ଆଜି ପଦ୍ମ ଧରିଲେ ପ୍ରେମାନନ୍ଦ, ରାଜୁ ଦାସ ଓ ନରେନ ପଲେଇ । ଶଙ୍ଖ ଶିବିର ଛାଡ଼ି ନେତାଙ୍କ ପଦ୍ମ ପୋଖରୀ ମୁହାଁ ଟ୍ରେଣ୍ଡ ଜାରି ।
ଏହି କାର୍ଯ୍ୟକ୍ରମରେ ଏକ ଲକ୍ଷରୁ ଅଧିକ ମହିଳା କର୍ମୀ ଯୋଗ ଦେବେ। ଏହି ସମାବେଶ ପ୍ରସ୍ତୁତିର ତଦାରଖ କରିବାକୁ କୋଲକାତାରେ ପହଞ୍ଚିଛନ୍ତି ବୈଜୟନ୍ତ ପଣ୍ଡା।
ସମ୍ବିତ କହିଛନ୍ତି, ନିର୍ବାଚନ ଆସିଲେ କିଛି ଲୋକେ ଏପରି ଅସନ୍ତୋଷ ପ୍ରକାଶ କରନ୍ତି। କିଛି ଅସୁବିଧା ନାହିଁ। ବିଜେଡିରେ ନିଜ ମନକଥା କହିବାର ସ୍ୱାଧୀନତା ଅଛି ।
ଦେଶର ପ୍ରତ୍ୟେକଟି ଗରିବ ପରିବାର ହେଉଛି ‘ମୋ ପରିବାର’। ଏପରିକି ମେରା ଭାରତ’ ‘ମେରା ପରିବାର’ ବୋଲି କହି କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ।
ଗତକାଲି ଲାଲୁ ଯାଦବଙ୍କ ଏହି ଆକ୍ଷେପ ପରେ ଜବାବ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶର ୧୪୦ କୋଟି ଜନତା ମୋ ପରିବାର ବୋଲି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।
୪୦ ବର୍ଷ ଦେଶ ସେବା କରିଛି । ଏବେ ଲୋକଙ୍କ ସେବା କରିବାକୁ ବିଜେପିରେ ଯୋଗଦେଇଛି । ପଦ୍ମ ଧରିବା ପରେ ଏହା କହିଛନ୍ତି ପୂର୍ବତନ ଓଡ଼ିଆ ବାୟୁସେନା ଅଧିକାରୀ ତଥା କାର୍ଗିଲ ଯୁଦ୍ଧ ହିରୋ ଏୟାର ମାର୍ଶଲ ଦିଲୀପ କୁମାର ପଟ୍ଟନାୟକ ।
ଆଜି ବିଜେପିରେ ମିଶିବେ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ।ବ୍ୟକ୍ତିଗତ କାରଣ ଦର୍ଶାଇ ଗତକାଲି କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।
୨୪ ଲଢ଼େଇ ପାଇଁ BJPର ବଡ଼ ଗୋଟି ଚାଳନା । ପ୍ରାୟ ୩୫% ଲୋକସଭା ସିଟରେ ଆଗୁଆ ପ୍ରାର୍ଥୀ ଘୋଷଣା । ୫୦ ପ୍ରତିଶତ ଯୁବ ଓ ମହିଳା ପ୍ରାର୍ଥୀଙ୍କୁ ମିଳିଛି ଟିକେଟ୍ ।
ଫାଳ ଫାଳ ବିଜେଡି କ୍ୟାମ୍ପ। ରାଜଧାନୀରୁ ପାରାଦୀପ। ସବୁଠି ବିଧାୟକଙ୍କ ବିରୋଧରେ ଆଶାୟୀଙ୍କ ବିଦ୍ରୋହ। ବିଜେଡି ଅସନ୍ତୁଷ୍ଟ ଏବେ ବିଜେପି ମୁହାଁ।
ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଂଜାମରେ ଶକ୍ତିହୀନ ହେଉଛି କି ବିଜେଡି ? ଗୋଟିଏ ପଟେ ଅଧିକାଂଶ ନିର୍ବାଚନ ମଣ୍ଡଳୀରେ ଛାମୁଆ ନେତା ଓ କର୍ମୀଙ୍କ ଅସନ୍ତୋଷ ଓ ଗୋଷ୍ଠୀ କନ୍ଦଳ ସୀମା ଡେଇଁଲାଣି।
ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଂଜାମରେ ଶକ୍ତିହୀନ ହେଉଛି କି ବିଜେଡି ? ଗୋଟିଏ ପଟେ ଅଧିକାଂଶ ନିର୍ବାଚନ ମଣ୍ଡଳୀରେ ଛାମୁଆ ନେତା ଓ କର୍ମୀଙ୍କ ଅସନ୍ତୋଷ ଓ ଗୋଷ୍ଠୀ କନ୍ଦଳ ସୀମା ଡେଇଁଲାଣି ତ ଅନ୍ୟପଟେ ଜାରି ରହିଛି ଟାଣୁଆ ଚେହେରାଙ୍କ ଦଳତ୍ୟାଗ । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପରେ ଆଜି ଦିଗପହଣ୍ଡି ଅଂଚଳରେ ଦବଦବା ରଖୁଥିବା ଟାଣୁଆ ନେତା ତଥା ପୂର୍ବତନ ବିଜେଡି ନେତା ବିପିନ୍ ପ୍ରଧାନ ବି ଧରିଛନ୍ତି ପଦ୍ମ ।
Lok Sabha Elections 2024: ୨୪ ଲଢ଼େଇ ପାଇଁ BJPର ବଡ଼ ଗୋଟି ଚାଳନା । ପ୍ରାୟ ୩୫% ଲୋକସଭା ସିଟରେ ଆଗୁଆ ପ୍ରାର୍ଥୀ ଘୋଷଣା । ୫୦ ପ୍ରତିଶତ ଯୁବ ଓ ମହିଳା ପ୍ରାର୍ଥୀଙ୍କୁ ମିଳିଛି ଟିକେଟ୍ ।
ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ଦଳରେ ସାମିଲ୍ ହେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି।
ଭଟଲି..ବରଗଡ ଜିଲ୍ଲାର ଏକ ଚର୍ଚ୍ଚିତ ନିର୍ବାଚନ ମଣ୍ଡଳୀ। ରାଜନୈତିକ ମାନଚିତ୍ରରେ ବିଜେଡିର ଫୋକସଡ ଏରିଆ।
ନିର୍ବାଚନ ପୂର୍ବରୁ ବିଜେଡିକୁ ପୁଣି ଝଟକା। ଦଳ ଛାଡ଼ିଲେ ଆଉ ଜଣେ ନେତା। ମାଲକାନଗିରିର ପୂର୍ବତନ ବିଧାୟକ ମୁକୁନ୍ଦ ସୋଡ଼ି ଶଙ୍ଖକୁ ବାଏ ବାଏ କରିଛନ୍ତି।
ଶଙ୍ଖ କ୍ୟାଂପ ଛାଡ଼ି ପଦ୍ମ ପୋଖରୀକୁ ନେତାଙ୍କ ଡିଆଁ ଜାରି ରହିଛି । ଆଜି ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇ କାଲି ବିଜେପିରେ ମିଶିବେ ବୋଲି କହିଛନ୍ତି । ସେହିପରି ୪ ତାରିଖରେ ପଦ୍ମ ଧରିବେ ଧାମନଗରରେ ବିଜେଡିକୁ ପାନେ ଦେଇଥିବା ବିଦ୍ରୋହୀ ନେତା ରାଜୁ ଦାସ ।
ମେଣ୍ଟ ହେଉନି, ବିଜେଡି ହିଁ ମେଣ୍ଟ ଚର୍ଚ୍ଚାକୁ ଆଗକୁ ବଢାଉଛି । ଏମିତି ପ୍ରତିକ୍ରିୟା ରଖିଛନ୍ତି ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର । ଗତକାଲି ଦିଲ୍ଲୀରୁ ଫେରିବା ପରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କରିଥିଲେ ରାଜ୍ୟ ସଭାପତି ମନମୋହନ ସାମଲ । ଆଉ ଆଜି ଖୋଦ ନିର୍ବାଚନ ପ୍ରଭାରୀଙ୍କ ଏହି ମନ୍ତବ୍ୟ ପରେ ଚର୍ଚ୍ଚାରେ ଲାଗିଛି ଫୁଲ୍ ଷ୍ଟପ ।
ବାଂଶୁରୀ ସ୍ୱରାଜ ୧୯୮୨ ମସିହାରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ବାଂଶୁରୀ ହେଉଛନ୍ତି ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସ୍ୱଗର୍ତ ସୁଷମା ସ୍ୱରାଜଙ୍କ ଝିଅ।
ଆଜି ଘୋଷଣା ହୋଇଥିବା ୧୯୫ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ଓଡ଼ିଶାରୁ କାହାରି ବି ନାଁ ନାହିଁ।
ମେଣ୍ଟ ହେଉନି, ବିଜେଡି ହିଁ ମେଣ୍ଟ ଚର୍ଚ୍ଚାକୁ ଆଗକୁ ବଢାଉଛି । ଏମିତି ପ୍ରତିକ୍ରିୟା ରଖିଛନ୍ତି ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର । ଗତକାଲି ଦିଲ୍ଲୀରୁ ଫେରିବା ପରେ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କରିଥିଲେ ରାଜ୍ୟ ସଭାପତି ମନମୋହନ ସାମଲ ।
ଛିଡୁଛି ବିଜେଡି, ବଢୁଛି ବିଜେପି । ଶଙ୍ଖ କ୍ୟାଂପ ଛାଡ଼ି ପଦ୍ମ ପୋଖରୀକୁ ନେତାଙ୍କ ଡିଆଁ ଜାରି ରହିଛି । ଆଜି ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇ କାଲି ବିଜେପିରେ ମିଶିବେ ବୋଲି କହିଛନ୍ତି ।
ବାରଣାସୀରୁ ପୁଣି ଥରେ ଲଢ଼ିବେ ପ୍ରଧାନମନ୍ତ୍ରୀ ନରେନ୍ଦର ମୋଦି। ବିଜେପି ମୁଖ୍ୟାଳୟରେ ପ୍ରେସମିଟରେ ଏନେଇ ଘୋଷଣା କରାଯାଇଛି।
ଗତ କିଛି ଦିନ ଧରି ରାଜୁ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା। ତେବେ ଏଥିରେ ସେ ବିରାମ୍ ଲଗାଇ ବିଜେପିରେ ସାମିଲ ହେବା ନେଇ ସ୍ପଷ୍ଟ କରିଛନ୍ତି।
ମୈଦାନରେ ହେବ ଚୌକା ଓ ଛକାର ବର୍ଷା। କ୍ରିକେଟ ମୈଦାନରେ ନୁହେଁ, ରାଜନୀତି ମୈଦାନରେ। କାରଣ ରାଜନୀତିକୁ ଓହ୍ଲାଇପାରନ୍ତି କ୍ରିକେଟର ଯୁବରାଜ ସିଂ।
ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି ।