ଏହା ଉପରେ ଶତାଧିକ ଲୋକଙ୍କ ପରିବାର ପୋଷଣ ହୁଏ । ପୂର୍ବରୁ ପୁରୀର ଗୋଟିଏ ସମୁଦ୍ର କୂଳକୁ ବ୍ଲୁ-ଫାଗ୍ କରାଯାଇଛି । ହେଲେ ଆଉ ଗୋଟିଏ ବିଚ୍ କାହିଁକି ବୋଲି ପ୍ରଶ୍ନ କରିଛନ୍ତି ବ୍ୟବସାୟୀ ଓ ସାଧାରଣ ଲୋକେ ।