ବବିଙ୍କ ଆଲିସାନ୍ ବଙ୍ଗଳାକୁ ନେଇ ତେଜିଲା ରାଜନୀତି । ବେଆଇନ୍ ନିର୍ମାଣ ହୋଇଥିଲେ ହେବ କାର୍ଯ୍ୟାନୁଷ୍ଠାନ କହିଲା ଜିଏ ବିଭାଗ ।
ଖୋଲିବ ଖଣି ଦୁର୍ନୀତି ପେଡ଼ି । ବନ୍ଧା ହେବେ ଖଣି ମାଫିଆ । ଏହା ସହ ଶାହା କମିଶନ ସୁପାରିଶକୁ ମଧ୍ୟ ତର୍ଜମା କରି ଅମଳ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।
ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର। ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । ଆଜି ବିଜେପିର ନବନିର୍ବାଚିତ ୧୭ ସାଂସଦ ଶପଥ ନେଇଛନ୍ତି ।
ଶପଥ ନେଇଛନ୍ତି ଓଡ଼ିଆ ସାଂସଦ । ଲୋକସଭା ସଦସ୍ୟ ଭାବେ ଆଜି ଓଡ଼ିଶାର ୧୯ ଜଣ ସାଂସଦ ଶପଥ ନେଇଛନ୍ତି ।
ରାଜ୍ୟ ସ୍ୱାର୍ଥ ପାଇଁ ଏଥର ଦିଲ୍ଲୀରେ ପ୍ରମୁଖ ବିରୋଧୀ ଦଳ ଭାବେ କାମ କରିବାକୁ ନବୀନ ଦେଇଛନ୍ତି ଗୁରୁମନ୍ତ୍ର।
ଲୋକସଭାରେ ସଂଖ୍ୟା ଶୂନ ପରେ ବିଜେଡିକୁ ଭରସା ରାଜ୍ୟସଭା । ଓଡ଼ିଶା ସ୍ୱାର୍ଥ ଲଢେଇ ପାଇଁ ନବୀନ ନିବାସରେ ରଣନୀତି ।
ମୁଖ୍ୟମନ୍ତ୍ରୀଙ୍କ ଖଣି ଯଚା ମନ୍ତବ୍ୟର ଜବାବ ରଖିଲା ବିଜେଡି । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ଦୁର୍ଭାଗ୍ୟଜନକ କହିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ ।
ଆସନ୍ତାକାଲି କଳା ଦିବସ ପାଳିବ ବିଜେପି । ଜୁନ୍ ୨୫କୁ କଳା ଦିବସ ଭାବେ ପାଳନ କରିଆସୁଛି ବିଜେପି । ଜରୁରୀକାଳୀନ ପରିସ୍ଥିତି ଘୋଷଣାକୁ ବିରୋଧ କରି ପ୍ରତିବାଦ ।
କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଭବନରେ ଶପଥପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୃହରେ ନବନିର୍ବାଚିତ ସାଂସଦଙ୍କୁ ଶପଥପାଠ କରାଇବେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ।
ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ଏହି ସ୍କିମକୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ରହିଛି । ଆଉ ଏହି ସୁଭଦ୍ରା ଯୋଜନା ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି, ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ବୋଲି ପ୍ରଭାତୀ ପରିଡା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ପାର୍ଟି ଅଫିସ୍ ଚାମ୍ବରକୁ ଧସେଇ ପଶି କାଳିମାଡ଼ କଲେ ଅଜଣା ବ୍ୟକ୍ତି । ନିଟ୍ ବିଭ୍ରାଟ ବିକ୍ଷୋଭ ଭଣ୍ଡୁର ପାଇଁ ବିଜେପିର ଅପଚେଷ୍ଟା- ଶରତ ପଟ୍ଟନାୟକ
ନିୟମ ଅନୁସାରେ ଉପାଧ୍ୟକ୍ଷଙ୍କୁ କାହିଁକି ଏତେ ଦିନ ଯାଏ ଦାୟିତ୍ୱ ଦିଆଯାଇନଥିଲା ବୋଲି କହି ବିଡିଓଙ୍କୁ ଘେରିଥିଲେ ନିର୍ବାଚନ ଜନପ୍ରତିନିଧି ।
ଝାରସୁଗୁଡ଼ାରେ ନିର୍ବାଚନ କମିଶନରଙ୍କ ତତ୍ତ୍ୱାବଧାନରେ ଏକ ଇଞ୍ଜିନିୟରିଂ ଟିମ୍ର ଉପସ୍ଥିତିରେ ୧୩ଟି ବୁଥ୍ରେ, ୧୩ ସେଟ୍ ଇଭିଏମ୍ ଓ ଭିଭିପାଟ୍ ଯାଞ୍ଚ କରାଯିବ ।
ନବୀନବାବୁଙ୍କ ହାତ କ’ଣ ପାଇଁ ଏମିତି ଥରୁଥିବା ପ୍ରଶ୍ନରେ ତାରା କହିଛନ୍ତି, ଜାଣିଶୁଣି ଏମିତି କରୁଥିବେ ବୋଲି ଭାବୁଛି। ଡ୍ରାମା କରୁଥିଲେ। ଲେଖା ଛିଡିଗଲା। ପାଇଟି ସରିଲାବୋଲି ତାରା କହିଛନ୍ତି।
ନବୀନ ସୁସ୍ଥ ଅଛନ୍ତି ନା ନାହିଁ, ସେ ବାବଦରେ ଓଡ଼ିଶାବାସୀଙ୍କ ଜାଣିବାର ଅଧିକାର ରହିଛି ବୋଲି ମୋଦି କହିଥିଲେ ।
ସୁରମା ପାଢ଼ୀ ବିଜେପିର ବାଚସ୍ପତି ପ୍ରାର୍ଥୀ । ସେ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ।
ବରଗଡ଼ରେ ସିଏମ୍ ମୋହନ ମାଝୀ ଦେଲେ ସହାୟତା । ବଦଳିବ କି କାଳିଆ ଯୋଜନା, ବଢ଼ିଲା ଚର୍ଚ୍ଚା।
ପାଣ୍ଡିଆନଙ୍କ ବାବଦରେ ପଚାରିବାରୁ ଏଡାଇଗଲେ ନେତା । କାଲି ବିଜେଡି ବିଧାୟକ ଦଳ ବୈଠକ ଉପରେ ନଜର ।
ଉପାସନା ଆହୁରି କହିଥିଲେ, ସେ ବିଧାନସଭାର ପବିତ୍ର ଗୃହ ଭିତରକୁ ପ୍ରବେଶ କରିବା ବେଳେ ସାରା ବ୍ରହ୍ମଗିରିବାସୀଙ୍କ ସାହସ ତାଙ୍କ ସାଥୀରେ ଅଛି। ଏକଥା ମଧ୍ୟ ସେ ନିର୍ବାଚନ ପୂର୍ବରୁ ବ୍ରହ୍ମଗିରିବାସୀଙ୍କୁ ଜଣାଇଦେଇଛନ୍ତି।
ବ୍ରହ୍ମପୁରରୁ ଦୁଇ ଥର ସାଂସଦ ହୋଇଥିବା ସିଦ୍ଧାନ୍ତ ଏଥର ହାଇପ୍ରୋଫାଇଲ୍ ଦିଗପହଣ୍ଡି ସିଟରୁ ବିଧାୟକ ବନିଛନ୍ତି। ଓଡ଼ିଆ ସିନେମା ଜଗତର ବଡ଼ ଷ୍ଟାର୍ ସିଦ୍ଧାନ୍ତ ନିଜ ଫିଲ୍ମ କ୍ୟାରିୟରରେ ବି ‘ସରପଞ୍ଚ ବାବୁ’ ନାଁରେ ଏକ ବଡ଼ ହିଟ୍ ଫିଲ୍ମ ଦେଇଛନ୍ତି।
ଯେଉଁ ଗୃହକୁ ସେ ମୁଖ୍ୟମନ୍ତ୍ରୀ ଥାଟ୍ଟରେ ଏଣ୍ଟ୍ରି କରୁଥିଲେ, ସେହି ଗୃହକୁ ଆଜି କେବଳ ବିଧାୟକ ହୋଇଯାଇଛନ୍ତି । ଯେଉଁ ଗୃହରେ ଦୀର୍ଘ ୨୫ ବର୍ଷ ଧରି ତାଙ୍କ ଦଳ ରାଜ କରୁଥିଲା ଆଉ ସେ ଥିଲେ ଦଳର ମୁଖିଆ, ଆଜି ସେ ବିଧାୟକ ଭାବେ ଗୃହ ଭିତରକୁ ପ୍ରବେଶ କରିଛନ୍ତି।
ପୁଅର ସଫଳତା ଦେଖି ମା ହୋଇଯାଇଛନ୍ତି ଭାବବିହ୍ୱଳ । ବୟସ ଯେତେବେଳେ ମାତ୍ର ୧୭ବର୍ଷ ହୋଇଥିଲା, ସେତେବେଳେ ବିବାହ ନ କରି ଜନସେବା ପାଇଁ ବ୍ରତ କରିଥିଲା ବୋଲି କହିଛନ୍ତି ମାଆ ।
ସାଇକେଲରେ ଆସିଲେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର । ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ସିଦ୍ଧାନ୍ତ ବିଧାନସଭାକୁ ସାଇକେଲ ଧରି ପହଁଚିଛନ୍ତି । ନିଜ ଚିରାଚରିତ ଢଙ୍ଗରେ ସାଇକେଲ ଚଲାଇ ବିଧାନସଭାକୁ ପହଞ୍ଚିଛନ୍ତି ।
କଥା ଦେଇଥିଲେ ମୋଦି ଠିକଣା ଲେଖିଦିଅ ନିଶ୍ଚିତ ଚିଠି ଲେଖିବି। ନିଜ କଥା ରଖିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଶୁଭେଚ୍ଛୁଙ୍କୁ ଚିଠି ଲେଖି ଦେଇଛନ୍ତି ସରପ୍ରାଇଜ୍।
ଆସନ୍ତା ୨୬ ତାରିଖରେ ୧୮ ତମ ଲୋକସଭାର ବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ, ଏହା ପୂର୍ବରୁ ନିଜର ସମ୍ଭାବ୍ୟ ପ୍ରାର୍ଥୀମାନଙ୍କ ସଂପର୍କରେ ଆଲୋଚନା କରିବାକୁ ଏହି ବୈଠକ ବସିଥିବା କୁହାଯାଉଛି।