରେ ଆଇନଶୃଙ୍ଖଳା ରକ୍ଷାକୁ ପଛ କରି ତମାମ ଥାନା ଛାଡ଼ି କାହା ଅନୁମତିରେ ମେଳି କରିଥିଲେ କମିଶନରେଟ୍ ପୋଲିସ୍ କର୍ମଚାରୀ?

BJD Crisis
ଭୁବନେଶ୍ୱର ବିଜେଡିରେ ତେଜିଲା ବିବାଦ ! ଗଣ୍ଡଗୋଳ ନେଇ ବର୍ଷିଲେ ଦୁଇ କର୍ପୋରେଟର୍

ଭୁବନେଶ୍ୱର ବିଜେଡିରେ ବଢୁଛି ଅନ୍ତଃକନ୍ଦଳ । ଗତକାଲି ଶଙ୍ଖଭବନରେ ହଙ୍ଗାମା ନେଇ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ବିରୋଧରେ ଅଭିଯୋଗ ଅଣିଛନ୍ତି ବିଜେଡିର ଦୁଇ କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ନାରାୟଣ ମହାସୂପକାର ।

Odisha Politics
ବିଜେଡି ଗଢ଼ିବ ସରକାର, ହେବ କି ମେଣ୍ଟ ? ମୁଙ୍ଗେରି ଲାଲର ହସିନ୍ ସ୍ୱପ୍ନ ନା ପାଗଳର ପ୍ରଳାପ!!

'କଂଗ୍ରେସ୍ ସହ ହାତ ମିଳେଇବା, ରାଜ୍ୟରେ ସରକାର କରିବା' । ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟଙ୍କ ଦଳୀୟ ସଭାରେ ଏଭଳି ବକ୍ତବ୍ୟ ପରେ ରାଜ୍ୟ ରାଜନୀତିରେ ବଢ଼ିଛି ଚର୍ଚ୍ଚା ।

Politics Heats Up
ଖୋଲା ମଂଚରେ ବିଜେଡି ସାଂସଦ ଦେବାଶିଷଙ୍କ ଚାଂଚଲ୍ୟକର ମନ୍ତବ୍ୟ; ମୋକିମ୍ କହିଲେ...

ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍ କହିଛନ୍ତି, ବିଜେଡି ସହ ମେଣ୍ଟ କରିବାର ଆଦୌ ପ୍ରଶ୍ନ ଉଠୁନି। କଂଗ୍ରେସ ଦକ୍ଷ ବିରୋଧୀ ଦଳ ଭାବେ ଗୃହରେ ଓ ବାହାରେ କାର୍ଯ୍ୟ କରୁଛି। 

Bhubaneswar Bandh
ଭରତପୁର ଘଟଣା: ଆସନ୍ତା ୨୪ରେ ଭୁବନେଶ୍ବର ବନ୍ଦ ପାଳିବ BJD

ଆସନ୍ତା ୨୪ ତାରିଖ ମଙ୍ଗଳବାର ଦିନ ୬ ଘଣ୍ଟିଆ ଭୁବନେଶ୍ବର ବନ୍ଦ ଡାକରା ଦେଇଛି ବିଜେଡି। ଏନେଇ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର। 

Mohan Majhi Govt Completes 100 Days
ଚାର୍ଜସିଟ୍ ଉପରେ ଆକ୍ସନ କେବେ?

ନବୀନ ସରକାର ଉପରେ ଲଗାଇଥିବା ଚାର୍ଜସିଟ୍ ଉପରେ ଆକ୍ସନ କେବେ ? ଶହେ ଦିନର ମୋହନ ସରକାରରେ ପୂରା ହୋଇଛି ବହୁ ପ୍ରତିଶ୍ରୁତି।୧୦୦ ଦିନର ଉପଲବ୍ଧି ଜାଣିଲେ ଲୋକେ, ଏବେ ଆକ୍ସନକୁ ଅପେକ୍ଷା।

Mohan Majhi Govt Completes 100 Days
ପୂର୍ବ ସରକାରର ଦୁର୍ନୀତିଗ୍ରସ୍ତ ନେତା-ଅଧିକାରୀଙ୍କୁ ହାତକଡ଼ି କେବେ ?

ନବୀନ ସରକାର ଉପରେ ଲଗାଇଥିବା ଚାର୍ଜସିଟ୍ ଉପରେ ଆକ୍ସନ କେବେ ? ଶହେ ଦିନର ମୋହନ ସରକାରରେ ପୂରା ହୋଇଛି ବହୁ ପ୍ରତିଶ୍ରୁତି।୧୦୦ ଦିନର ଉପଲବ୍ଧି ଜାଣିଲେ ଲୋକେ, ଏବେ ଆକ୍ସନକୁ ଅପେକ୍ଷା।

congress
ଭରତପୁର କାଣ୍ଡ: ରାଜରାସ୍ତାରେ ବିଜେଡି, ପୋଲିସ ଉପରକୁ କଂଗ୍ରେସର ଅଣ୍ଡା-ଟମାଟୋ ମାଡ଼

ଭରତପୁର ଥାନାରେ ମେଜର୍ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ତେଜିଛି ରାଜନୀତି । ବିରୋଧୀ ବିଜେଡି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି ।