ଆଜି କିଛି ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ଅପରାହ୍ଣ ୨ଟା ୩୦ରେ ବିଜେପିରେ ସାମିଲ ହେବା ନେଇ ବିଜେପି ସେଣ୍ଟ୍ରାଲ ମିଡିଆ ପକ୍ଷରୁ ସୂଚନା ଦିଆଯାଇଛି। ଚର୍ଚ୍ଚା ହେଉଛି ଆଜି ବିଜେପିରେ ଯୋଗଦେଇପାରନ୍ତି ଓଲିଉଡ୍ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର।
ନିର୍ବାଚନ ଲଢିବେନି ଦେଶର ଅର୍ଥମନ୍ତ୍ରୀ । କାରଣ ନିର୍ବାଚନ ଲଢିବାକୁ ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ । ଟଙ୍କା ନଥିବା ଯୋଗୁଁ ବିଜେପିର ଟିକେଟ୍ ନେବାକୁ ମନା କରିଦେଇଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ ।
କେନ୍ଦ୍ରାପଡ଼ା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ଭାବେ ଘୋଷଣା ପରେ ଦିଲ୍ଲୀ ହଜଖାସ୍ରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ତାସହ ମହାପ୍ରଭୁଙ୍କୁ ଆଶୀର୍ବାଦ ନେଇଛନ୍ତି।
ଢେର୍ ଦିନ ଧରି ଶ୍ରୀମୟୀଙ୍କୁ ପ୍ରୋଜେକ୍ଟ କରି ହଠାତ୍ କାହିଁକି ପ୍ରାର୍ଥୀ ପରିବର୍ତ୍ତନ କଲା ବିଜେଡି ତାକୁ ନେଇ ବି ପ୍ରଶ୍ନ ଉଠିଛି। ଯାହାକୁ ନେଇ କଟାକ୍ଷ କରି ଅପରାଜିତା କହିଛନ୍ତି ଜୋ ଡର ଗୟା, ୱୋ ମର ଗୟା।
ଭୁବନେଶ୍ୱରରୁ ଅପରାଜିତାଙ୍କ ବିରୋଧରେ ସୁର ରାଉତରାୟଙ୍କ ପୁଅଙ୍କୁ ମଇଦାନକୁ ଓହ୍ଲାଇଲା ବିଜେଡି। ଆଜି ଦଳରେ ମିଶିବାର କିଛି ସମୟ ପରେ ବିଜେଡି ତାଙ୍କୁ ଟିକେଟ ଦେଇଛି। ତେବେ କଣ ହେବ ସମୀକରଣ, ତାକୁ ନେଇ ଚର୍ଚ୍ଚା।
ବିଜେପି ପରେ ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା। ପ୍ରଥମ ପର୍ଯ୍ୟାୟରେ ପଦ୍ମ ଦଳ ୧୮ ଯୋଦ୍ଧାଙ୍କୁ ମୈଦାନକୁ ଛାଡ଼ିଥିଲା। ଆଜି ଶଙ୍ଖଦଳ ପ୍ରଥମ ତାଲିକାରେ ଘୋଷଣା କରିଛି ୧୫ ଏମପି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।
ଲୋକସଭା ପାଇଁ ଆଜି ଘୋଷିତ ୧୫ଟି ଆସନରୁ ୪ଟିକୁ ଛାଡ଼ି ସବୁଠି ପ୍ରାର୍ଥୀ ବଦଳାଇଛି ବିଜେଡି। କେନ୍ଦ୍ରାପଡ଼ାରେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କୁ ଟକ୍କର ଦେବାକୁ ଅଂଶୁମାନ ମହାନ୍ତିଙ୍କୁ ଟିକେଟ୍ ଦେଇଥିଲା ବେଳେ ସମ୍ବଲପୁର ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ବିରୋଧରେ ପ୍ରଣବ ପ୍ରକାଶ ଦାସଙ୍କୁ ମୈଦାନ୍କୁ ଛା଼ଡ଼ିଛି।
ଭୁଶୁଡୁଛି ବିଜେଡିର ଗଞ୍ଜାମ ଗଡ଼ । ପ୍ରଦୀପ ପାଣିଗ୍ରାହୀ ସାଜିଛନ୍ତି ପୁରୋଧା ।
ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। କେତେକ ନେତାଙ୍କ ପାଇଁ ଅବସର ହୋଲି। ତେଣୁ ରାଜନୀତିରେ ରଙ୍ଗ ଲାଗିବାର ଥିଲା। ଆଉ ଲାଗିଲା ବି।
ମୁଣ୍ଡ ଉପରେ ସାଧାରଣ ନିର୍ବାଚନ। କେତେକ ନେତାଙ୍କ ପାଇଁ ଅବସର ହୋଲି। ତେଣୁ ରାଜନୀତିରେ ରଙ୍ଗ ଲାଗିବାର ଥିଲା। ଆଉ ଲାଗିଲା ବି।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଇସ୍ତଫା ଦାବି । ବିକ୍ଷୋଭ ବେଳେ ପୋଲିସ ସହ ଧସ୍ତାଧସ୍ତି ।
'ବିଜେଡି ତିଆରି ବେଳେ ଦଳରେ ଏକକ ନେତୃତ୍ୱ ନଥିଲା' । 'ପିଏସି ଜରିଆରେ ସବୁ କିଛି ନିର୍ଣ୍ଣୟ ନିଆଯାଉଥିଲା' ।
ଆଦର୍ଶ ଆଚରଣ ବିଧି ଲାଗୁ ହେବା ପରେ ବେଆଇନ ଭାବେ ମଦ ଦୋକାନ ଲାଇସେନ୍ସ ଦିଆ ନ ଯାଉ । ବିଜେଡି ଏଥିରୁ ନିବୃତ୍ତ ରହୁ ।
ପ୍ରତିଦିନ ବିଜେଡି ଗୋଷ୍ଠୀ କନ୍ଦଳର ଚିତ୍ର ସାମନାକୁ ଆସୁଛି । ସବୁଠି ସିଟିଂ MLAଙ୍କ ବିରୋଧରେ ତୀବ୍ର ହେଉଛି ଅସନ୍ତୋଷ ।
୧୮ ସାଂସଦ ପ୍ରାର୍ଥୀଙ୍କ ତାଲିକାରେ ଅଛନ୍ତି ବଡ଼ ଚେହେରା । ମଇଦାନକୁ ଓହ୍ଲାଇବେ ବୈଜୟନ୍ତ, ଧର୍ମେନ୍ଦ୍ର, ସମ୍ବିତ ଓ ଅପରାଜିତା।
୧୮ ସାଂସଦ ପ୍ରାର୍ଥୀଙ୍କ ତାଲିକାରେ ଅଛନ୍ତି ବଡ଼ ଚେହେରା । ମଇଦାନକୁ ଓହ୍ଲାଇବେ ବୈଜୟନ୍ତ, ଧର୍ମେନ୍ଦ୍ର, ସମ୍ବିତ ଓ ଅପରାଜିତା।
ଭୁବନେଶ୍ୱର ଲୋକସଭା ଆସନରୁ ପୁଣି ବିଜେପି ଟିକେଟରେ ଲଢିବେ ଅପରାଜିତା ଷଡ଼ଙ୍ଗୀ । ଦଳୀୟ ଟିକଟ୍ ପାଇବା ପରେ ଅପରାଜିତା କେନ୍ଦ୍ର ଓ ରାଜ୍ୟ ନେତୃତ୍ୱ ସହ ଭୁବନେଶ୍ୱରବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି ।
ଗତଥର କନ୍ଧମାଳରୁ ଲଢ଼ିଥିଲେ, ହେଲେ ଏଥର ବାଲେଶ୍ୱରରୁ ଲଢ଼ିବାକୁ ବିଜେପି ନେତୃବୃନ୍ଦଙ୍କୁ କହିଥିଲେ ବି ତାଙ୍କୁ ଟିକଟ୍ ମିଳିନଥିବାରୁ ସେ ସ୍ୱାଧୀନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି।
ପ୍ରାର୍ଥୀତ୍ୱ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।
ଗତ ଥର ପ୍ରାର୍ଥୀ ହୋଇଥିବା ୫ ବିଜେପି ନେତାଙ୍କୁ ଏଥର ମିଳିନି ଟିକେଟ୍। ବର୍ତ୍ତମାନର ୪ ସାଂସଦ ଓ ଜଣେ କେନ୍ଦ୍ରମନ୍ତ୍ରୀ ପ୍ରାର୍ଥୀ ତାଲିକାରୁ ବାଦ୍ ପଡ଼ିଛନ୍ତି।
ରାଜନୈତିକ ଦଳଙ୍କ ଟାର୍ଗେଟରେ ଯୁବ ଭୋଟର୍ । ଆସନ୍ତା ନିର୍ବାଚନରେ ପ୍ରାୟ ୮ ଲକ୍ଷ ଯୁବ ଭୋଟର୍ ପ୍ରଥମ ଥର ଲାଗି ଭୋଟ୍ ଦେବେ। ଏହି ନୂଆ ଭୋଟରମାନଙ୍କୁ ନିଜ ଆଡକୁ ଆକର୍ଷିତ କରିବା ଲାଗି ସବୁ ଦଳ ଚଳାଇଛନ୍ତି କସରତ ।
ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି । ଆଜି ପ୍ରକାଶ ପାଇଥିବା ତାଲିକାରେ ବିଜେପି ୧୧୧ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି । ଓଡ଼ିଶାର ୧୮ ଜଣ ପ୍ରାର୍ଥୀଙ୍କ ନାଁ ମଧ୍ୟ ରହିଛି...
ଭୁବନେଶ୍ୱରରୁ ପୁଣି ଥରେ ରିପିଟ୍ ହୋଇଛନ୍ତି ଅପରାଜିତା ଷଡ଼ଙ୍ଗୀ । ସେହିପରି ପୁରୀରୁ ପ୍ରାର୍ଥୀ ହେବେ ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ।
ପଶ୍ଚିମ ଓଡ଼ିଶାର ପ୍ରମୁଖ ଆସନ ସମ୍ବଲପୁର ହେଉ କି ବିଜେପିର ଅଭେଦ୍ୟ ଗଡ଼ ସୁନ୍ଦରଗଡ଼ । ଏ ଦୁଇ ଲୋକସଭା କ୍ଷେତ୍ରରେ ଶଙ୍ଖ ବଜାଇବାକୁ ନୂଆ ଗେମ ପ୍ଲାନରେ ଲାଗିଛି ବିଜେଡି ।
ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପଞ୍ଚମ ପର୍ଯ୍ୟାୟ ତାଲିକାରେ ଓଡ଼ିଶା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ୧୮ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି ।