ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା ଆଜି ପୋଖରୀପୁଟରେ ବିଶାଳ ମହିଳା ସମାବେଶ କରିଛନ୍ତି । ଯେଉଁଥିରେ ଭୁବନେଶ୍ୱର ମେୟର ଓ ମଧ୍ୟ ବିଧାୟକ ପ୍ରମୁଖ ଯୋଗ ଦେଇଥିଲେ ।
ନିର୍ବାଚନ ଯେତେ ପାଖଉଛି ଶଙ୍ଖ ଛାଡ଼ୁଛନ୍ତି ଅସନ୍ତୋଷ ନେତା । ଦେବାଶିଷ ଦଳ ବିରୋଧରେ ସେପରି କିଛି ଆପତ୍ତି ଜନକ ମନ୍ତବ୍ୟ ନଦେଇଥିଲେ ମଧ୍ୟ ତାଙ୍କ ଇସ୍ତଫା BJD ଉପରେ ଭାରି ପଡ଼ିବ ବୋଲି କୁହାଯାଉଛି ।
ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଖଣ୍ଡୋକଟାଠାରେ ଆୟୋଜିତ ୩୧ ତମ ବିରାଟ ଧନୁଯାତ୍ରାର ଉଦଯାପନୀ ଦିବସରେ ଏଭଳି କହିଛନ୍ତି ରବି ନାରାୟଣ ନାୟକ ।
ସଂସଦର ବଜେଟ୍ ଅଧିବେଶନରେ ସଂସଦ ଗୃହର କ୍ୟାଣ୍ଟିନରେ ମଧ୍ୟାହ୍ନ ଭୋଜନ କରିଥିବା ୯ ସାଂସଦଙ୍କ ମଧ୍ୟରେ ରିତେଶ ପାଣ୍ଡେ ମଧ୍ୟ ଥିଲେ।
ଆସନ୍ତା ୨୯ ତାରିଖ ଗୁରୁବାର ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିବ। ଆଉ ଏହି ବୈଠକ ପରେ ଦଳ ପ୍ରଥମ ପର୍ଯ୍ୟାୟରେ ୧୦୦ ଜଣିଆ ତାଲିକା ଘୋଷଣା କରିପାରେ ।
୭୦ ପ୍ରତିଶତ ଘରେ ବିଶୁଦ୍ଧ ପାନୀୟ ଜଳ । ଅଯୋଧ୍ୟାରେ ତିଆରି ହୋଇଛି ରାମ ମନ୍ଦିର ।
ଏତେ ମାତ୍ରାର ଫରକକୁ ନେଇ ଦ୍ୱନ୍ଦ୍ୱରେ ମତଦାତା । ରାଜନୈତିକ ସମୀକ୍ଷକ କହିଲେ, ଭୋଟ୍ ପୂର୍ବରୁ ହଟଚମଟ ଚାଲ୍ ।
ଓଡ଼ିଶା ଚାଷୀଙ୍କ ଆର୍ଥିକ ସ୍ଥିତିକୁ ନେଇ ଚିନ୍ତାଜନକ ତଥ୍ୟ । ଜାତୀୟ ପରିସଂଖ୍ୟାନ ସଂସ୍ଥା ରିପୋର୍ଟରେ ଚିନ୍ତାଜନକ ତଥ୍ୟ ।
ହଜାର ହଜାର ସମର୍ଥକ, ବିଶାଳ ପଟୁଆର। ବିଜେପିରେ ଯୋଗ ଦେଉ ଦେଉ ବିଜେଡିର ଗଞ୍ଜାମ ଗଡ଼ରେ ପାୱାର ଶୋ‘ କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ।
ନବରଙ୍ଗପୁର, ବ୍ରହ୍ମପୁର, ବାରିପଦା... ସବୁଠି ରାଜନାଥଙ୍କ ସେଇ ଗୋଟିଏ ହୁଂକାର... ଗୋଟିଏ ଦମ୍ଭୋକ୍ତି... 'ଓଡ଼ିଶାରେ ଏଥର ବନିବ ଡବଲ୍ ଇଞ୍ଜିନ ସରକାର'।
କେହି କେବେ ଭାବିଥିଲେ କି ଜଣେ ଆଦିବାସୀ ଭଉଣୀ ଦେଶରେ ରାଷ୍ଟ୍ରପତି ହେବେ । ଏମିତି ଜଣେ ପ୍ରଧାନମନ୍ତ୍ରୀ ଆସିବେ ଆଉ ଆଦିବାସୀ ଭଉଣୀକୁ ରାଷ୍ଟ୍ରପତି କରିବେ।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଖୁବଶୀଘ୍ର ଯୁବରାଜ ସିଂ ବିଜେପିରେ ଯୋଗ ଦେଇପାରନ୍ତି।
ଏଥର ୪ ଶହରୁ ଅଧିକ ସିଟ୍ ହାସଲ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ଲକ୍ଷ୍ୟକୁ ପୂରଣ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି ରାଜନାଥ କହିଛନ୍ତି।
ଗଞ୍ଜାମର ଲୋକ ଭାଷାରେ ‘ଲେଖା ଛିଡ଼େଇ ଦେବା’ ବୋଲି କହି କର୍ମୀଙ୍କ ଉତ୍ସାହ ବଢ଼ାଇଛନ୍ତି।
ରାଜନାଥ କହିଛନ୍ତି ଯେ, ସେତେବେଳେ ଆତଙ୍କବାଦ, ନକ୍ସଲବାଦ ଓ ଆତଙ୍କ ସବୁବେଳେ ଲାଗି ରହିଥିଲା । ଆଜି ଆତଙ୍କବାଦ କେଉଁଠି ରହିଛି, ଆପଣମାନେ ଜାଣିଛନ୍ତି । ପୁଲୱାମା ଘଟଣା ପରେ ମୁହଁତୋଡ଼ ଜବାବ ଦିଆଯାଇଛି ।
ରୋଚକ ମୋଡ଼ରେ ଗଞ୍ଜାମ ରାଜନୀତି। କାହିଁକି ନା ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁରର ତିନି ଥରର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପଦ୍ମ ଶିବିରରେ ସାମିଲ ହେଉ ହେଉ ସରକାରଙ୍କ ଉପରେ ଧୁମ୍ ବର୍ଷିଛନ୍ତି ପ୍ରଦୀପ।
ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁରର ତିନି ଥରର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପଦ୍ମ ଶିବିରରେ ସାମିଲ ହେଉ ହେଉ ସରକାରଙ୍କ ଉପରେ ଧୁମ୍ ବର୍ଷିଛନ୍ତି ପ୍ରଦୀପ।
ନବରଙ୍ଗପୁର ଜିଲ୍ଲାର ଝରୀଗାଁ ବିଧାନସଭା ନିର୍ବାଚନମଣ୍ଡଳୀ । ଉପାନ୍ତ, ସୀମାନ୍ତ ଆଉ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହେଲେ ବି ଏଠି ରାଜନୀତିର ଗୋଟି ଚାଳନା କିନ୍ତ ତୀର୍ଯକ । ୨୦୦୯ରୁ ଏ ନିର୍ବାଚନମଣ୍ଡଳୀ ଗଠନ ହେବା ପରଠୁ ଏଠାରେ କ୍ରମାଗତ ଭାବେ ଜିତି ଆସୁଛି ବିଜେଡି ।
୩ଟି ଯାକ ନିର୍ବାଚନରେ ବିଜେପି ଏଠି ତୃତୀୟ ସ୍ଥାନରେ ହିଁ ରହୁଛି । ତେବେ ୨୦୨୪ ନିର୍ବାଚନରେ ଝରିଗାଁ ବିଜେଡି ରାଜନୀତିରେ ଦେଖିବାକୁ ମିଳିପାରେ ରୋଚକ ସ୍ଥିତି ।
ଏଥର କୁଆଡ଼େ ଯିବ ମାହାଙ୍ଗାବାସୀଙ୍କ ମୁଡ୍ ? କେଉଁ ନେତାଙ୍କୁ ଗାଦିରେ ବସାଇବେ ମାହାଙ୍ଗା ଜନତା ? କାହାକୁ ନିଜର କରିବେ, ଆଉ କିଏ ହେବ ପର ? କଟକ ଜିଲ୍ଲାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ତଥା ସମ୍ବେଦନଶୀଳ ବିଧାନସଭା ନିର୍ବାଚନମଣ୍ଡଳୀ ମାହାଙ୍ଗା ।
୨୦୦୦ ମସିହାରୁ ବିଜେଡି ଏଠି ଶାସନରେ । ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କର ଚାଲିଛି ତୃତୀୟ ଟର୍ମ । ଏଠି ଶରତ କର ଏବଂ ବିକ୍ରମ କେଶରୀ ବର୍ମାଙ୍କ ପରେ ବିଜେଡି ଶାସନକୁ ଅକ୍ଷୁଣ୍ଣ ରଖିଛନ୍ତି ପ୍ରତାପ ।
ଆସନ୍ତା ୨୮ ତାରିଖ ପାଖାପାଖି ମୋଦି ଓଡ଼ିଶା ଆସିବେ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।
ଲୋକସଭା ନିର୍ବାଚନକୁ ଆଉ ମାସ କେଇଟା ଥିବାବେଳେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ । ତେବେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି ! ରାଜ୍ୟ ବିଜେପି ସଭାପତିଙ୍କ ସୂଚନା...
ଦେଶରେ ବାରମ୍ବାର ନିର୍ବାଚନ ଦ୍ୱାରା ଅନେକ ବିକାଶ କାମ ଅଟକି ଯାଉଛି। ବର୍ଷ ସାରା ଦେଶର କେଉଁଠି ନା କେଉଁଠି ନିର୍ବାଚନ ହେଉଛି ଏବଂ ଏହାଦ୍ୱାରା ବିଭିନ୍ନ ସ୍ଥାନରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥାଏ।