• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Blast Case

SOP for Seized Explosive
ଥାନାରେ ଜବତ ବିସ୍ଫୋରକ ରଖିବା ନେଇ ଜାରି ହେଲା ଏସଓପି

ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ ପରେ ଚେତିଛନ୍ତି ରାଜ୍ୟ ସରକାର। ଜବତ ବିସ୍ଫୋରକ କେମିତି ରଖିବେ, ସେଥିପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏସ୍ଓପି ଜାରି କରାଯାଇଛି। ଅକ୍ଟୋବର ୫ ସୁଦ୍ଧା ସବୁ ଥାନାର ମାଲଖାନା ପରିଦର୍ଶନ କରିବାକୁ ଏସଡିପିଓ ବା ଡିଏସପିଙ୍କୁ ନିର୍ଦ୍ଦେଶ ଦେବାକୁ ଏସ୍ପିଙ୍କୁ କୁହାଯାଇଛି ଓ ସେ ଅନୁସାରେ ପଦକ୍ଷେପ ନେବାକୁ କୁହାଯାଇଛି।