• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bjp

Ashwini Vaishnaw
କେନ୍ଦ୍ରରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ

ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ମୋଦି ସରକାରର ମନ୍ତ୍ରୀ। ଓଡ଼ିଶାରୁ କେନ୍ଦ୍ର କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ। ଶ୍ରୀ ବୈଷ୍ଣବ ରାଜ୍ୟସଭାରୁ ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି

Prithviraj Harichandan
ରାଜ୍ୟ ସରକାରଙ୍କ ଉପରେ ଜୋରଦାର ବର୍ଷିଲା ବିଜେପି: ହେଲେ କାହିଁକି?

ଆବାସ ଯୋଜନା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ପୁଣି ଥରେ ବିଜେପି ଟାର୍ଗେଟ କରିଛି। ରାଜ୍ୟରେ ଜିଓ ଟ୍ୟାଗିଂ ହୋଇପାରୁନି ଏବଂ ଅଣଫନି ପ୍ରଭାବିତ ଜିଲ୍ଲା ପାଇଁ ଆବାସ ଘର ମାଗିଛନ୍ତି।

Asuni-baishnab
କେନ୍ଦ୍ର କ୍ୟାବିନେଟ୍‌ରେ ବଡ଼ ଧରଣର ଅଦଳବଦଳ ଚର୍ଚ୍ଚା, ଜାଣନ୍ତୁ କିଏ ଫୋକସ୍‌ରେ ?

ଭୁବନେଶ୍ୱର: କେନ୍ଦ୍ର କ୍ୟାବିନେଟ୍‌ରେ ବଡ଼ ଧରଣର ଅଦଳବଦଳକୁ ନେଇ ଚର୍ଚ୍ଚା ଜୋର୍ । ମୋଦି ସରକାରର ଦ୍ୱିତୀୟ ପାଳିକୁ ୟା ଭିତରେ ଦୁଇ ବର୍ଷ ପୂରି ସାରିଥିଲେ ବି ଏଯାଏଁ କ୍ୟାବିନେଟ୍ ସଂପ୍ରସାରଣ ହୋଇନାହିଁ । ଆବଶ୍ୟକତାଠୁ ବହୁ କମ୍ ମନ୍ତ୍ରୀରେ…

Capture 8
ବଂଶଧାରା ନଦୀରେ ନେରେଡ଼ି ବ୍ୟାରେଜ, ପ୍ରଭାବିତ ଅଞ୍ଚଳବାସୀଙ୍କୁ ଭେଟିଲା ବିଜେପି ଟିମ୍‌

ଆନ୍ଧ୍ରପ୍ରଦେଶରେ ବଂଶଧାରା ନଦୀ ଉପରେ ହେବାକୁ ଥିବା ନେରେଡ଼ି ବ୍ୟାରେଜ ଦ୍ୱାରା ପ୍ରଭାବିତ ଅଞ୍ଚଳ ଗସ୍ତ କରିଛି ବିଜେପି ଟିମ୍ । ଏହି ଅବସରରେ ବିଜେପି ପ୍ରତିନିଧି ଦଳ କ୍ଷତିଗ୍ରସ୍ତ ହେବାକୁ ଥିବା ଅଞ୍ଚଳ କାଶୀନଗର ବ୍ଲକର ୩ଟି ଗାଁ ପରିଦର୍ଶନ…

Amit Shah
୫ ରାଜ୍ୟରେ ନିର୍ବାଚନ ନେଇ ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ୫ ରାଜ୍ୟରେ ନିର୍ବାଚନ ନେଇ ଦିଲ୍ଲୀରେ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ଦଳର ମୁଖ୍ୟାଳୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ୨୦୨୨ରେ ୫ଟି ରାଜ୍ୟରେ ହେବାକୁ ଥିବା ନିର୍ବାଚନ…

JP Nadda
କାଶ୍ମୀରରୁ ଧାରା ୩୭୦ ଓ ୩୫ଏ ଉଚ୍ଛେଦ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ସ୍ୱପ୍ନ ଥିଲା..

ଭାରତୀୟ ଜନସଂଘର ପ୍ରତିଷ୍ଠାତା ସ୍ୱର୍ଗତ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କର ଶ୍ରାଦ୍ଧବାର୍ଷିକୀ ଆଜି ସାରା ଦେଶ ପାଳନ କରୁଛି । ଭାରତୀୟ ଜନତା ପାର୍ଟି ମଧ୍ୟ ଏହାର ପ୍ରତିଷ୍ଠାତାଙ୍କ ଅବଦାନକୁ ମନେ ପକାଇଛି । ଗୋଟେ ପଟେ କାଶ୍ମୀରରେ ଗୁପକର୍ ଗୋଷ୍ଠୀଙ୍କ ଘନ ଘନ…

Ramdas
ଆଠୱାଲେଙ୍କ ବଡ଼ ବୟାନ, ଶିବ ସେନା ସହ ମିଶି ବିଜେପି ଗଢ଼ିବ ସରକାର

ମହାରାଷ୍ଟ୍ର: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ରାଜନୀତି ମହଲରେ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ଏହି ସାକ୍ଷାତକାର ମହାରାଷ୍ଟ୍ର ରାଜନୀତି ଉପରେ ଏକ ବଡ଼ ପ୍ରଭାବ ପକାଇବାର ସମ୍ଭାବନା ରହିଛି ବୋଲି ରାଜନୀତି…

Aparajita Sarangi
SDG ରିପୋର୍ଟ ଖୋଲିଲା ସରକାରଙ୍କ ପୋଲ, ୧୬ରୁ ଖସି ୨୧ରେ ପହଞ୍ଚିଲା ଓଡ଼ିଶା

ଭୁବନେଶ୍ୱର: ଏସଡିଜି ରିପୋର୍ଟକୁ ନେଇ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ । କହିଲେ ଓଡ଼ିଶାର ସ୍ଥିତି ଭଲ ନାହିଁ, ସରକାର ଏଥିପ୍ରତି ଗୁରୁତ୍ୱ ଦେବା ଉଚିତ୍ । ଏସଡିଜି ରିପୋର୍ଟ ଖୋଲିଦେଲା ସରକାରଙ୍କ ପୋଲ ।…

manmohan samal
‘ଏବେ ବି ପାଣିଘେରରେ ଅନେକ ଗାଁ ! ସରକାରଙ୍କ ଚିନ୍ତା ନାହିଁ, ରାଜସ୍ୱ ବିଭାଗ ଫେଲ’

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବାତ୍ୟା ପରିଚାଳନା ନେଇ ପ୍ରଶ୍ନ ଉଠାଇଲା ବିଜେପି । ବାତ୍ୟା ପରିଚାଳନାରେ ସରକାର ବିଫଳ ହୋଇଥିବା ନେଇ ଅଭିଯୋଗ କରିଛନ୍ତି ପୂର୍ବତନ ରାଜସ୍ୱ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମନମୋହନ ସାମଲ । ଗୁରୁବାର ଏକ…