ଲୋକମାନେ ଏହି ସରକାର ପ୍ରତି ଅତିଷ୍ଠ ହୋଇସାରିଲେଣି । ତେଣୁ ପରିଶ୍ରମ କଲେ ଏଥର ଓଡ଼ିଶାରେ ମଧ୍ୟ ହେବ ବିଜେପି ସରକାର ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେଡିକୁ ସିଧା ନିଶାନା କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ । ନଡ୍ଡା କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ଘର ମିଳୁନି ।
ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ସଭାକୁ ସମ୍ବୋଧିତ କରିବେ । ବୁର୍ଲା ଏମସିଏଲ ଗେଷ୍ଟ ହାଉସରୁ ବାହାରି ଭବାନୀପାଟଣା ପହଞ୍ଚିବା ପରେ ମାଆ ମାଣିକେଶ୍ୱରୀଙ୍କ ଦର୍ଶନ କରିବେ ନଡ୍ଡା ।
ବିଜେପିର ମିଶନ୍ ଓଡ଼ିଶା, ପଶ୍ଚିମ ଓଡ଼ିଶା ପ୍ରୟୋଗଶାଳା । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ।
ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନଡ୍ଡାଙ୍କ ଏହି ଗସ୍ତ ବିଜେପି ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ଚର୍ଚ୍ଚା ହେଉଛି ।
ବିଜେପି ସହ ବିଜେଡି ଥିବା ନେଇ ଟିଏମ୍ସିର ଅଭିଯୋଗ । ଡେରିକ ଓ'ବ୍ରାଏନ୍ଙ୍କ ଅଭିଯୋଗ ପରେ ତେଜିଲା ରାଜନୀତି ।
ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନ୍ୟୁୟର୍କରେ ଏଲନ ମସ୍କଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ।
ସେ ଗୁରୁତର ଅସୁସ୍ଥ ହୋଇ ପ୍ରଥମେ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର ହୋଇ ଚିକିତ୍ସିତ ହେଉଥିଲେ।
ମୁଖ୍ୟମନ୍ତ୍ରୀ ସୁସ୍ଥ କି ନୁହେଁ, ସାଲୁଜା ମାଗିଲେ ସ୍ପଷ୍ଟୀକରଣ । 5T ସଚିବଙ୍କ ବାବଦରେ ପ୍ରଫୁଲ୍ଲ ସାମଲଙ୍କ ମନ୍ତବ୍ୟକୁ ନେଇ ଝଡ଼, ବିରୋଧୀଙ୍କ ନିଶାନାରେ ମୁଖ୍ୟମନ୍ତ୍ରୀ ।
ଗ୍ରୀଡକୋ ଅଫିସ ଘେରାଉ କରି ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ। ସୁନ୍ଦରଗଡ଼, ଢେଙ୍କାନାଳ, ବାଲେଶ୍ୱରରେ ତାତିଲେ ଲୋକେ।
ବିଜେଡି ନେତାଙ୍କ ମନ୍ତବ୍ୟ ସନ୍ଦେହ ସୃଷ୍ଟି କରୁଛି । ମୁଖ୍ୟମନ୍ତ୍ରୀ ନିଜେ ସ୍ପଷ୍ଟୀକରଣ ଦେବା ଦରକାର କହିଲେ ସାଲୁଜା ।
ବିଜେଡିକୁ ଘାରିଛି କି ଲୋକସଭା ନିର୍ବାଚନର ଭୟ ? ମୋଦି ଲହର ନା ଭୋଟ୍ ବିଭାଜନ ଡର ? ସାଧାରଣ ନିର୍ବାଚନ ପାଇଁ ବର୍ଷକରୁ ବି କମ୍ ସମୟ ରହିଲା । ସେଥିପାଇଁ ସବୁ ଦଳ ଏବେ କ୍ଷେତ୍ର ପ୍ରସ୍ତୁତିରେ ବ୍ୟସ୍ତ । ଆଉ ସମସ୍ତଙ୍କ ଫୋକସରେ ରହିଛି ସଙ୍ଗଠନ ।
SHGଙ୍କୁ କାମ ନମିଳିବା ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଓ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ପାୱାର କଟ୍କୁ ସିଧାସଳଖ ମାନିଲେନି, ହେଲେ ସତ ଧରାଇ ଦେଲେ ଖୋଦ୍ ଶକ୍ତିମନ୍ତ୍ରୀ । ରାଜ୍ୟରେ ଭିତ୍ତିଭୂମିର ଅଭାବ ପାଇଁ ହେଉଛି ବିଜୁଳି ବିଭ୍ରାଟ । ତଥ୍ୟ କହୁଛି ବିଦ୍ୟୁତ୍ ଭିତ୍ତିଭୂମି ପାଇଁ ବିଭିନ୍ନ ଯୋଜନାରେ ରାଜ୍ୟ ସରକାର ପ୍ରାୟ ୩୭ ହଜାର କୋଟିରୁ ଅଧିକ ଖର୍ଚ୍ଚ କରିଥିବା ବେଳେ, ଦୁର୍ବଳ ଭିତ୍ତିଭୂମି ପାଇଁ କିଏ ଦାୟୀ ତାକୁ ନେଇ ପ୍ରଶ୍ନ ଉଠିଲାଣି । ବିରୋଧୀ ସରକାରଙ୍କୁ ଉତ୍ତରଦାୟୀ କରିଥିବାବେଳେ ଖୋଦ ବିଜେଡି ସାଂସଦ ବି ଏନେଇ ପ୍ରଶ୍ନ ଉଠାଇଛନ୍ତି । ଏସବୁ ଭିତରେ ଆସନ୍ତାକାଲି ବିଜୁଳି ସମସ୍ୟାର ସମୀକ୍ଷା କରିବେ ଖୋଦ୍ ମୁଖ୍ୟ ଶାସନ ସଚିବ ।
ମାନିଲେ ଶକ୍ତିମନ୍ତ୍ରୀ । ଆଉ ତା ସହ ନିଜ ବିଭାଗର ପୋଲ୍ ନିଜେ ଖୋଲିଲେ । ରାଜ୍ୟରେ ଭିତ୍ତିଭୂମିର ଅଭାବ ପାଇଁ ଯାଉଛି ବିଜୁଳି ।
ଏନେଇ ପୂର୍ବରୁ ସୂଚନା ଦେଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରକୃତ ମୃତ୍ୟୁ ସଂଖ୍ୟା କେତେ? କାହିଁକି ରାଜ୍ୟ ସରକାରଙ୍କ ତଥ୍ୟରେ ରହୁନି ତାଳମେଳ ? ଯଦି ମୃତ୍ୟୁ ସଂଖ୍ୟା ଅଧିକ, ତେବେ କୁଆଡେ ଗଲା ଶବ? ବାହାନଗା ଟ୍ରେନ୍ ଟ୍ରାଜେଡିର ମୃତ୍ୟୁ ସଂଖ୍ୟାକୁ ନେଇ ଗୋଳମାଳିଆ ସ୍ଥିତି ।
ଢେଲା ମାଡରେ ବିଜେପି କାର୍ଯ୍ୟାଳୟରେ କାଚ ଭାଙ୍ଗି ଯାଇଛି ।
ଗଞ୍ଜାମ ବିଜେପି ଫାଟ ପଛରେ ରହିଛି କି ବିଜେଡି ? ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡିର ଡିଭାଇଡ୍ ଆଣ୍ଡ ରୁଲ୍ ପଲିସି । ବିଜେପିର ଶକ୍ତିବୃଦ୍ଧିକୁ ଚେକ୍ ଦେବାକୁ ଗେମ୍ ପ୍ଲାନ୍ ! ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବ୍ରହ୍ମପୁର ଗସ୍ତବେଳେ ଗଞ୍ଜାମ ଜିଲ୍ଲା ସଭାପତି ବିଭୁତି ଜେନାଙ୍କୁ କାଳିମାଡ଼ ।
ଗଞ୍ଜାମ ବିଜେପି ଫାଟ ପଛରେ ରହିଛି କି ବିଜେଡି ? ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବିଜେଡିର ଡିଭାଇଡ୍ ଆଣ୍ଡ ରୁଲ୍ ପଲିସି । ବିଜେପିର ଶକ୍ତିବୃଦ୍ଧିକୁ ଚେକ୍ ଦେବାକୁ ଗେମ୍ ପ୍ଲାନ୍ ! ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବ୍ରହ୍ମପୁର ଗସ୍ତବେଳେ ଗଞ୍ଜାମ ଜିଲ୍ଲା ସଭାପତି ବିଭୁତି ଜେନାଙ୍କୁ କାଳିମାଡ଼ ।
ପ୍ରଧାନମନ୍ତ୍ରୀ ଆବାସ ବନାମ ମୋ ଘର ଯୋଜନା । ମାଗଣା ନଦେଇ ଋଣରେ ଘର ଦେବା ନିଷ୍ପତ୍ତିକୁ ନେଇ ବିବାଦ । ଯୋଜନାକୁ ତ୍ରୁଟିପୂର୍ଣ୍ଣ କହି ପ୍ରତ୍ୟାହାର ପାଇଁ ବିଜେପିର ଦାବି ।
କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ବଢ଼ୁଛି ବିବାଦ । ଷଡ଼ଯନ୍ତ୍ର କଥା ନଥିବାରୁ ଗନ୍ଧ ବାରିଲେ ବିରୋଧୀ । ନବୀନଙ୍କୁ ମନମୋହନ ସାମଲଙ୍କ ସିଧା ନିଶାନା ।
କ୍ରାଇମବ୍ରାଞ୍ଚର ଚାର୍ଜସିଟକୁ ନେଇ ବଢ଼ୁଛି ବିବାଦ । ଷଡ଼ଯନ୍ତ୍ର କଥା ନଥିବାରୁ ଗନ୍ଧ ବାରିଲେ ବିରୋଧୀ । ନବୀନଙ୍କୁ ମନମୋହନ ସାମଲଙ୍କ ସିଧା ନିଶାନା ।
ମୋଦି ସରକାରର ୯ ବର୍ଷ ବାନାମ୍ ନବୀନ ସରକାରର ୨୩ ବର୍ଷ । ମୋଦିଙ୍କ ସଫଳ ଯୋଜନା ବନାମ୍ ନବୀନଙ୍କ ବିକାଶ ବାର୍ତ୍ତା । ବିଜେପିର ମେଗା ଜନ ସଂପର୍କ ଯାତ୍ରାକୁ କାଉଣ୍ଟର କରିବାକୁ ବିଜେଡିର ପ୍ଲାନ୍ ଭୋଟ ପୂର୍ବରୁ ଗ୍ରାଉଣ୍ଡରେ ଭିଡ଼ାଭିଡ଼ି ।
ମୋଦି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଦିଲ୍ଲୀରେ ହୋଇଥିବା ତିନି ଦିନିଆ ମିଡିଆ ସଂବାଦରେ ବିଜେପି ପକ୍ଷରୁ ଏହା କୁହାଯାଇଛି ।