ପଦ୍ମପୁର ଭୋଟ୍ ବେଳେ ଚାଷୀ ଦରଦ ଲଢ଼େଇ, ବିଧାନସଭା ଭିତରେ ଓ ବାହାରେ ହଙ୍ଗାମା ।
ପାଖେଇ ଆସୁଛି ପଦ୍ମପୁର ଉପନିର୍ବାଚନ। ଏପରିକି ଷ୍ଟାର ପ୍ରଚାରକଙ୍କ ଗାଡ଼ି ମଧ୍ୟ ପୋଲିସ୍ ଯାଞ୍ଚ କରୁଛି। ଗାଡ଼ି ଚଲାଉଥିବା ଡ୍ରାଇଭରଙ୍କ ପରିଚୟ ମଧ୍ୟ ରଖାଯାଉଛି।
ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରସଙ୍ଗକୁ ନେଇ ପ୍ରଚାର ଲଢ଼େଇ । ଦାଦନ ସମସ୍ୟାକୁ ବିରୋଧୀ ବିଜେପି ଓ କଂଗ୍ରେସର ନିର୍ବାଚନୀ ଅସ୍ତ୍ର ।
ଶୀତକାଳୀନ ଅଧିବେଶନର ପ୍ରଥମ ଦିନ ବିଧାନସଭା ଉପରେ ପଦ୍ମପୁର ଉପନିର୍ବାଚନର ଇଫେକ୍ଟ ।
ବିଜେଡିର ଗୁଣ୍ଡାମାନେ ଆକ୍ରମଣ ଉଦ୍ୟମ କରିଛନ୍ତି କହିଲେ ପ୍ରଦୀପ । ହତ୍ୟା ଧମକ ଅଭିଯୋଗରେ ଜୟନାରାୟଣଙ୍କୁ ସୁଶାନ୍ତ ସିଂଙ୍କ ଟାର୍ଗେଟ୍ ।
ଚାଷୀ ପ୍ରସଙ୍ଗକୁ ନେଇ ଉଠୁଛିପଡୁଛି ପଦ୍ମପୁର ରାଜନୀତି।
ପଦ୍ମପୁର ଉପନିର୍ବାଚନ ପାଇଁ ସରଗରମ ରାଜନୀତି । ନାମାଙ୍କନ ପରେ ଏବେ ପ୍ରଚାର ମଇଦାନକୁ ଓହ୍ଲାଇବେ ସବୁଦଳର ଷ୍ଟାର ପ୍ରଚାରକ ।
ପଦ୍ମପୁର ଉପନିର୍ବାଚନ ଭୋଟ୍ ପୂର୍ବରୁ ଚାଷୀ ଓ ରାଜନୈତିକ ଦଳଙ୍କ ଛକାପଞ୍ଝା । ଗୋଟିଏ ପରେ ଚାଷୀ କାର୍ଡ ଖେଳି ଭୋଟ ହାତେଇବାକୁ ଦଳଙ୍କ କସରତ।
ସୌମ୍ୟଙ୍କ ଏଭଳି ମନ୍ତବ୍ୟ ଏବେ ସରକାରୀ ଦଳରେ କମ୍ପନ ସୃଷ୍ଟି କରିଛି ।
କେନ୍ଦ୍ର କୃଷିମନ୍ତ୍ରୀ ତୋମାରଙ୍କୁ ଭେଟିଲେ ଧର୍ମେନ୍ଦ୍ର ।
ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ନବୀନଙ୍କ ପ୍ରତିଶ୍ରୁତି । ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଘୋଷଣା ପାଇଁ ନିଷ୍ପତ୍ତି ।
ଫସଲ ବୀମା ରାଶି କ୍ଲେମ ପାଇଁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ । ୨ଶହ କୋଟିର ଇନପୁଟ୍ ସବ୍ସିଡି ଘୋଷଣା କଲେ ନବୀନ ।
ହନୁ ମଲାବେଳେ ସତ କହେ କହିଲା ବିଜେପି । କଂଗ୍ରେସ ଛାଡ଼ିଲା ତେରଛା ବାଣ ।
ବିଜେପି ପ୍ରାର୍ଥୀ ଗତକାଲି ପାଟ ପଟୁଆରରେ ଉପଜିଲ୍ଲାପାଳଙ୍କ ଅଫିସ୍ ନିକଟକୁ ଯାଇ ନାମାଙ୍କନ ନଭରିବା ନେଇ ତେଜିଛି ରାଜନୀତି।
ସ୍ୱର୍ଗତ ବିଜୟରଞ୍ଜନଙ୍କ ବଡ଼ଝିଅ ବର୍ଷାଙ୍କୁ ପଦ୍ମପୁର ପ୍ରାର୍ଥୀ କଲା ବିଜେଡି । ଆନ୍ଦୋଳନରତ ଚାଷୀଙ୍କ ଅନୁରୋଧରେ ପ୍ରଦୀପ ଭରିଲେନି ପ୍ରାର୍ଥୀପତ୍ର ।
ଡିସେମ୍ବର ୫ ତାରିଖରେ ପଦ୍ମପୁର ପାଇଁ ହେବ ଉପନିର୍ବାଚନ, ୮ ତାରିଖରେ ହେବ ଗଣତି ।
ଦିବଂଗତ ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହାଙ୍କ ନାଁକୁ ନେଇ ପ୍ରଥମରୁ ଚର୍ଚ୍ଚା ହେଉଥିବା ବେଳେ ଏବେ ତାଙ୍କ ଦୁଇ ଝିଅଙ୍କ ନାଁ ସାମ୍ନାକୁୁ ଆସିଛି ।
ବରିହା ପରିବାରକୁ ଟିକଟ ଦାବି କଲା ବିଂଝାଲ ସମାଜ । ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ରାଜନୀତି ।
ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନଥିଲେ ମଧ୍ୟ ଏବେଠାରୁ ମାଳ ମାଳ ମନ୍ତ୍ରୀ ଓ ବିଧାୟକ ପଦ୍ମପୁରରେ ଡେରା ପକାଇଲେଣି।
ଧାମନଗରରେ ଗଡ଼ବଜାୟ ରଖିବା ପରେ ପଦ୍ମପୁରରେ ସିଟ୍ ହାତେଇବାକୁ ବିଜେପି ପ୍ରୟାସ କରୁଛି । ପ୍ରଦୀପ ପୁରୋହିତ ପଦ୍ମପୁରର ଉପନିର୍ବାଚନ ପାଇଁ ବିଜେପି ଟିକେଟ୍ରୁ ଲଢ଼ିବେ ।
ବିଜେପିର ଅଭିଯୋଗ- କଂଗ୍ରେସର ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ତୃତୀୟ ମହଲାକୁ ଡାକି କଥା ହୋଇଛି ଶାସକ ଦଳ।
ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ବିଜେପି ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରାଯିବ। ବିଜେପି ବିଧାୟିକା କୁସୁମ ଟେଟେ ଆଜି ଏହି ସୂଚନା ଦେଇଛନ୍ତି।