ବିଜେଡି-ବିଜେପି ମେଣ୍ଟ ହେବା ଏକ ପ୍ରକାର ଥୟ । ଭୁବନେଶ୍ୱରରେ ବିଜେଡିର ଓ ଦିଲ୍ଲୀରେ ବିଜେପିର ମାରାଥନ ମିଟିଂ ପରେ ଆପାତତଃ ଏହା ଚୂଡ଼ାନ୍ତ ହୋଇଥିବା ଜଣାପଡ଼ିଛି ।
ଏନଡିଏର ନୂଆ ସଦସ୍ୟ ହୋଇପାରେ ବିଜେଡି। ଯଦି ଶଙ୍ଖ ଘର ବାହୁଡ଼ା କରେ, ଏନଡିଏ ଆହୁରି ଶକ୍ତିଶାଳୀ ହେବବ। ବର୍ତ୍ତମାନ ଦେଶର ୬ଟି ରାଜ୍ୟରେ ବିଜେପି ଏକାକୀ ଶାସନ କରୁଥିବା ବେଳେ ୧୧ଟି ରାଜ୍ୟ ଓ ପୁଡୁଚେରୀରେ ଅଂଶୀଦାର ଭାବେ ମେଣ୍ଟ ସରକାରର ଭାଗୁଆଳି ଅଛି। ଅର୍ଥାତ ୧୭ଟି ରାଜ୍ୟରେ କ୍ଷମତାରେ ଅଛି ବିଜେପି।
ପ୍ରଧାନମନ୍ତ୍ରୀ ଓଡ଼ିଶା ଛାଡିବାର ପରଦିନ ହିଁ, ଆଜି ନବୀନ ନିବାସରେ ବିଜେଡିର ରୁଦ୍ଧଦ୍ବାର ବୈଠକ. ଆଉ ସେପଟେ ବିଜେପି ରାଜ୍ୟ ନେତୃତ୍ବଙ୍କୁ ଦିଲ୍ଲୀ ଡାକରା। ବଢିଲା ଚର୍ଚ୍ଚା। ଏକାଠି ହେଉଛନ୍ତି କି ବିଜେପି- ବିଜେଡି।
୧୯୯୮ରୁ ୨୦୦୯। ବିଜେପି- ବିଜେଡି ମେଣ୍ଟ କରି ଲଢ଼ିଛନ୍ତି ୩ଟି ଲୋକସଭା ଓ ୨ ଟି ବିଧାନସଭା ନିର୍ବାଚନ। ୪:୩ ଅନୁପାତରେ ଆସନ ବୁଝାମଣା କରି ଉଭୟ ଦଳ କେନ୍ଦ୍ର ଓ ରାଜ୍ୟରେ କ୍ଷମତାର ସ୍ବାଦ ବି ଚାଖିଛନ୍ତି। ତେବେ ୨୦୦୮ ମସିହାରେ ଦୁଇ ଦଳଙ୍କ ମଧ୍ୟରେ କାହିଁକି ସଂପର୍କ ତିକ୍ତ ହେଲା ଏବଂ ୧୫ ବର୍ଷର ବ୍ୟବଧାନ ପରେ ପୁଣି ଏକାଠି
ବିଜେପି ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଓ ଉତ୍ତରପ୍ରଦେଶ ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଆଜି ଲକ୍ଷ୍ନୌ ଗସ୍ତରେ ଯାଉଛନ୍ତି।
ବିଜେପି- ବିଜେଡି ଭିତରେ ମେଣ୍ଟ ନୂଆ ନୁହେଁ କି ଅସମ୍ଭବ ବି ନୁହେଁ। ୧୯୯୮ରୁ ୨୦୦୯ ଦୁଇ ଦଳ ଏକାଠି ଥିଲେ, ମିଳିମିଶି କ୍ଷମତା ମହୁକୁ ବି ଚାଖୁଥିଲେ।
ବଢୁଛି ଏନଡିଏର କଳେବର । ମୋଦିଙ୍କ ମିଶନ ଅବ୍ କି ବାର୍ ଚାର୍ ସୋ ପାର୍ କୁ ପୂରଣ କରିବା ପାଇଁ ବିଜେପିର ବଡ଼ ଷ୍ଟ୍ରାଟେଜି ।
୧୫ ବର୍ଷ ପରେ ପୁଣି ଏକ୍ ହେବାକୁ ଯାଉଛନ୍ତି କି ବିଜେଡି-ବିଜେପି ? ଏନଡିଏକୁ ଫେରିବ କି ବିଜେଡି? ଦୁଇ ରାଜଧାନୀ ଭୁବନେଶ୍ୱର ଓ ଦିଲ୍ଲୀରେ ଦୁଇ ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକକୁ ନେଇ ବଢିଲା ଚର୍ଚ୍ଚା।
ଏକାଠି ହେଉଛନ୍ତି କି ବିଜେପି- ବିଜେଡି। କଣ NDAକୁ ବାହୁଡିବେ କି ନବୀନ?
୧୫ ବର୍ଷ ତଳେ BJD ସହ ମେଣ୍ଟ ଭାଙ୍ଗିଥିଲା ବିଜୁ ଜନତା ଦଳ । ୨୦୦୯ ମସିହା ମାର୍ଚ୍ଚ ୯ ତାରିଖରେ ମେଣ୍ଟ ଭାଙ୍ଗିଯାଇଥିବାବେଳେ ପୂର୍ବରୁ ଉଭୟ ଦଳ ୨ଥର ମିଳିତ ସରକାର ଗଢ଼ିଥିଲେ । ୨୦୦୦ ଓ ୨୦୦୪ରେ ମିଳିତ ଭାବେ ସରକାର କରିଥିଲେ BJD-BJP ।
ହେଇଯିବ କି ମେଣ୍ଟ ? ବିଜେପି ବିଜେଡି ଭିତରେ ପୁଣି ଥରେ ମେଣ୍ଟ ହେବ କି ? ୧୫ ବର୍ଷ ପରେ ପୁଣି ଏକାଠି ହେବେ କି ବିଜେପି-ବିଜେଡି ?
ଅଭୂତପୂର୍ବ ଜନ ସମାବେଶ..ଅଭିଭୂତ ମୋଦି। ସମୟ ପାଖାପାଖି ୩ଟା ୫୦। ଏକ ସୁସଜ୍ଜିତ ଖୋଲା ଜିପରେ ଚଣ୍ଡିଖୋଲର ବିଶାଳ ଗ୍ୟାରେଣ୍ଟି ସମାବେଶକୁ ଆସିଲେ ପ୍ରଧାନମନ୍ତ୍ରୀ ମୋଦି।
ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।
‘ମୋଦିଙ୍କ ପରିବାର’ ମନ୍ତବ୍ୟକୁ ନେଇ ତେଜିଲା ରାଜନୀତି । ୧୪୦ କୋଟି ଦେଶବାସୀଙ୍କୁ ପରିବାର କହିଲେ ମୋଦି। ‘ଦେଶର ୧୪୦ କୋଟି ଜନତା ମୋ ପରିବାର’। ‘ଦେଶବାସୀ ମୋ ଘର, ମୋ ମାଆ, ମୋ ଝିଅ’
ଟିକେଟ୍ ପାଇଁ ନବୀନ ନିବାସରେ ନେତାଙ୍କ ହାଉଜାଉ। ପଦ୍ମ କ୍ୟାମ୍ପରେ ମିଶିବାକୁ ବି ବିଦ୍ରୋହୀ ଓ ଅସନ୍ତୁଷ୍ଟଙ୍କ ଗହଳି। ଆଜି ପଦ୍ମ ଧରିଲେ ପ୍ରେମାନନ୍ଦ, ରାଜୁ ଦାସ ଓ ନରେନ ପଲେଇ। ଶଙ୍ଖ ଶିବିର ଛାଡ଼ି ନେତାଙ୍କ ପଦ୍ମ ପୋଖରୀ ମୁହାଁ ଟ୍ରେଣ୍ଡ ଜାରି ।
୧୪୦ କୋଟି ଦେଶବାସୀଙ୍କୁ ପରିବାର କହିଲେ ମୋଦି । ‘ଦେଶର ୧୪୦ କୋଟି ଜନତା ମୋ ପରିବାର’ ।
ଆଜି ପଦ୍ମ ଧରିଲେ ପ୍ରେମାନନ୍ଦ, ରାଜୁ ଦାସ ଓ ନରେନ ପଲେଇ । ଶଙ୍ଖ ଶିବିର ଛାଡ଼ି ନେତାଙ୍କ ପଦ୍ମ ପୋଖରୀ ମୁହାଁ ଟ୍ରେଣ୍ଡ ଜାରି ।
ଏହି କାର୍ଯ୍ୟକ୍ରମରେ ଏକ ଲକ୍ଷରୁ ଅଧିକ ମହିଳା କର୍ମୀ ଯୋଗ ଦେବେ। ଏହି ସମାବେଶ ପ୍ରସ୍ତୁତିର ତଦାରଖ କରିବାକୁ କୋଲକାତାରେ ପହଞ୍ଚିଛନ୍ତି ବୈଜୟନ୍ତ ପଣ୍ଡା।
ସମ୍ବିତ କହିଛନ୍ତି, ନିର୍ବାଚନ ଆସିଲେ କିଛି ଲୋକେ ଏପରି ଅସନ୍ତୋଷ ପ୍ରକାଶ କରନ୍ତି। କିଛି ଅସୁବିଧା ନାହିଁ। ବିଜେଡିରେ ନିଜ ମନକଥା କହିବାର ସ୍ୱାଧୀନତା ଅଛି ।
ଦେଶର ପ୍ରତ୍ୟେକଟି ଗରିବ ପରିବାର ହେଉଛି ‘ମୋ ପରିବାର’। ଏପରିକି ମେରା ଭାରତ’ ‘ମେରା ପରିବାର’ ବୋଲି କହି କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ।
ଗତକାଲି ଲାଲୁ ଯାଦବଙ୍କ ଏହି ଆକ୍ଷେପ ପରେ ଜବାବ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶର ୧୪୦ କୋଟି ଜନତା ମୋ ପରିବାର ବୋଲି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ।
୪୦ ବର୍ଷ ଦେଶ ସେବା କରିଛି । ଏବେ ଲୋକଙ୍କ ସେବା କରିବାକୁ ବିଜେପିରେ ଯୋଗଦେଇଛି । ପଦ୍ମ ଧରିବା ପରେ ଏହା କହିଛନ୍ତି ପୂର୍ବତନ ଓଡ଼ିଆ ବାୟୁସେନା ଅଧିକାରୀ ତଥା କାର୍ଗିଲ ଯୁଦ୍ଧ ହିରୋ ଏୟାର ମାର୍ଶଲ ଦିଲୀପ କୁମାର ପଟ୍ଟନାୟକ ।
ଆଜି ବିଜେପିରେ ମିଶିବେ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ।ବ୍ୟକ୍ତିଗତ କାରଣ ଦର୍ଶାଇ ଗତକାଲି କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।
୨୪ ଲଢ଼େଇ ପାଇଁ BJPର ବଡ଼ ଗୋଟି ଚାଳନା । ପ୍ରାୟ ୩୫% ଲୋକସଭା ସିଟରେ ଆଗୁଆ ପ୍ରାର୍ଥୀ ଘୋଷଣା । ୫୦ ପ୍ରତିଶତ ଯୁବ ଓ ମହିଳା ପ୍ରାର୍ଥୀଙ୍କୁ ମିଳିଛି ଟିକେଟ୍ ।
ଫାଳ ଫାଳ ବିଜେଡି କ୍ୟାମ୍ପ। ରାଜଧାନୀରୁ ପାରାଦୀପ। ସବୁଠି ବିଧାୟକଙ୍କ ବିରୋଧରେ ଆଶାୟୀଙ୍କ ବିଦ୍ରୋହ। ବିଜେଡି ଅସନ୍ତୁଷ୍ଟ ଏବେ ବିଜେପି ମୁହାଁ।