ବିଜେଡି ସରକାରକୁ ଫେରିବା ବୟାନବାଜିକୁ ନେଇ ବଦ୍ରି ପାତ୍ରଙ୍କ କଟାକ୍ଷ । ଯେଉଁମାନେ କହୁଛନ୍ତି ସେମାନଙ୍କର ମତି ବିଭ୍ରାଟ ହୋଇଛି ଏବଂ ସେମାନେ ଅଧିକ ନିନ୍ଦିତ ହେଉଛନ୍ତି ବୋଲି ବଦ୍ରି ପାତ୍ର କହିଛନ୍ତି ।
ଆସିଲା ବୁଥ୍ ବାହୁଡ଼ା ମତ । ଏଥିରେ ଝାଡ଼ଖଣ୍ଡରେ ବିଜେପି ଓ କଂଗ୍ରେସ ମଧ୍ୟରେ ଜୋରଦାର ଟକ୍କର ଦେଖିବାକୁ ମିଳୁଛି ।
ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ପଡ଼ିବ ଭୋଟ । ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ହେବ ଭୋଟିଂ ।
କାହିଁକି ପୂର୍ବତନ ମନ୍ତ୍ରୀ ସମୀର ଦେ ରାଜନୀତିରେ ଚଢି ଚାଲିଥିଲେ ସଫଳତାର ଶିଡି । ବିରୋଧୀଙ୍କୁ କେମିତି ଦେଉଥିଲେ ମାତ୍ । ଏଇ ବିଶେଷ ଗୁଣ ପାଇଁ ସେ ହୋଇଯାଇଥିଲେ ଅଜାତଶତ୍ରୁ ।
ସଞ୍ଜୀବ ମିଶ୍ରଙ୍କ ପରେ ମନୋଜ ସାହୁ । ସପ୍ତାହକରେ ଓଡ଼ିଶାକୁ ଆସିଲେଣି ଦୁଇ IAS ଅଫିସର ।
ଚିକିତ୍ସାଧୀନ ଅବସ୍ଥାରେ କଟକର ଘରୋଇ ହସ୍ପିଟାଲରେ ଦେହାନ୍ତ । ସମୀରଙ୍କ ଦେହାନ୍ତରେ ରାଜନୈତିକ ମହଲରେ ଶୋକର ଛାୟା ।
କୈଳାଶ ଗେହଲଟ୍ କହିଛନ୍ତି ଯେ, ଇଡି କିମ୍ବା ସିବିଆଇର ଚାପରେ ମୁଁ ଆମ୍ ଆଦମୀ ପାର୍ଟି ଛାଡ଼ି ନାହିଁ । ମୁଁ ବୃତ୍ତିରେ ଜଣେ ଓକିଲ । ମୁଁ ଓକିଲାତି ଛାଡ଼ି ଆମ୍ ଆଦମୀ ପାର୍ଟିରେ ଯୋଗ ଦେଇଥିଲି । ଏବେ କିନ୍ତୁ ଆପରେ ନାହିଁ ସେ ଆଦର୍ଶ
ଆଉ ନାହାନ୍ତି ସମୀର ଦେ । ୬୭ ବର୍ଷରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି ।
କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ପଞ୍ଚାୟତ ପ୍ରତିନିଧିଙ୍କ ବିଜେପି ମୁହାଁବେଳେ ପ୍ରମିଳାଙ୍କ ସଂଗୀନ ଅଭିଯୋଗ । ବିଜେଡିକୁ ଭାଙ୍ଗିବାକୁ ଚକ୍ରାନ୍ତ କରୁଛି ବିଜେପି, କହିଲେ ପ୍ରମିଳା ।
ବିଜେଡି ହାତରୁ ଖସୁଛି ଗୋଟିଏ ପରେ ଗୋଟିଏ ବ୍ଲକ୍ ଅଧ୍ୟକ୍ଷ ଆଉ ପୌରାଧ୍ୟକ୍ଷ । ଆଜି ଢେଙ୍କାନାଳ ସଦର ବ୍ଲକରେ ଅନାସ୍ଥାରେ ମାତ୍ ଖାଇଛି ବିଜେଡି ।
ବିଜେଡି ହାତରୁ ଖସୁଛି ଗୋଟିଏ ପରେ ଗୋଟିଏ ବ୍ଲକ୍ ଅଧ୍ୟକ୍ଷ ଆଉ ପୌରାଧ୍ୟକ୍ଷ । ଆଜି ଢେଙ୍କାନାଳ ସଦର ବ୍ଲକରେ ଅନାସ୍ଥାରେ ମାତ୍ ଖାଇଛି ବିଜେଡି ।
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୁଖ୍ୟତଃ ମହା ବିକାଶ ଅଘାଡି ଓ ମହାୟୁତି ମଧ୍ୟରେ ଲଢେଇ ହେଉଛି । କିନ୍ତୁ ଛୋଟ ଦଳଗୁଡିକର ରହିଛି ବଡ ଭୂମିକା । ସରକାର ଗଠନରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS), AIMIM, ବଞ୍ଚିତ ବହୁଜନ ଅଘାଡି (VBA) ଭଳି ଦଳ, ମେଣ୍ଟ ଓ କିଛି ସ୍ୱାଧୀନ ପ୍ରାର୍ଥୀ ନିର୍ବାଚନ ଫଳାଫଳକୁ ପ୍ରଭାବିତ କରିପାରନ୍ତି ।
ଲକ୍ଷେ କି ଦୁଇ ଲକ୍ଷ ନୁହେଁ ଏକାଥରେ ମିଳିଲା ୫୦ ଳକ୍ଷ ଟଙ୍କା । ପାଖାପାଖି ୧୧ଟି ଟଙ୍କା ବଣ୍ତଲ ମିଳିଛି ।
ବର୍ଷ ବର୍ଷ ଧରି ଦୁର୍ନୀତିର ଗନ୍ତାଘର ପାଲଟିଥିଲା ସମବାୟ ସଂସ୍ଥା ! ଅଡିଟ୍ ହେଉନଥିବାରୁ କେଳେଙ୍କାରୀ ବଢ଼ିଥିବା ଅଭିଯୋଗ ।
ଜୟନାରାୟଣଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଆଗୁଆ ଜାମିନ ମାଗିଥିଲେ ।
ଆୟକର ବିଭାଗ (ITR) ଦାଖଲ ତଥ୍ୟ ଅନୁଯାୟୀ, ୨୦୧୩-୧୪ ମସିହାରେ ୫୦ ଲକ୍ଷରୁ ଅଧିକ ଆୟ କରୁଥିବା ବ୍ୟକ୍ତିଙ୍କ ସଂଖ୍ୟା ୧.୮୫ ଲକ୍ଷ ଥିବା ବେଳେ ବର୍ତ୍ତମାନ ଅର୍ଥାତ ୨୦୨୩-୨୪ ମସିହାରେ ଏହା ୯.୩୯ ଲକ୍ଷରୁ ଅଧିକରେ ପହଞ୍ଚିଛି। ଯାହାକି ପ୍ରାୟ ୫ଗୁଣ ଅଧିକ।
ପ୍ରଥମ ପର୍ଯ୍ୟାୟରେ ୪୩ ବିଧାନସଭା ସିଟରେ ପଡ଼ିଲା ଭୋଟ୍ । ମତାଧିକାର ସାବ୍ୟସ୍ତ କଲେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ ।
ସରକାରୀ ବାବୁଙ୍କ ଉପରେ କଟକଣା କଷିଲେ ମୁଖ୍ୟ ସଚିବ । ଆଉ ଏପଟେ ତେଜିଲା ରାଜନୀତି । ଅଫିସରଙ୍କୁ ନେଇ ଲବି କିଛି ନୂଆ ନୁହେଁ ।
ଝାଡଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନରେ ହେବ ଅନେକ ହାଇପ୍ରୋଫାଇଲ୍ ନେତାଙ୍କ ଭାଗ୍ୟ ପରୀକ୍ଷା। ଅନେକଙ୍କ ପାଇଁ ବାଜିରେ ଲାଗିଛି ପରିବାର ଲିଗାସୀ। ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ପାଇଁ ଏ ନିର୍ବାଚନ ଅଗ୍ନିପରୀକ୍ଷା ଭଳି ହୋଇଛି ।
ବିଜେଡିର ବରିଷ୍ଠ ନେତା ଅତନୁଙ୍କ ଅଜବ ଅଙ୍କ ! ମହାକାଳପଡ଼ା ସଭାରେ ଗତକାଲି ଦେଇଥିବା ଭାଷଣରେ କହିଛନ୍ତି ପୁଣିଥରେ ମୁଖ୍ୟମନ୍ତ୍ରୀ ହେବେ ନବୀନ।
ପ୍ରଥମେ ଦେବାଶିଷ ପରେ ମୁନ୍ନା ଖାଁ ଆଉ ଏବେ ଅତନୁ । ପୁଣି ଥରେ ସରକାରକୁ ଫେରିବାକୁ ଦମ୍ଭୋକ୍ତି ଦେଖାଉଛନ୍ତି ବିଜେଡି ନେତା ।
ହଠାତ୍ ବଦଳିଲେ ଖାଦ୍ୟ ଯୋଗାଣ ସଚିବ । ହେଲେ କାହିଁକି? କନ୍ଧମାଳ ଆମ୍ବ ଟାକୁଆ ମୃତ୍ୟୁ ଏହା ପଛର କାରଣ କି?
ଜାମସେଦପୁର ଇଷ୍ଟ୍ ଆସନରେ ନିର୍ବାଚନ ଲଢୁଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ସାହୁ ଓ ପୂର୍ବତନ ସାଂସଦ ତଥା ଓଡିଶାର କଂଗ୍ରେସ ପ୍ରଭାରୀ ଅଜୟ କୁମାର ।
ପଦବୀରୁ ହଟାଯିବାର ୧୮ ଦିନ ପରେ ଚେୟାର ଛାଡୁନାହାନ୍ତି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା।