୧୯୯୭ ମସିହାରେ ଫୁଲ ପଦ୍ମପୁର ବ୍ଲକରେ ପ୍ରଥମ ମହିଳା ଅଧକ୍ଷା ଭାବରେ ନିର୍ବାଚିତ ହୋଇଥିଲେ । କିନ୍ତୁ ଆଜି ହାତରେ କ୍ଷମତା ନାହିଁ ବୋଲି ସେ ଅଲୋଡା ହୋଇପଡିଛନ୍ତି ।
ମାତ୍ର ୧୯ ବର୍ଷ ବୟସରେ ରାଜନୀତିରେ ପାଦ ଥାପିଥିଲେ କାନ୍ତି । ତରୁଣୀ ଆଖିରେ ବସା ବାନ୍ଧିଥିଲା ଲୋକଙ୍କ ସେବା କରିବାର ସ୍ୱପ୍ନ । କିନ୍ତୁ ବିଡ଼ମ୍ବନା, ସେତେବେଳେ ଅନେକ ଲୋକଙ୍କ ଦୁଃଖ ଦୂର କରିଥିବା ଏହି ଯୁବନେତ୍ରୀ, ଆଜି ନିଜେ ଛଟପଟ ଅସରନ୍ତି ଦୁଃଖର ଚକ୍ରବ୍ୟୁହରେ ।
ହଠାତ ଯୁକ୍ତିତର୍କ କରି ମିଶନ ଶକ୍ତିର ବ୍ଲକ ପ୍ରକଳ୍ପ ସଂଯୋଜକ ନିର୍ମଳ ପଧାନଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ଏ ସଂପର୍କରେ ଏକ ମାମଲା ରୁଜୁ କରି ତୁଷୁରା ପୋଲିସ ଅଶୋକ ଦୋରାଙ୍କ ୫ ଜଣ ସମର୍ଥକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା
ବ୍ଲକ୍ ଅଧ୍ୟକ୍ଷ ପଦ ପାଇଁ ବିଜେଡି କରୁଛି ଘୋଡ଼ା ବେପାର। ଶାସକ ଦଳକୁ ଟାର୍ଗେଟ କରିବା ସହ ଘୋଡ଼ା ବେପାର ଅଭିଯୋଗ ଆଣିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା।