• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bjp

Bhubaneswar MP Aparajita Sarangi targets Odisha govt over mining scam
ଆନ୍ତର୍ଜାତୀୟ ସ୍ତରରେ IPU ନିର୍ବାଚନରେ ଅପରାଜିତା ଷଡ଼ଙ୍ଗୀ ବିଜୟୀ

ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।

football politics
ଫୁଟବଲ୍ ଫର୍ ସ୍କୁଲ ବନାମ ଫୁଟବଲ୍ ଫର ଅଲ୍ : ଗୋଟିଏ ଯୋଜନାକୁ ଭିନ୍ନ ନାଁ ଦେଇ ଶ୍ରେୟ ପ୍ରତିଯୋଗିତା

କେନ୍ଦ୍ର ସରକାରଙ୍କ ଫୁଟବଲ୍ ଫର୍ ସ୍କୁଲ ବନାମ ରାଜ୍ୟ ସରକାରଙ୍କ ଫୁଟବଲ୍ ଫର୍ ଅଲ୍

Dhamnagar Suryabanshi
ନାମାଙ୍କନ ବେଳେ ସୂର୍ଯ୍ୟବଂଶୀଙ୍କ ଶକ୍ତିପ୍ରଦର୍ଶନ, ପଦଯାତ୍ରା କରି କାଉଣ୍ଟର କଲା ବିଜେଡି

ଧାମନଗର ଉପନିର୍ବାଚନ ପାଇଁ ବଢୁଛି ଉଷ୍ମତା, ନାମାଙ୍କନ ଭରିଲେ ସୂଯର୍ୟବଂଶୀ । ବିଜେପି କହିଲା ୨୪ ପୂର୍ବରୁ ଆମ ପାଇଁ ଇଏ ସେମିଫାଇନାଲ୍ ।

BJP
ଖୋଲିବ କି ଅର୍ଚ୍ଚନାଙ୍କ କଳାଧନ୍ଦାର ଗୁମର ? ସିବିଆଇ ତଦନ୍ତ ଦାବି କଲା ବିଜେପି

ତଦନ୍ତରେ ପୋଲିସ ବିଫଳ ହୋଇଛି । ସଂପୃକ୍ତ ବ୍ୟକ୍ତିଙ୍କ ନାଁ କାହିଁକି ଖୁଲାସା କରୁନି ବୋଲି ବିଜେପି ପକ୍ଷରୁ କୁହାଯାଇଛି ।

Dhamnagar ByPolls
ଧାମନଗର ଉପନିର୍ବାଚନ; ଆଜି ନାମାଙ୍କନ ଦାଖଲ କରିବେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

ଧାମନଗର ଉପନିର୍ବାଚନ ଲାଗି ଆଜି ହୋଇପାରେ ଅନ୍ୟ ଦଳର ପ୍ରାର୍ଥୀ ଘୋଷଣା । ଆଜି ସକାଳ ୧୧ଟା ୫ ମିନିଟରେ ସୂର୍ଯ୍ୟବଂଶୀ ସୂରଜ ନିଜର ନାମାଙ୍କନ ପତ୍ରକୁ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିର୍ବାଚନ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ପ୍ରଦାନ କରିବେ ।

BJP's Master Plan For 2024 Election
୨୦୨୪ ନିର୍ବାଚନ ପାଇଁ BJPର ମାଷ୍ଟର ଗେମ୍ ପ୍ଲାନ୍- ଯେଉଁଠି ଦୁର୍ବଳ, ସେଇଠି ହେବ ରାଲି

ମୋଦିଙ୍କ ବ୍ୟତୀତ ଅନ୍ୟ ୧୦୪ଟି ଲୋକସଭା ସିଟ୍‌ରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଦଳର ବରିଷ୍ଠ ନେତା ଓ କ୍ୟାବିନେଟ୍ ମନ୍ତ୍ରୀ ପହଞ୍ଚିବେ।

Suryabanshi
ସୂର୍ଯ୍ୟବଂଶୀ ସୂରଜ ହେଲେ ବିଜେପି ପ୍ରାର୍ଥୀ

ସୂର୍ଯ୍ୟବଂଶୀ ସୂରଜ ହେଲେ ବିଜେପିର ଧାମନଗର ଯୋଦ୍ଧା । ନାଁରେ ମୋହର ମାରିଲା ଦଳ । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଉପନିର୍ବାଚନ ପାଇଁ ହୋଇଛନ୍ତି ବିଜେପି ପ୍ରାର୍ଥୀ ।

Suryabanshi
ବିଜେପି ବାଛିଲା ପ୍ରାର୍ଥୀ, ଗୋଷ୍ଠିକନ୍ଦଳ ପାଇଁ ବିଜେଡିରେ ଛିଣ୍ଡୁନି ଅଙ୍କ ! କଂଗ୍ରେସ କଥା ନକହିବା ଭଲ..

ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅଙ୍କୁ ଧାମନଗର ଟିକେଟ୍ ସୂଯର୍ୟବଂଶୀଙ୍କୁ ଧାମନଗର ଯୋଦ୍ଧା ଘୋଷଣା କଲା ବିଜେପି ।

  Dhamnagar bypolls
ଛିଣ୍ଡୁନି ବିଜେଡିର ଧାମନଗର ଅଙ୍କ : ଘନଘନ ବୈଠକ ସତ୍ତ୍ୱେ ତୁଟୁନି ଗୋଷ୍ଠୀ କନ୍ଦଳ

ସୂର୍ଯ୍ୟବଂଶୀ ବିଜେପି ପ୍ରାର୍ଥୀ ହେବା ନିଶ୍ଚିତ ପରେ କ୍ୟାମ୍ପେନ ଆରମ୍ଭ,ପିସିସି ସଭାପତି କହିଲେ ଖୁବଶୀଘ୍ର କଂଗ୍ରେସ ପ୍ରାର୍ଥୀ ଘୋଷଣା...

Dhamnagar
ଧାମନଗର ଉପନିର୍ବାଚନ: ଗୋଷ୍ଠୀ କନ୍ଦଳ ଯୋଗୁଁ ଛିଣ୍ଡିପାରୁନି BJD ଅଙ୍କ, ସ୍ଥିର ହୋଇପାରୁନି ପ୍ରାର୍ଥୀ !

ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ । କିଏ ହେବେ କେଉଁ ଦଳର ଯୋଦ୍ଧା ?

Advertisement
ପ୍ରଚାରରେ ପାଣି ଭଳି ସାରୁଛନ୍ତି ଟଙ୍କା ! ୫ ବର୍ଷରେ ୩୭୮ କୋଟିରୁ ଅଧିକ ଟଙ୍କା ସ୍ୱାହା

ବିଜ୍ଞାପନ ଦ୍ୱାରା ମୁଖ୍ୟମନ୍ତ୍ରୀ ନମ୍ବର ୱାନ୍ ହୋଇଥିବା କହିଲେ ବିରୋଧୀ । ଲୋକଙ୍କ ସମସ୍ୟା ନବୁଝି ପ୍ରଚାର ପାଇଁ କୋଟି କୋଟି ଉଡ଼ାଯାଇଛି ।

Naveen Patnaik
ନବୀନଙ୍କ ଉତ୍ତରାଧିକାରୀ କିଏ ? ସାକ୍ଷାତକାରରେ ବଡ଼ ସଙ୍କେତ ଦେଲେ BJD ସୁପ୍ରିମୋ

ଇଂରାଜୀ ପତ୍ରିକାକୁ ସାକ୍ଷାତକାର ଦେଇ କହିଲେ ମୁଖ୍ୟମନ୍ତ୍ରୀ । ତା’ପରେ ରାଜ୍ୟ ରାଜନୀତିରେ ହଲ୍‌ଚଲ ।

BJP's special strategy for capturing power
ଦୁର୍ବଳ ବୁଥ୍ ସବଳ ଲାଗି ନଡ୍ଡାଙ୍କ A, B, C ଫର୍ମୁଲା

୨୦୨୪ ମିଶନ୍ ପାଇଁ ବିଜେପି ଫୋକସରେ ମୋ ବୁଥ୍, ସବୁଠୁ ମଜଭୁତ୍ ଅଭିଯାନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ A, B, C ଓ A+ ଫର୍ମୁଲାରେ କାମ ଆରମ୍ଭ କରିଛି। ରାଜ୍ୟ ବିଜେପି ଦଳକୁ ମିଳିଥିବା ଭୋଟ୍ ପ୍ରତିଶତ ଅନୁସାରେ ବୁଥ୍ଗୁଡ଼ିକୁ ଏଭଳି ଗ୍ରେଡେସନ୍ କରାଯାଇ ସେ ସବୁକୁ ଅପଗ୍ରେଡ୍ କରିବା ଉପରେ ଦିଆଯାଉଛି ଫୋକସ୍।

Dhamnagar Bypoll
ଧାମନଗର ଉପନିର୍ବାଚନ ପାଇଁ ଅଙ୍କକଷା

ବିଜେଡିରେ ଗୋଷ୍ଠୀ କନ୍ଦଳ ବି ତୀବ୍ର ହେଉଛି ଟିକଟ୍ ପାଇଁ ଏକାଧିକ ଆଶାୟୀ ଥିବାରୁ ଭିନ୍ନ ଭିନ୍ନ ଗୋଷ୍ଠୀ ଭିନ୍ନ ଭିନ୍ନ ପ୍ରାର୍ଥୀଙ୍କ ପାଇଁ ଲବି ଆରମ୍ଭ କରିଛନ୍ତି ।

Pramila Mallik
କହୁ କହୁ କହିଦେଲେ ପ୍ରମିଳା, ‘ବିଜେପିର ଫୁଟିବନି କି କଂଗ୍ରେସ ଉଠିବନି’

କଂଗ୍ରେସ କ’ଣ ଶୋଇ ପଡିଛି, ସେ ଆଉ ଉଠିବ ? ବିଜେପି କ’ଣ କଢ଼, ସେ ଆଉ ପୁଟିବ ?

Padajatra Politics
ଗାନ୍ଧି ଜୟନ୍ତୀରୁ ପଦଯାତ୍ରା ପଲିଟିକ୍ସ: ନଡ୍ଡାଙ୍କ ମନ୍ତ୍ର ଧରି ବିଜେପିର ଶୁଭାରମ୍ଭ

ଭ୍ରଷ୍ଟାଚାରରେ ବୁଡି ରହିଥିବା ୨୨ ବର୍ଷର ବିଜେଡି ସରକାର ବିରୋଧରେ ଆରମ୍ଭ କରିଛି କ୍ୟାମ୍ପେନ୍।

Kejriwal
କାହାଣୀରେ ଟ୍ୱିଷ୍ଟ ! କେଜ୍ରିୱାଲଙ୍କୁ ଡିନର ଦେଇଥିବା ଅଟୋ ଡ୍ରାଇଭର ମୋଦିଙ୍କ ବଡ଼ ଫ୍ୟାନ୍

ମୁଁ କେବେ ବି କୌଣସି ଆପ୍‌ ନେତାଙ୍କ ସଂସ୍ପର୍ଶରେ ନଥିଲି । କିମ୍ବା ଏବେ ବି କୌଣସି ଆପ୍‌ ନେତାଙ୍କ ସଂସ୍ପର୍ଶରେ ନାହିଁ ।’

JP NADDA
ବିଜେପିର ୨୪ ମିଶନ୍: ବିଜେଡି ମୁକ୍ତ ଓଡ଼ିଶା ପାଇଁ ନଡ୍ଡାଙ୍କ ଆହ୍ୱାନ

ସଂଯୁକ୍ତ ମୋର୍ଚ୍ଚା ସମାବେଶରେ ନାଁ ନେଇ ରାଜ୍ୟ ସରକାର ଉପରେ ହମଲା

BJP President JP nadda
ବିଜେଡିମୁକ୍ତ ଓଡ଼ିଶା ପାଇଁ ଆହ୍ୱାନ ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

  ଜେପି ନଡ୍ଡା କହିଛନ୍ତି, କାମ କରୁଛି ଜଣେ, ବାହାବା ନେଉଛି ଆଉ ଜଣେ।

BJP President JP Nadda
ଓଡ଼ିଶାରେ ମିଶନ୍ ୨୪ ପାଇଁ ନଡ୍ଡାଙ୍କ ରଣହୁଙ୍କାର

ଓଡ଼ିଶାରେ ମିଶନ୍ ୨୪ ପାଇଁ ନଡ୍ଡାଙ୍କ ରଣହୁଙ୍କାର। ଶକ୍ତିକେନ୍ଦ୍ର ସମ୍ମିଳନୀରେ ରାଜ୍ୟ ସରକାରଙ୍କୁ ଧୂଲେଇ। ତୃଣମୂଳ ଶକ୍ତିକେନ୍ଦ୍ରରେ ଶକ୍ତି ସଂଚାରର ପ୍ରୟାସ। ରାଜ୍ୟ ସରକାରଙ୍କ ବିରୋଧରେ ବିଜେପିର ୨୦୧୯ ପୂର୍ବର ତେଜକୁୁ ସାମ୍ନାକୁ ଆଣି ଆଜି ଧୁମ୍ ବର୍ଷିଛନ୍ତି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା।

BJD Power Show In Bhubaneswar
ରାଜଧାନୀରେ ବିଜେଡିର ପାଓ୍ୱାର ସୋ ! ‘ନଡ୍ଡାଙ୍କ ଗସ୍ତବେଳେ ନବୀନଙ୍କ ଅନୁପସ୍ଥିତିରେ ସମ୍ମିଳନୀ’

ସମାନ୍ତରାଳ କାର୍ଯ୍ୟକ୍ରମକୁ ନେଇ ବର୍ଷିଲେ ଅପରାଜିତା । ୨୦ ବର୍ଷର ଶାସନ ପରେ ବି ଡର ଲାଗୁଛି କି ପଚାରିଲେ ଅପରାଜିତା  ।

BJD
ଅଜବ ଦୃଶ୍ୟ ! ବିଜେଡି ସମ୍ମିଳନୀରେ ଉଠ୍‌ବସ୍‌ ହେଲେ ଯୁବ-ଛାତ୍ର ନେତା, ହେଲେ କାହିଁକି ?

ବିଜେଡି କର୍ମୀଙ୍କୁ ଲିଡରସିପ୍ ଜ୍ଞାନ ଦେବାବେଳେ ଏହି ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା ।

Jayanarayan Mishra
ସରଗରମ ରାଜ୍ୟ ରାଜନୀତି ! ‘୧୯୯୭ ଭଳି ପରିବର୍ତ୍ତନର ପଦଧ୍ୱନୀରେ ଓଡ଼ିଶାବାସୀ’

ସରକାରକୁ ଓପାଡ଼ି ଫୋପାଡ଼ି ଦେବାକୁ ହେବ । ତାପରେ ଯାଇ ରାଜ୍ୟର ଉନ୍ନତି ହେବ ।

Aparajita Sarangi
BJP ମିଟିଂରେ BJD କାର୍ଯ୍ୟକ୍ରମକୁ ନେଇ ପ୍ରଶ୍ନ କଲେ ଅପରାଜିତା, କହିଲେ ଡରୁଛି କି ଦଳ ?

ବିଜେପିକୁ ଏତେ ଭୟ କାହିଁକି ପଚାରିଲେ ଅପରାଜିତା । ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀ, ଭୁବନେଶ୍ୱରରେ ଦଳୀୟ କାର୍ଯ୍ୟକ୍ରମ କାହିଁକି ?