ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବା ପରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ବନିଥିଲେ ଜେଏମ୍ଏମ୍ରର ବରିଷ୍ଠ ନେତା ଚମ୍ପାଇ ସୋରେନ୍ ।
ବିଧାନସଭାରେ ଭଲ ପରଫର୍ମାନ୍ସ ଦେଖାଇ ଶ୍ରେଷ୍ଠ ବିଧାୟକ ହେବାକୁ ପାଠଶାଳାରେ ଜ୍ଞାନ ଦେଲେ ହେଭିୱେଟ୍ । ବିଧାନସଭାରେ ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମରେ ଯୋଗ ଦେଇ ବିଧାୟକମାନଙ୍କୁ ମନ୍ତ୍ର ଦେଲେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ ।

୩ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ସାମିଲ ହେବେ । ବିଜେଡିର ୨ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ନିମନ୍ତ୍ରଣ ।
ଆଗକୁ ବିଜେପି ଯାଇପାରନ୍ତି ଆହୁରି ବହୁ କର୍ପୋରେଟର ! ମଧ୍ୟ ଭୁବନେଶ୍ବରରେ ତେଜୁଛି ଶଙ୍ଖ ଦଳରେ ଅସନ୍ତୋଷ ।
ନୂଆ ଷ୍ଟିୟରିଂ କମିଟିରେ ନାହାନ୍ତି ତାରା, ନରସିଂହ, ନିରଞ୍ଜନ, ପ୍ରସାଦଙ୍କ ଭଳି ଅଭିଜ୍ଞ ।
ସବୁ ପ୍ରତିଶ୍ରୁତି ପାଳନ କରିବ ବିଜେପି ସରକାର କହିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଙ୍କୁ ପରୋକ୍ଷରେ ବି ତୀର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବିଧାନସଭାରେ ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମକୁ ନେଇ ତେଜିଲା ରାଜନୀତି । କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାରା କାର୍ଯ୍ୟକ୍ରମର ଉଦଘାଟନ ଓ ଉଦଯାପନକୁ ବିଜେଡି, ଦଳୀୟ କାର୍ଯ୍ୟକ୍ରମ ବୋଲି ଅଭିଯୋଗ କରି ଏଥିରେ ସାମିଲ ହେବ ନାହିଁ ବୋଲି କହିଛି ।
ସାଧାରଣ ନିର୍ବାଚନର ଦୁଇ ମାସ ପରେ ପୁଣି ମୈଦାନରେ ମୁହାଁମହିଁ ହେବେ ବିଜେପି-ବିଜେଡି। ପଞ୍ଚାୟତ ସମିତି ଉପନିର୍ବାଚନରେ ହେବ ବଳ କଷାକଷି। ବିଜେଡି ପାଇଁ ଅଗ୍ନି ପରୀକ୍ଷା, ଶାସକ ଦଳ ବିଜେପି ପାଇଁ ସମ୍ମାନର ପ୍ରଶ୍ନ।

ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ।
ବଦଳିବ ୟୁନିଭର୍ସିଟି ଆଇନ୍- ୨୦୨୦ । ରାଜନୈତିକ ଉଦ୍ଦେଶ୍ୟରେ ନବୀନ ସରକାର ନିୟମ ବଦଳାଇଥିବା ଅଭିଯୋଗ ।
ବିଜେଡି ଅମଳରେ ଇଞ୍ଜିନିୟରଙ୍କ ବାଟ ଦେଇ ଚାଲିଥିଲା କି ଦୁର୍ନୀତି ? ୧୫ ଦିନରେ ଧରାପଡ଼ିଲେଣି ଚାରି ଚାରି ଜଣ କୁବେର ଯନ୍ତ୍ରୀ ।
ମନ୍ତ୍ରୀ ନବ ଦାସ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାର ହେବ ପୁନଃ ତଦନ୍ତ । ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ପୁନଃ ତଦନ୍ତ ନେଇ ଆଇନମନ୍ତ୍ରୀଙ୍କ ସୂଚନା ।
ନୂଆ MLAଙ୍କ କ୍ଲାସ୍ ନେବେ ନଡ୍ଡା, ଦେବେ ପଲିଟିକାଲ୍ ସକ୍ସେସ ମନ୍ତ୍ର । ଆସନ୍ତା ୧୭ ଓ ୧୮ ଦୁଇଦିନ ଧରି ଚାଲିବ ବିଧାନସଭାରେ ବିଧାୟକଙ୍କ ତାଲିମ୍ କର୍ମଶାଳା ।
ମମତା ମହାନ୍ତଙ୍କ ରାସ୍ତାରେ କି ସୁଜିତ୍ କୁମାର ? ରାଜ୍ୟକୁ ମିଳିଥିବା ନୂଆ ରେଳପ୍ରକଳ୍ପ ପାଇଁ କେନ୍ଦ୍ରକୁ ସୁଜିତଙ୍କ ପ୍ରଶଂସା ।
କଟକ ଓ ଖୋର୍ଦ୍ଧାକୁ ବି ହେଲିକପଟରରେ ଉଡିଥିଲେ ପାଣ୍ଡିଆନ୍ । RTI ତଥ୍ୟରେ ୩ ନିର୍ବାଚନ ମଣ୍ଡଳୀରେ ହେଲିପ୍ୟାଡ୍ ଖର୍ଚ୍ଚ ୭୫ ଲକ୍ଷ । ପ୍ରାବଧାନ ନଥାଇ କିଏ ଦେଇଥିଲା ଅନୁମତି ?
କେନ୍ଦୁଝରରେ ଶୂନ ହୋଇଯିବ କି ବିଜେଡି ? ସଦର ଓ ବାଂଶପାଳର ବିଜେଡି ନେତା ଓ କର୍ମୀ ବିଜେପି ମୁହାଁ । ବିଜେଡି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ ।
ପାଣ୍ଡିଆନଙ୍କ ହେଲିକପ୍ଟର ବୁଲା ଖର୍ଚ୍ଚ କେଉଁଠୁ ଆସିଛି । କିଏ ବହନ କରିଛି ଏତେ ଟଙ୍କା ?
କଟାକ୍ଷ କରି ବିଜେପି କହିଛି, ପୂର୍ବରୁ ଦଳୀୟ ନେତାଙ୍କୁ ପଚାରୁ ନଥିବା ନବୀନ ଏବେ ଗଡ ଭୁଶୁଡୁଥିବା ଦେଖି ଘନ ଘନ ବୈଠକ କରୁଛନ୍ତି।
ଟାମ୍ପରିଂ ହେଲା ୫୧ଟା ସିଟ୍ ପାଇଲେ କେମିତି। ଗତ ୨୪ ବର୍ଷରେ ବିଜେଡି କେତେ ଥର ଇଭିଏମ ଗଣ୍ଡଗୋଳ କରିଛି କହୁ ବୋଲି କହିଛି ବିଜେପି।
'ମମତାଙ୍କ ସାଂସଦ ପାଣ୍ଠିକୁ ନିଜ ଜିଲ୍ଲାରେ ଖର୍ଚ୍ଚ କରିବାକୁ ଯୋଜନା କରିଥିଲେ ବବି । ହେଲେ ମମତା କ୍ୟାନସଲ କରିବା ପରେ ବଢ଼ିଥିଲା ବିବାଦ ।'
ECIଙ୍କ ନିକଟରେ ସତ୍ୟପାଠ ଦାଖଲ କରି ଦର୍ଶାଇଛି ଦଳ । କୌଣସି ପ୍ରାର୍ଥୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ ଦେଇନି କଂଗ୍ରେସ ।
ମମତାଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶ ଦାସ କିମ୍ବା ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।