• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Blackbuck Conservation

Blackbucks
ନା ମିଳୁଛି ପାଣି ନା ଅଛି ଛାଇ

ଡହ ଡହ ଖରାରେ ପାଣି ଟୋପେ ପାଇଁ ଡହଳ ବିକଳ ହେଉଛନ୍ତି ହରିଣ । ଵିଲବାଡ଼ି ,ଜଳାଶୟ ସବୁ ସୁଖିଲା ପଡିଥିବାରୁ ପାଣି ମୁନ୍ଦେ ପାଇଁ ଇତସ୍ତତ ହୋଇ ବୁଲୁଛନ୍ତି ଏହି ଜଙ୍ଗଲୀ ଜୀବ। ଏମିତିକି ବାଟବଣା ହୋଇ ଅନେକ ସମୟରେ ଦୁର୍ଘଟଣାର ଶିକାର ମଧ୍ୟ ହେଉଛନ୍ତି । ସେପଟେ ବନ ବିଭାଗ କିନ୍ତୁ କହୁଛି ପାଣି କୁଣ୍ଡର ବ୍ୟବସ୍ଥା କରାଯାଇଛି ।