ସାଧାରଣ ନିର୍ବାଚନର ଦୁଇ ମାସ ପରେ ପୁଣି ମୈଦାନରେ ମୁହାଁମହିଁ ହେବେ ବିଜେପି-ବିଜେଡି। ପଞ୍ଚାୟତ ସମିତି ଉପନିର୍ବାଚନରେ ହେବ ବଳ କଷାକଷି। ବିଜେଡି ପାଇଁ ଅଗ୍ନି ପରୀକ୍ଷା, ଶାସକ ଦଳ ବିଜେପି ପାଇଁ ସମ୍ମାନର ପ୍ରଶ୍ନ।
ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ।
ବଦଳିବ ୟୁନିଭର୍ସିଟି ଆଇନ୍- ୨୦୨୦ । ରାଜନୈତିକ ଉଦ୍ଦେଶ୍ୟରେ ନବୀନ ସରକାର ନିୟମ ବଦଳାଇଥିବା ଅଭିଯୋଗ ।
ବିଜେଡି ଅମଳରେ ଇଞ୍ଜିନିୟରଙ୍କ ବାଟ ଦେଇ ଚାଲିଥିଲା କି ଦୁର୍ନୀତି ? ୧୫ ଦିନରେ ଧରାପଡ଼ିଲେଣି ଚାରି ଚାରି ଜଣ କୁବେର ଯନ୍ତ୍ରୀ ।
ମନ୍ତ୍ରୀ ନବ ଦାସ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାର ହେବ ପୁନଃ ତଦନ୍ତ । ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ପୁନଃ ତଦନ୍ତ ନେଇ ଆଇନମନ୍ତ୍ରୀଙ୍କ ସୂଚନା ।
ନୂଆ MLAଙ୍କ କ୍ଲାସ୍ ନେବେ ନଡ୍ଡା, ଦେବେ ପଲିଟିକାଲ୍ ସକ୍ସେସ ମନ୍ତ୍ର । ଆସନ୍ତା ୧୭ ଓ ୧୮ ଦୁଇଦିନ ଧରି ଚାଲିବ ବିଧାନସଭାରେ ବିଧାୟକଙ୍କ ତାଲିମ୍ କର୍ମଶାଳା ।
ମମତା ମହାନ୍ତଙ୍କ ରାସ୍ତାରେ କି ସୁଜିତ୍ କୁମାର ? ରାଜ୍ୟକୁ ମିଳିଥିବା ନୂଆ ରେଳପ୍ରକଳ୍ପ ପାଇଁ କେନ୍ଦ୍ରକୁ ସୁଜିତଙ୍କ ପ୍ରଶଂସା ।
କଟକ ଓ ଖୋର୍ଦ୍ଧାକୁ ବି ହେଲିକପଟରରେ ଉଡିଥିଲେ ପାଣ୍ଡିଆନ୍ । RTI ତଥ୍ୟରେ ୩ ନିର୍ବାଚନ ମଣ୍ଡଳୀରେ ହେଲିପ୍ୟାଡ୍ ଖର୍ଚ୍ଚ ୭୫ ଲକ୍ଷ । ପ୍ରାବଧାନ ନଥାଇ କିଏ ଦେଇଥିଲା ଅନୁମତି ?
କେନ୍ଦୁଝରରେ ଶୂନ ହୋଇଯିବ କି ବିଜେଡି ? ସଦର ଓ ବାଂଶପାଳର ବିଜେଡି ନେତା ଓ କର୍ମୀ ବିଜେପି ମୁହାଁ । ବିଜେଡି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ ।
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲା ଖର୍ଚ୍ଚ କେଉଁଠୁ ଆସିଛି । କିଏ ବହନ କରିଛି ଏତେ ଟଙ୍କା ?
କଟାକ୍ଷ କରି ବିଜେପି କହିଛି, ପୂର୍ବରୁ ଦଳୀୟ ନେତାଙ୍କୁ ପଚାରୁ ନଥିବା ନବୀନ ଏବେ ଗଡ ଭୁଶୁଡୁଥିବା ଦେଖି ଘନ ଘନ ବୈଠକ କରୁଛନ୍ତି।
ଟାମ୍ପରିଂ ହେଲା ୫୧ଟା ସିଟ୍ ପାଇଲେ କେମିତି। ଗତ ୨୪ ବର୍ଷରେ ବିଜେଡି କେତେ ଥର ଇଭିଏମ ଗଣ୍ଡଗୋଳ କରିଛି କହୁ ବୋଲି କହିଛି ବିଜେପି।
'ମମତାଙ୍କ ସାଂସଦ ପାଣ୍ଠିକୁ ନିଜ ଜିଲ୍ଲାରେ ଖର୍ଚ୍ଚ କରିବାକୁ ଯୋଜନା କରିଥିଲେ ବବି । ହେଲେ ମମତା କ୍ୟାନସଲ କରିବା ପରେ ବଢ଼ିଥିଲା ବିବାଦ ।'
ECIଙ୍କ ନିକଟରେ ସତ୍ୟପାଠ ଦାଖଲ କରି ଦର୍ଶାଇଛି ଦଳ । କୌଣସି ପ୍ରାର୍ଥୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ ଦେଇନି କଂଗ୍ରେସ ।
ମମତାଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶ ଦାସ କିମ୍ବା ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ଭୋଟ୍ ବ୍ୟାଙ୍କ ବଢାଇବାକୁ ବିଜେପିର ନୂଆ ତରିକା, ଫୋକସରେ ଗ୍ରାମାଞ୍ଚଳ । ବିଜେପି ଆଡକୁ ଢଳୁଛନ୍ତି ସରପଞ୍ଚ ଓ ସମିତିସଭ୍ୟ ।
୬ ମାସ ତଳେ ଗାଁ ଗାଁ ବୁଲି ସଂଗୃହୀତ ହୋଇଥିବା ହଜାର ହଜାର କୁଇଣ୍ଟାଲ ଅର୍ପଣ ଚାଉଳର ସ୍ଥିତି କଣ ? ଜଗନ୍ନାଥଙ୍କୁ ସେଥିରେ ଭୋଗ ଲାଗୁଛି ତ ?
‘ବିଜେଡିର ସବୁ ସଦସ୍ୟ ଏବେ ବନ୍ଦ କୋଠରୀ ଭିତରେ ଅଛନ୍ତି । ଅମ୍ଳଜାନ ମିଳୁନି, ଅଣନିଶ୍ବାସୀ ହୋଇଗଲେଣି । ନିଶ୍ବାସ ନେବାକୁ ସେମାନେ ବନ୍ଦ କୋଠରୀ ବାହାରକୁ ଆସୁଛନ୍ତି’ ।
ନବୀନଙ୍କୁ ଝଟକା ପାଇଁ ଅନେକ ବିଜେଡି ନେତା ଲାଇନରେ ଥିବା ଚର୍ଚ୍ଚା । ବିଜେଡି ବସା ଖାଲି ହୋଇଯିବ କହି ନିଆଁ ଲଗାଇଲେ ଢାଲି । ସଂଗଠନ ପରିବର୍ତ୍ତନ ଲୋଡ଼ା ଦର୍ଶାଇ ଘିଅ ଢାଳିଲେ ଅମର ।
ଏହି ଚର୍ଚ୍ଚା ଭିତରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ଯେ, ଯାହା କେନ୍ଦ୍ରୀୟ ନେତୃତ୍ୱ ନିଷ୍ପତ୍ତି ନେବେ ସେ ଅନୁସାରେ କାର୍ଯ୍ୟ ହେବ ।
ବିଜେଡିକୁ ଟାର୍ଗେଟ କରି ବିଜେପି ନେତା ଅରବିନ୍ଦ ଢାଲି ଆହୁରି କହିଛନ୍ତି ଯେ, ‘ବିଜେଡିରେ ବାକ୍ ସ୍ୱାଧୀନତା ନାହିଁ । ବିଜେଡି ସୁପ୍ରିମୋଙ୍କୁ ଦେଖା କରିପାରିବେ ନାହିଁ ।
ଫାଟୁଛି ବିଜେଡି। ଫୁଲୁଛି ବିଜେପି । ବିଜେଡି ନେତୃତ୍ବ ଉପରେ ଆସ୍ଥା ହରାଉଛନ୍ତି କି ଜନ ପ୍ରତିନିଧି ? ଓଡ଼ିଶାରେ ଲୋକସଭା ନିର୍ବାଚନରେ ଖାତା ଖୋଲି ପାରିନଥିବା ବିଜେଡିର,ଏବେ ରାଜ୍ୟସଭା ସାଂସଦ ସଂଖ୍ୟା ଛିଡିବା ଆରମ୍ଭ ହେଲାଣି।
ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମମତା ।
ନବୀନ ସରକାରରେ ୨୦୧୮ ଅଗଷ୍ଟ ୧୫ରେ ଆରମ୍ଭ ହୋଇଥିବା BSKY ବଦଳରେ କିଭଳି ଲାଗୁହେବ ଦୁଇ ଦୁଇଟି ଯୋଜନା ? କେଉଁ ହିତାଧିକାରୀ କେଉଁ ଯୋଜନାରେ ଅନ୍ତର୍ଭୁକ୍ତ ହେବେ? ଉଭୟ ଯୋଜନାର ହିତାଧିକାରୀଙ୍କୁ ମିଳିବ ତ’ ସମାନ ଫାଇଦା ? ଏବେ ଲୋକଙ୍କ ମନରେ ଏହି ପ୍ରଶ୍ନ।