ରାୱଲପିଣ୍ଡିର ଯୁବତୀଙ୍କ ମାୟାଜାଲରେ ପଡି ଡିଆରଡିଓରୁ ତଥ୍ୟ ଲିକ୍ କରିଥିବା ଆଶଙ୍କା କରାଯାଉଛି ।
ଘଟଣାରେ ଆଉ କେତେକଙ୍କ ସଂପୃକ୍ତି ଥିବା ମଧ୍ୟ ପୋଲିସ ସନ୍ଦେହ କରୁଛି ।
ଗିରଫ ହେଲେ ଧାର୍ମିକ ଅନୁଷ୍ଠାନର ଜଣେ ରୋଷେୟା । ମହଙ୍ଗା ପଡ଼ିଲା ଯୁବତୀଙ୍କ ନାଁରେ ଫେକ୍ ସୋସିଆଲ ମିଡିଆ ଆକାଉଣ୍ଟ ଖୋଲିବା ।