ବିତର୍କରେ ଭାଗ ନେଇ କେନ୍ଦ୍ର ସରକାର ବିଶେଷ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସିଧା ଟାର୍ଗେଟ କରିଥିଲେ ରାହୁଲ ଗାନ୍ଧି।
ଓଡ଼ିଶା ରାଜନୈତିକ ମୈଦାନରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ କହୁଥିବା ବିଜେପି-ବିଜେଡି ଭିତରେ ଏବେ ଚାଲିଛି ପ୍ରଶଂସାର ପର୍ବ।
ମୋଦି ଭ୍ରଷ୍ଟାଚାର, ପରିବାରବାଦ ଓ ତୁଷ୍ଟୀକରଣକୁ ହଟାଇଛନ୍ତି । ସେଥିପାଇଁ ବିରୋଧୀ ଅସମ୍ଭାଳ ହେଉଛନ୍ତି ବୋଲି ନିଜ ଭାଷଣରେ କହିଛନ୍ତି ଶାହ ।
ଦିଲ୍ଲୀ ସର୍ଭିସ୍ ବିଲ୍କୁ ସମର୍ଥନ ପରେ ବିଜେଡିକୁ ଟାର୍ଗେଟ୍ । ବାଧ୍ୟବାଧକତା କହି ବିରୋଧୀଙ୍କ ସମାଲୋଚନା ।
ମଣିପୁର ପ୍ରସଙ୍ଗରେ ସଂସଦରେ ଆସ୍ଥା-ଅନାସ୍ଥାର ଲଢ଼େଇ । ଅନାସ୍ଥା ବିତର୍କରେ ଭାଗ ନେଇ ପିଏମଙ୍କୁ ଘେରିଲେ ବିରୋଧୀ ।
ହଜାର ହଜାର ହିତାଧିକାରୀ ନିଜ ଘର ମରାମତି ପାଇଁ ଏହି ଯୋଜନାରେ ଆବେଦନ କରୁଛନ୍ତି, ହେଲେ ମିଳୁଛି ହାତ ଗଣତିଙ୍କୁ ।
ଆଗାମୀ ଦିନରେ ପାଣ୍ଡିଆନ ହିଁ ଟିକେଟ ଫାଇନାଲ କରିବେ ବୋଲି ମଧ୍ୟ ବିରୋଧୀ ଦଳ ସିଧାସଳଖ କହୁଛନ୍ତି । ଆଉ ଏହି ଟିକେଟ ଲୋଭରେ ଜଣେ ନେତା ଜଣକ ପାଣ୍ଡିଆନଙ୍କ ଗୋଡ଼ ଧରିବାକୁ ଯାଉଥିବା କୁହାଯାଉଛି।
ଶାହଙ୍କ ଟାସ୍କକୁ କାର୍ଯ୍ୟକାରୀ କରିବା ପାଇଁ ବିଜେପିର କସରତ । ୪ ମାସିଆ ପ୍ଲାନକୁ ନେଇ ଆଗକୁ ବଢ଼ିବାକୁ ପଦ୍ମ ଦଳର ସଜବାଜ । ଶାହଙ୍କ ପରାମର୍ଶ- ରାଜଧାନୀର ନ ବସି ଗାଁକୁ ଯାଅ ।
କେନ୍ଦ୍ର ଗୃହମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅମିତ ଶାହଙ୍କୁ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା। ଶାହ ବି ହାତ ହଲେଇ ନେତା ଓ କର୍ମୀଙ୍କଠାରୁ ଅଭିବାଦନ ଗ୍ରହଣ କରିଥିଲ। ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରେ ଆରମ୍ଭ ହୋଇଥିଲା ଦଳର ରୁଦ୍ଧଦ୍ବାର ବୈଠକ।
ଗୋଟିଏ ମଞ୍ଚରେ ଏକାଠି ହେଲେ ବିଜେପିର ଚାଣକ୍ୟ ଓ ବିଜେଡି ସୁପ୍ରିମୋ। ପରସ୍ପରକୁ ଭୁରି ଭୁରି ପ୍ରଶଂସା ସହ ଧନ୍ୟବାଦରେ ପୋତିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଘୋଷଣା ହେଲା ରାଜ୍ୟ ବିଜେପିର ନୂଆ ଟିମ୍ । ମୁଖିଆ ମନମୋହନଙ୍କ ନୂଆ ଟିମରେ ନୂଆ ଚେହେରା । ବହୁ ନେତା ସାମିଲ, ଅନେକ ବି ପଡ଼ିଲେ ବାଦ୍ ବିଜେପି ଚାଣକ୍ୟ ଅମିତ ଶାହଙ୍କ ଗସ୍ତର ଠିକ୍ ପୂର୍ବରୁ ଏବଂ ରାଜ୍ୟ ସଭାପତି ଦାୟିତ୍ୱ ନେବାର ୪ ମାସ ପରେ ଆଜି ୩୫ ଜଣିଆ ଟିମର ତାଲିକା ଜାରି କରିଛନ୍ତି ମନମୋହନ ସାମଲ ।
ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ କରିବେ ଆଲୋଚନା।
୨୦୨୪ ସାଧାରଣ ନିର୍ବାଚନ ଉପରେ ଫୋକସ୍ କରି ଆଗାମୀ ଦିନରେ ବିଜେପିର ରୋଡମ୍ୟାପ୍ ନେଇ ବି ମାନସ ମନ୍ଥନ ହେବ। ଯାହାକୁ ନେଇ ଉତ୍ସାହିତ ପଦ୍ମ ଶିବିର।
ବିଜେଡିକୁ ଟାର୍ଗେଟ କଲେ କଂଗ୍ରେସ୍, ଆପ୍, ଶିବସେନା । ବିଜେଡିର କଣ ବାଧ୍ୟବାଧକତା ଅଛି ଉଠିଛି ପ୍ରଶ୍ନ ।
ବିଜେଡିକୁ ଟାର୍ଗେଟ କଲେ କଂଗ୍ରେସ୍, ଆପ୍, ଶିବସେନା । ବିଜେଡିର କଣ ବାଧ୍ୟବାଧକତା ଅଛି ଉଠିଛି ପ୍ରଶ୍ନ ।
ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି । ଏବେ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଏହି ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରାଯିବ ।
ଅନାସ୍ଥାକୁ ବିରୋଧ କରିବ ବିଜେଡି । ଅନାସ୍ଥା ବିରୋଧରେ ଭୋଟ ଦେବ ବିଜେଡି । କେନ୍ଦ୍ରର ମୋଦି ସରକାରଙ୍କ ବିରୋଧରେ ମିଳିତ ବିରୋଧୀଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବକୁ ବିରୋଧ କରିବ ବିଜେଡି । ଏନେଇ ଦଳ ପକ୍ଷରୁ ବିଦ୍ଧିବଦ୍ଧ ଭାବେ ଘୋଷଣା କରାଯାଇଛି । ଏନେଇ ଜାତୀୟ ଗଣମାଧ୍ୟମ ପିଟିଆଇରେ ରିପୋର୍ଟ ପ୍ରକାଶ ପାଇଛି ।
ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ମନ୍ତବ୍ୟକୁ କୋଟ୍ କରି ପିଟିଆଇର ଖବର । ଦିଲ୍ଲୀ ସର୍ଭିସେସ୍ ଅଡିନାନ୍ସ ବିଲକୁ ସମର୍ଥନ କରିବ ବିଜେଡି ।
ଓଡ଼ିଶାରେ ବିଜୁ ଜନତା ଦଳ ଅଧିକ ଗୋଟିଏ ସିଟ ଜିତି ୧୩ଟି ଲୋକସଭା ସିଟ ହାତେଇବ । ଭାରତୀୟ ଜନତା ପାର୍ଟି ୮ ଆସନ ପାଇବାକୁ ଥିବା ବେଳେ ଅନ୍ୟ ଦଳ ବା ସ୍ୱାଧୀନ ପ୍ରାର୍ଥୀ ଜିତି ପାରିବେ ନାହିଁ ବୋଲି ସର୍ଭେ ଆଳକନ କରିଛି ।
ମୋଦି ସରକାରକୁ YSR କଂଗ୍ରେସର ସମର୍ଥନ, ଅକଳରେ ବିଜେଡି । ସୁପ୍ରିମୋ ନେବେ ନିଷ୍ପତ୍ତ.. କଂଗ୍ରେସର ଅଭିଯୋଗ ବିଜେପି-ବିଜେଡି ଏକ
ବିଜେଡି ବିଧାୟକ ପ୍ରଶାନ୍ତ ମୁଦୁଲି ଓ ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସଙ୍କ ମଧ୍ୟରେ ଛକାପଞ୍ଝା ସ୍ଥିତି । ପ୍ରଶାନ୍ତ ମୁଦୁଲିଙ୍କ ବିରୋଧରେ ଗର୍ଜିବା ସହ ପରଦେଶୀ ବିଦେଶୀ ବୋଲି ଅଭିଯୋଗ ଆଣିଛନ୍ତି ଅମରେନ୍ଦ୍ର ।
ସାଧାରଣ ନିର୍ବାଚନକୁ ଆଉ କମ୍ ସମୟ ଥିବାରୁ ବିଜେଡି ପାଇଁ ଦଳରେ ବିଦ୍ରୋହ ଏବେ ସବୁଠାରୁ ବଡ଼ ଚିନ୍ତା ହୋଇଛି। ଏହାକୁ ଠିକ୍ ରେ ମ୍ୟାନେଜ୍ କରିନପାରିଲେ ଦଳ ପାଇଁ ବଡ଼ ସମସ୍ୟା ଦେଖାଦେବ।
ନୀତିନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ସୂଚନା ଦେବି ବୋଲି ବାଚସ୍ପତି କହିଛନ୍ତି।
ପ୍ରଶ୍ନ ଉଠୁଛି କ୍ଷୁର୍ଣ୍ଣ ହେଉନି ତ ବାଚସ୍ପତିଙ୍କ ପଦ ମର୍ଯ୍ୟାଦା ? ପଦ ପୂରଣରେ ଜାଣି ଶୁଣି ଶାସକ ବିଜେଡି ସମୟ ଗଡ଼େଇ ଚାଲିଛି ନା ଅଛି କିଛି ଦଳୀୟ କେଁ ? ଏବେ ବିନା ବାଚସ୍ପତିରେ ଚାଲିଛି ବିଧାନସଭାର ବିଭିନ୍ନ କାର୍ଯ୍ୟ।
ଜ୍ୟୋତିକାନ୍ତଙ୍କ ନାଁରେ ଏକାଧିକ ଅପରାଧିକ ମାମଲା ଥିବା ସତ୍ତ୍ୱେ ତାଙ୍କୁ କେମିତି ଜଗତସିଂହପୁର ବିଜେଡିର ଉପସଭାପତି ଭାବେ ନିଯୁକ୍ତ କରାଗଲା, ତାକୁ ନେଇ ଉଠିଛି ପ୍ରଶ୍ନ ।