ଭୁବନେଶ୍ୱରରେ ଟ୍ରାଫିକ ପୋଲିସ୍ ପକ୍ଷରୁ କାର୍ରେ ବ୍ଲାକ୍ ସ୍କ୍ରିନ୍ ହଟାଇବା ଅଭିଯାନ ଆରମ୍ଭ ହୋଇଛି। ସୁପ୍ରିମକୋର୍ଟଙ୍କ ଗାଇଡଲାଇନ୍ ଅନୁସାରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।