ବିଜେପିକୁ ବିଜେଡିର ସହାୟତା ଖବର ଚର୍ଚ୍ଚାକୁ ଖଣ୍ଡନ କରିଛି ବିଜେପି। ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି, ବିଜେପିକୁ କାହାର ସହାୟତା ଆବଶ୍ୟକ ନାହିଁ।
ଓଡ଼ିଆ ଶ୍ରମିକଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ଜରିଆରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହଯୋଗ ଲୋଡ଼ିଛନ୍ତି ।
ରାଜ୍ୟ ରାଜନୀତିରେ ଆଜି ଦେଖିବାକୁ ମିଳିଛି କିଛି ବିରଳ ପ୍ରଥା । ଚଳିତ ବିଧାନସଭାର ପ୍ରଥମ ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୃହର ନେତା ମୋହନ ମାଝୀ ।
ରାଜ୍ୟ ରାଜନୀତିରେ ଆଜି ଦେଖିବାକୁ ମିଳିଛି କିଛି ବିରଳ ପ୍ରଥା । ଚଳିତ ବିଧାନସଭାର ପ୍ରଥମ ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୃହର ନେତା ମୋହନ ମାଝୀ ।
ଓଡ଼ିଶାରେ ସରକାର ଗଢିବା ପରେ ବିଜେପିର ପ୍ରଥମ କାର୍ଯ୍ୟକାରିଣୀ । ଜଗନ୍ନାଥଙ୍କ ଆଶୀର୍ବାଦ ନେଇ ଜଗନ୍ନାଥଙ୍କ ଧାମରେ ରାଜ୍ୟର ସର୍ବାଙ୍ଗୀନ ବିକାଶ ନେଇ ପ୍ରସ୍ତୁତ ହୋଇଛି ରୋଡମ୍ୟାପ ।
ଆକାଶ ଛୁଆଁ ହୋଇଛି ପନିପରିବା ଦର। ୫୦୦ ଟଙ୍କା ଖର୍ଚ୍ଚ କଲେ, ବ୍ୟାଗ୍ ଭର୍ତ୍ତି ହେବା ତ ଦୂରର କଥା ଅଧା ହେବା ବି ମୁସ୍କିଲ। ଗାଁଠୁ ସହର ସମସ୍ତଙ୍କୁ ବାଧୁଛି ପରିବା ଦର। ଏନେଇ ପୂର୍ବ ସରକାରକୁ ଟାର୍ଗେଟ୍ କରୁଥିବା ବର୍ତ୍ତମାନର ସରକାର ଏ ଦିଗରେ ପଦକ୍ଷେପ ନେବେ ତ…
ପଦାଧିକାରୀ ବୈଠକ ପରେ ପୁରୀରେ ଆରମ୍ଭ ହୋଇଛି ବିଜେପିର କାର୍ଯ୍ୟକାରିଣୀ ବୈଠକ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ କ୍ଷେତ୍ରୀୟ ପ୍ରଭାରୀ, ରାଜ୍ୟ ପ୍ରଭାରୀଙ୍କ ସମେତ ବିଜେପିର ସମସ୍ତ ପଦାଧିକାରୀ ଉପସ୍ଥିତ ଅଛନ୍ତି ।
ପୁରୀରେ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ଉଦଘାଟନ କରିବେ ଜେପି ନଡ୍ଡା । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ପରେ ପ୍ରସ୍ତୁତ ହେବ ଆଗାମୀ ରଣନୀତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ଦିଆଯାଇଥିଲା।
ବିଧାୟକଙ୍କୁ ନବୀନଙ୍କ ଦାୟିତ୍ୱ ବଣ୍ଟନ, ସରଗରମ ରାଜ୍ୟ ରାଜନୀତି । ନିଷ୍ପତ୍ତି ତାମିଲ ବାବୁଙ୍କର କହି ବର୍ଷିଲା ଶାସକ ବିଜେପି ।
ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ରାଜସ୍ୱ, ପ୍ରମିଳାଙ୍କୁ ପଞ୍ଚାୟତିରାଜ, ବଦ୍ରିଙ୍କୁ ମହିଳା ଓ ଶିଶୁ ବିକାଶ, ନିରଞ୍ଜନ ପୂଜାରୀଙ୍କୁ ଗୃହ, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଅର୍ଥ, ପ୍ରତାପ ଦେବଙ୍କୁ ଜିଏ, ଅରୁଣଙ୍କୁ ଜଳ ସଂପଦ, ବ୍ରଜ ପ୍ରଧାନଙ୍କୁ ସ୍ୱାସ୍ଥ୍ୟ, ରାଜେନ୍ଦ୍ର ଢୋଲକିଆଙ୍କୁ ଗଣଶିକ୍ଷା ଦାୟିତ୍ୱ ଦିଆଯାଇଛି।
ସାଂଘାତିକ ଅଭିଯୋଗ ଆଣିଲେ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ । ‘ଭଗବାନ ଭରସାରେ ଚାଲିଥିଲା ସ୍କିମ୍, ମନିଟରିଂ କରୁଥିଲା ଥାର୍ଡଫ୍ଲୋର୍’ ।
AG ଭଳି ପଦବି ଖାଲି ପଡ଼ିବା ନେଇ ବିଜେଡିର ସମାଲୋଚନା। ଠିକ୍ ସମୟରେ ଠିକ୍ ବ୍ୟକ୍ତିଙ୍କୁ ଦିଆଯିବ ନିଯୁକ୍ତି କହିଲା ବିଜେପି ।
ପୂର୍ବତନ ପ୍ରଶାସକ କହିଲେ ନିଯୁକ୍ତି ନୁହେଁ ଆକ୍ସନ । କିଭଳି ତ୍ୱରାନ୍ୱିତ ହେବ ବିଭାଗୀୟ ପ୍ରୋସିଡିଂ ଉଠିଲା ପ୍ରଶ୍ନ ।
ପୁରୀ ବଳିଆପଣ୍ଡାରେ ବୈଠକକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ।
ବିଜେପି ସରକାର ଗଠନ ପରେ ପରେ ବିଭିନ୍ନ ବୋର୍ଡ ଆଉ ନିଗମ ପାଇଁ ଆରମ୍ଭ ହୋଇଗଲାଣି ଲବି। ଦଳ ବି କାହାକୁ ପୁରସ୍କୃତ କରିବ ତାକୁ ନେଇ ବି ଅଙ୍କ କଷୁଛନ୍ତି ରାଜ୍ୟ ନେତୃତ୍ୱ ।
ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନୃସିଂହ ଚରଣ ସାହୁ ଢୋଲ ଭିତରେ ମୂଷା ପାଇଁ ଦଳ ଶୋଚନୀୟ ପରାଜୟର ଶିକାର ହେଲା ବୋଲି କହିଛନ୍ତି।
ବିଜେଡି ବିପର୍ଯ୍ୟୟକୁ ନେଇ ବରିଷ୍ଠ ନେତା ନୃସିଂହ ସାହୁଙ୍କ ମନ୍ତବ୍ୟ । ବିଭିନ୍ନ ଜାଗାରେ ଥିବା ମୂଷାଙ୍କ ପାଇଁ ହାରିଲୁ: ନୃସିଂହ ସାହୁ ।
ବିଜେପି ସାଂସଦ କଙ୍ଗନା ରଣାୱତଙ୍କ ଅଜବ ନିୟମ । ତାଙ୍କୁ ଭେଟିବାକୁ ହେଲେ ଆଧାର କାର୍ଡ଼ ନେଇ ଆସିବାକୁ ପଡ଼ିବ ବୋଲି କହିଛନ୍ତି କଙ୍ଗନା । ଯାହା ସସସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।
୨୫ ବର୍ଷ ପୁରୁଣା ନବୀନ ସରକାରର ପତନ ପରେ ଅଢ଼େଇ ଦଶନ୍ଧି ବ୍ୟବଧାନରେ ଓଡ଼ିଶା ଦେଖିଥିଲା ନୂଆ ନେତୃତ୍ୱ। ବିଜେଡିକୁ ହଟାଇ ଶପଥ ନେଲା, ବିଜେପି ସରକାର । ଆଉ ଏହି ନୂଆ ସରକାରକୁ ଦେଖୁ ଦେଖୁ ମାସେ ପୂରି ଗଲାଣି । ଅନେକ ଆଶା ଆକାଂକ୍ଷା ଭିତରେ ଏଇ ମାସକ ଭିତରେ ଏହିସବୁ ବଡ଼ ଉପଲବ୍ଧି ହାସଲ କରିଛି ମୋହନଙ୍କ ସରକାର ।
ନୂଆ ସରକାରକୁ ଦେଖୁ ଦେଖୁ ମାସେ ପୂରି ଗଲାଣି । ଅନେକ ଆଶା ଆକାଂକ୍ଷା ଭିତରେ ଏଇ ମାସକ ଭିତରେ ଅନେକ ବଡ଼ ଉପଲବ୍ଧି ହାସଲ କରିଛି ମୋହନଙ୍କ ସରକାର ।
ଓଡ଼ିଶାରେ ବିଜେପି ସରକାର ଆସିବା ପରେ ମୋହନ ସରକାର ଖଣି ଦୁର୍ନୀତି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଘୋଷଣା କରିଛନ୍ତି। ପୂର୍ବରୁ ଖଣିସଚିବ ଥିବା ମନୋଜ ଆହୁଜା ଏବେ ରାଜ୍ୟ ମୁଖ୍ୟ ଶାସନ ସଚିବ। ତେଣୁ ଆଗକୁ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି, ତା’ ଉପରେ ନଜର।
ଆଗକୁ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନହେବ, ସେଥିଲାଗି ଯତ୍ନବାନ ହେବାକୁ ସମସ୍ତଙ୍କୁ ପରାମର୍ଶ ଦେଇଛି। ଆପଣଙ୍କ ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହ ଗ୍ରହଣୀୟ ହେବ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଗାଦିମଡ଼ା IASଙ୍କ ବଦଳିକୁ ନେଇ ପାୱାର କରିଡର ହଲଚଲ । ପୂର୍ବ ପ୍ରଶାସକଙ୍କ ମତ, ବଦଳି ନୁହେଁ ଦରକାର କାର୍ଯ୍ୟାନୁଷ୍ଠାନ ।