ସୁସ୍ମିତା ଓ ଅଲିଶାଙ୍କ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତି ଧୀରେ ଧୀରେ ସରଗରମ ହେବାରେ ଲାଗିଲାଣି । ବିରୋଧୀମାନେ ଏହାକୁ ନେଇ ସିବିଆଇ ତଦନ୍ତ ଦାବି କରୁଥିବାବେଳେ ଶହ ଶହ ଆଦିବାସୀମାନେ ମଧ୍ୟ ପୂର୍ବରୁ ରାଉରକେଲା ଏଡିଏମ୍ ଅଫିସ ଆଗରେ ବିକ୍ଷୋଭ କରିସାରିଛନ୍ତି ।
୪ ବର୍ଷରେ ୫୮ କୋଟିର ହେରଫେର । ଭୂତ ଆକାଉଣ୍ଟରେ ୧୫ କୋଟି ଟଙ୍କା ।
ଭିନ୍ନ ଭିନ୍ନ ଦିଗରେ ବିରୋଧୀ ଦଳ ନେତାଙ୍କ ସଣ୍ଢୁଆଶୀ ଆକ୍ରମଣ । ଏକ୍ସପଞ୍ଜ ପରେ ବି ସିଏମ୍ କାହିଁକି ଦେଲେ ସ୍ପଷ୍ଟୀକରଣ: ଜୟନାରାୟଣ ।
ଏ ଗୁମାସ୍ତା କିଏ, ତାଙ୍କ ଭାଷଣରେ ଭର୍ତ୍ତୃହରି କାହାକୁ ଗୁମାସ୍ତା ବୋଲି ଇଙ୍ଗିତ କରୁଛନ୍ତି, ତାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି ।
ମୁଖ୍ୟମନ୍ତ୍ରୀଙ୍କ ଏହି ମନ୍ତବ୍ୟକୁ ନେଇ ଘନଉଛି ବିବାଦ । ବିଧାନସଭା ଭିତରେ ବିରୋଧୀଙ୍କୁ ଜନ ବିରୋଧୀ ବୋଲି କହି ସମାଲୋଚନା କରିବା ପରେ, ଗତକାଲି ବିଜେଡି ପଦଯାତ୍ରାରେ ବି ସମାନ ଶବ୍ଦବାଣରେ ଘାଇଲା କରିଥିଲେ । ଜନ ବିରୋଧୀ ମନ୍ତବ୍ୟକୁ ବିରୋଧ କରି ଗୃହ ମଧ୍ୟଭାଗରେ ବିଜେପି ସଦସ୍ୟଙ୍କ ହଙ୍ଗାମା, ହଟ୍ଟଗୋଳ ।

ବିରୋଧୀ ବିଜେପି ବିରୋଧରେ ନବୀନଙ୍କ ଜନବିରୋଧୀ ମନ୍ତବ୍ୟ ଉପରେ ଜବାବ ରଖି, ଆମେ କେମିତି ଜନବିରୋଧୀ ହେଲୁ ବୋଲି ବି ପ୍ରଶ୍ନ ପଚାରିଛନ୍ତି ଅନୁରାଗ ।
ବିଜେଡି ସାମାଜିକ ମିଡିଆ ସେଲ ଅଧକ୍ଷ କହିଛନ୍ତି ଯଦି, ସମାନ୍ତରଳ ଭାବେ ରାଜନୈତିକ କାର୍ଯ୍ୟକ୍ରମର କିଛି ପ୍ରମାଣ ମିଳେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ବିଜେପିର ଅଭିଯୋଗ, ଫାଇଭ-ଟି ସଚିବ ଭି.କେ.ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀ କି ମୁଖ୍ୟ ଶାସନ ସଚିବଙ୍କ ବିନା ଲିଖିତ ଅନୁମତିରେ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଅଭିଯୋଗ ସଂଗ୍ରହ ପାଇଁ ବିଭିନ୍ନ ଜିଲ୍ଲା ଗସ୍ତ କରିଥିଲେ।
ନିଜକୁ ଅସୁରକ୍ଷିତ ବୋଲି କହିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ନିଜକୁ ଗୃହ ଓ ଗୃହ ବାହାରେ ଅସୁରକ୍ଷିତ ମନେ କରୁଥିବା କହିଲେ । ଆଜି ମୋର ସମ୍ବଲପୁର ଘର ଆଗରେ ବିକ୍ଷୋଭ କରାଯାଉଛି ।
ରାଜ୍ୟ ରାଜନୀତିକୁ ପୁଣି ଫେରିଛି ୧୨ ବର୍ଷ ତଳର ଡାଲି ଦୁର୍ନୀତି ପ୍ରସଙ୍ଗ। ସେତେବେଳେ ଡାଲି ଦୁର୍ନୀତିରେ ଛନ୍ଦି ହୋଇ ମନ୍ତ୍ରୀ ପଦରୁ ବିଦା ହୋଇଥିଲେ ତତ୍କାଳୀନ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଏବେ ସେ ବାଚସ୍ପତି। ତେଣୁ ସାଙ୍କେତିକ ଭାବେ ବାଚସ୍ପଚିଙ୍କ ଉପରକୁ ଡାଲି ଫିଙ୍ଗି ପୂର୍ବ ଘଟଣାକୁ ତାଜା କରିବାର ଉଦ୍ୟମ କରିଛନ୍ତି ବିରୋଧୀ।
ପାଲଲହଡା ବିଧାୟକଙ୍କ ବାହାଘର ଓ ତାଳଚେର ବିଧାୟକଙ୍କ ବାପାଙ୍କ ଶୁଦ୍ଧିକ୍ରିୟା ରେ 5-T ସଚିବ ଯିବା ସମୟରେ ହେଲିକପ୍ଟର ବ୍ୟବହାର କଣ ପାଇଁ ହେଲା ବୋଲି ସେ ପ୍ରଶ୍ନ ଉଠାଇଛନ୍ତି ।
ମଧ୍ୟପ୍ରଦେଶ ଫର୍ମୁଲାରେ ଓଡ଼ିଶାରୁ ବିଜେପିର ୮ ସାଂସଦଙ୍କ ମଧ୍ୟରୁ ୬ ଜଣଙ୍କୁ ବିଧାନସଭା ନିର୍ବାଚନ ମୈଦାନକୁ ଓହ୍ଲାଯିବାର ସମ୍ଭାବନା ରହିଛି ।
ମଦନପୁର ରାମପୁର ରାଜପରିବାରର ତନ୍ମୟ ପ୍ରତାପ ସିଂହଦେଓ ଓ କୁମାର ସାହେବଙ୍କ ବୋହୂ ତଥା ସେରାମିକ୍ ଆର୍ଟିଷ୍ଟ ପୃଥ୍ବୀରାଜ ସିଂହଦେଓଙ୍କ ପତ୍ନୀ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।
ନବୀନ ଓ ମୋଦି ସରକାରଙ୍କୁ କଂଗ୍ରେସର ଜିରୋ ମାର୍କ । ସମୀକ୍ଷକ କହିଲେ ବିଗିଡ଼ିବନି ବିଜେଡି-କେନ୍ଦ୍ର ବିଜେପି ସଂପର୍କ ।
ଆଗ୍ରେସିଭ୍ ମୁଡ୍ରେ ଥିବା ବିଜେପିକୁ ଚେକ୍ ଦେବା ପାଇଁ ନବୀନଙ୍କ ଏହା ସୁଚିନ୍ତିତ ଷ୍ଟ୍ରାଟେଜି ହୋଇଥାଇ ପାରେ ବୋଲି ମଧ୍ୟ କୁହାଯାଉଛି ।
ଅଭିଯୋଗ ଶୁଣାଣି ପାଇଁ ଡୋର ଷ୍ଟେପ୍କୁ ଯାଉଛି ସିଏମ୍ଓ । ଗସ୍ତ ଖର୍ଚ୍ଚର ହିସାବ ରଖିଲେ ମୁଖ୍ୟମନ୍ତ୍ରୀ ।
ଶକ୍ତିହୀନ କରିବାକୁ ନବୀନଙ୍କ ନୂଆ ଚାଲ୍ ବୋଲି ଚର୍ଚ୍ଚା । କଂଗ୍ରେସ କହିଲା ବିଜେପି-ବିଜେଡି ଏକ୍ ।
ଆନ୍ଦୋଳନ ବେଳେ ଆଶା କର୍ମୀ-ପୋଲିସ୍ ମୁହାଁମୁହିଁ । ଧାରଣାସ୍ଥଳରେ ପହଞ୍ଚିଲେ ବିଜେପି ବିଧାୟକ ଦଳ ।
ସିଏମ୍ଓ କାହାକୁ କହନ୍ତି, ଜଣେ ସଚିବ କଣ ଅଫିସ୍ କି ବୋଲି ସେ ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।
ବିଜେଡି-ବିଜେପି ଏପରି ତୁତୁ ମେମେ ମଧ୍ୟରେ କଂଗ୍ରେସ ବିଧାୟକ ତାରା ବାହିନୀପତି କହିଛନ୍ତି କଂଗ୍ରେସରୁ ନିରଂଜନ ପଟ୍ଟନାୟକ, ଶରତ ପଟ୍ଟନାୟକ ଓ ବିଜୟ ପଟ୍ଟନାୟକ ହିଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରିବେ । ଏମାନଙ୍କ ବାଦ୍ ଆଉ କେହି ତାଙ୍କୁ ଦେଖାଯାଉନାହାନ୍ତି ବୋଲି କହି ଏକ ପ୍ରକାର କଟାକ୍ଷ କରିଛନ୍ତି ତାରା ।

ବିଜେପି ଫୋକସରେ ମହିଳା ଭୋଟ୍ । ମହିଳା ସଂରକ୍ଷଣ ବିଲ୍ କୁ ନେଇ ବଡ଼ କ୍ୟାମ୍ପେନ୍ କରିବାକୁ ଯୋଜନା । ବିଜେଡିର ଗ୍ରାମାଞ୍ଚଳ ମହିଳା ଭୋଟ୍ ଭାଙ୍ଗିବାରେ ସହାୟକ ହେବ କି ଷ୍ଟ୍ରାଟେଜି ? ୨୪ ନିର୍ବାଚନରେ ୩୩ ପ୍ରତିଶତ ସିଟରେ ମହିଳାଙ୍କୁ ଟିକଟ୍ ଦେବେ କି ବିଜେପି-ବିଜେଡି ? ବହୁ ପ୍ରତୀକ୍ଷିତ ମହିଳା ସଂରକ୍ଷଣ ବିଲ୍ ସଂସଦରେ ପାରିତ ହେବା ପରେ ଚାରିଆଡେ ବିଜେପିର ସେଲିବ୍ରେସନ୍ ।