• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bmc

News Fuse | BMC Commissioner Vijay Amruta Kulange raids sweet shop in Bhubaneswar
ଦୋକାନ ବନ୍ଦ କରିଦେଲା ଜନ୍ଦା

ଦୋକାନ ବନ୍ଦ କରିଦେଲା ଜନ୍ଦା। ଶିରାରେ ଜନ୍ଦା ଦେଖି ବିଗିଡିଲେ କମିଶନର...

Kishore Mutton Hotel
ପାର୍ବଣରେ ଅପମିଶ୍ରିତ ଖାଦ୍ୟ ପ୍ରସ୍ତୁତକାରୀଙ୍କୁ ନାହିଁ ନିସ୍ତାର

ରାଜଧାନୀର ପ୍ରସିଦ୍ଧ କିଶୋର ମଟନ ହୋଟେଲକୁ ବୁଲ ଡୋଜର ଚଢାଇ ମାଟିରେ ମିଶାଇ ଦେଇଛି ବିଏମସି

Special story
ମାଟିରେ ମିଶିଲା ପ୍ରସିଦ୍ଧ କିଶୋର ମଟନ୍‌ ହୋଟେଲ୍

ବୁଲଡୋଜର ଲଗାଇ ହୋଟେଲ୍ ଭାଙ୍ଗି ଦେଇଛି ବିଏମସି

BMC seals 'Kishore Bhaina' Mutton Hotel
ସତ ନା ଲୋକ ଦେଖାଣିଆ ? ସିଲ୍‌ ପରେ କେମିତି ଖୋଲିଲା କିଶୋର ମଟନ୍‌ ହୋଟେଲ୍‌ ?

ବିଏମ୍‌ସି ପକ୍ଷରୁ କୁହାଯାଇଥିଲା କିଶୋର ହୋଟେଲ୍‌ରେ ଖାଦ୍ୟର ମାନ ଓ ସ୍ୱଚ୍ଛତା ଠିକ୍ ନଥିବାରୁ ଏହାକୁ ସିଲ୍ କରାଯାଇଥିଲା। ତେବେ ଆଜି ପୁଣି ସବୁଦିନ ଭଳି ହୋଟେଲ୍‌ରେ ଖାଦ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। 

 Kishore mutton hotel
ଭୁବନେଶ୍ୱର ପ୍ରସିଦ୍ଧ କିଶୋର ମଟନ୍‌ ହୋଟେଲ୍ ସିଲ୍

ଦୂରଦର୍ଶନ ପାଖ କିଶୋର୍ ହୋଟେଲ୍ ସିଲ୍ କରାଯାଇଛି ।

Housing For All
ରାଜଧାନୀରେ ଆଉ ସ୍ୱପ୍ନ ହେବନି ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ମୁଣ୍ଡ ଉପରେ ଛାତ

ଏହି ଯୋଜନାରେ ସରକାରୀ ହେଉ କି ବେସରକାରୀ ହାଉସିଂ ପ୍ରୋଜେକ୍ଟ, ସବୁଥିରେ ନିମ୍ନ ମଧ୍ୟବିତ୍ତଙ୍କ ପାଇଁ ରହିବ ନିଶ୍ଚିତ ସଂରକ୍ଷଣ ବ୍ୟବସ୍ଥା ।

Housing For All
‘ହାଉସିଂ ଫର୍‌ ଅଲ୍‌’ ସ୍କିମ୍‌ ଘୋଷଣା, ସମସ୍ତଙ୍କୁ ମିଳିବ ଘର !

ସରକାରୀ ପ୍ରୋଜେକ୍ଟରେ ୨୦ ପ୍ରତିଶତ ଏବଂ ବେସରକାରୀ ପ୍ରୋଜେକ୍ଟରେ ୧୦ ପ୍ରତିଶତ ଘର ଆର୍ଥିକ ଦୁର୍ବଳ ବର୍ଗଙ୍କ ପାଇଁ ରଖାଯିବ ।

Garbage Problem
ଅଳିଆ ବିବାଦ ତୁଟାଇବା ପାଇଁ ୯ ମାସ ସମୟ ମାଗିଛୁ: ଉଷା ଦେବୀ

ସଙ୍ଗୀନ ହେଲାଣି ଭୁବନେଶ୍ୱରର ପରିମଳ ବ୍ୟବସ୍ଥା । ପ୍ରାୟ ୨୦ ଦିନ ହେବ ଦାରୁଠେଙ୍ଗ ଡମ୍ପିଂୟାର୍ଡରେ ଅଳିଆ ଆବର୍ଜନା ପଡ଼ିପାରୁନଥିବାରୁ ପରିସ୍ଥିତି ଅଣାୟତ ଆଡ଼କୁ ଗତି କରୁଛି।

Garbage Problem
ଦଶମ ଦିନକୁ ଛୁଇଁଲା ରାଜଧାନୀବାସୀଙ୍କ ଅଳିଆ ଯନ୍ତ୍ରଣା

୧୦ ଦିନ ତଳେ ସ୍ଥିତି ଯେମିତି ଥିଲା, ସେଥିରେ ସୁଧାର ଆସିବ କଣ, ବରଂ ଆଜି ଆଉ ଟିକେ ସଙ୍ଗୀନ ହୋଇପଡ଼ିଛି ସ୍ଥିତି । ଦିନ ଦିନ ଧରି ଅଳିଆ ଆବର୍ଜନା ପଡ଼ି ରହିବା ପରେ ସଢ଼ିବା ଆରମ୍ଭ କଲାଣି । ଦୁର୍ଗନ୍ଧରେ ରାସ୍ତାରେ ଛିଡା ହେବା ମୁସ୍‌କିଲ ହୋଇପଡ଼ିଛି ।

BMC
କେବେ ତୁଟିବ ଅଳିଆ କଳି ? ଦୁର୍ଗନ୍ଧମୟ ହେଲାଣି ସାରା ରାଜଧାନୀ

ଗ୍ରାମସଭାର ନିଷ୍ପତ୍ତି ପର୍ଯ୍ୟନ୍ତ ଭୁଆଶୁଣିଠାରେ ଅଳିଆ ପଡିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଦାରୁଠେଙ୍ଗ ପଞ୍ଚାୟତବାସୀ ।

Smart City BMC
୨ ସପ୍ତାହ ହେଲା ଅଳିଆ ପାହାଡ଼ରେ ଛିଡ଼ା ହୋଇଛି ଭୁବନେଶ୍ୱର

ସ୍ମାର୍ଟ ସିଟିର ସ୍ଥିତି ସଙ୍ଗୀନ୍। ସହରର ଯୁଆଡ଼େ ଚାହିଁବ କୁଢ କୁଢ ଗଦା ଗଦା ଆବର୍ଜନା। ଗଳି ହେଉ କି ମେନ୍ ରୋଡ୍ ସବୁଠି ପଡିରହିଛି ଅଳିଆ। ପ୍ରାୟ ୨ ସପ୍ତାହ ହେଲା ସହରରୁ ନିୟମିତ ଉଠୁନି ଅଳିଆ। ବିଏମସିର୍ ପରିଚାଳନାଗତ ତ୍ରୁଟି ପାଇଁ ଏମିତି ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ହେଲେ BMC କହୁଛି- ସମସ୍ୟା ନାହିଁ ସମାଧାନ ସରିଛି। ଗ୍ରାଉଣ୍ଡର ସ୍ଥିତି କିନ୍ତୁ ଯଥା ପୂର୍ବଂ ତଥା ପରଂ।

Smart City BMC
ସ୍ମାର୍ଟସିଟିରେ ଆବର୍ଜନାକୁ ନେଇ ସଙ୍ଗୀନ ସ୍ଥିତି, ୨ ସପ୍ତାହ ହେଲା ଉଠୁନି ଅଳିଆ

ବିଏମ୍‌ସିର ପରିଚାଳନା ତ୍ରୁଟିରୁ ଲୋକେ ଅଣନିଶ୍ୱାସୀ ଅଭିଯୋଗ । ମହାନଗର ନିଗମ କହୁଛି ସମସ୍ୟାର ହୋଇ ସାରିଛି ସମାଧାନ ।

BMCs mobile latrines worth crores of rupees damaging
ଧୂଳି ସାତ ହେଲାଣି ବିଏମ୍‌ସିର ମୋବାଇଲ ଟୟଲେଟ୍ ବ୍ୟବସ୍ଥା

୩ ବର୍ଷ ପରେ ସେସବୁ କେମିତି ଚାଲିଛି, ମୋବାଇଲ ଟୟଲେଟ୍ ଅବସ୍ଥା କେମିତି ଅଛି ଆସନ୍ତୁ ଜାଣିବା।

Market Building
ଆଜିଠୁ ଖୋଲିବ ଭୁବନେଶ୍ୱର ମାର୍କେଟ୍‌ ବିଲ୍ଡିଂ

ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ୩ ଦିନ ବନ୍ଦ ରହିବା ପରେ ଆଜିଠୁ ଖୋଲିବ। ମାର୍କେଟ ବିଲ୍ଡିଂ ଭିତରେ ଉଠା ଦୋକାନୀଙ୍କୁ ନ ବସାଇବା ପାଇଁ ବିଏମ୍‌ସି ଓ କମିଶନରେଟ୍ ପୁଲିସର ପ୍ରତିଶ୍ରୁତି ପରେ ସ୍ଥାୟୀ ବ୍ୟବସାୟୀମାନେ ଦୋକାନ ଖୋଲିବାକୁ ରାଜି ହୋଇଛନ୍ତି।

Bhubaneswar: People To Be Fined Upto Rs 10000 For Throwing Garbage In Open
ରାସ୍ତାରେ ଅଳିଆ ପକାଇ ପଡ଼ିବ ମହଙ୍ଗା: ଦେବାକୁ ପଡ଼ିବ ୧୦,୦୦୦ ଫାଇନ୍‌ !

ରାସ୍ତାରେ ଅଳିଆ ପକାଇଲେ ଦେବାକୁ ପଡ଼ିବ ଫାଇନ୍....

BMC sealed
ସିଲ୍ ହେଲା ରିଲାଏନ୍ସ ଫ୍ରେସ ଷ୍ଟୋର

ଆଜି ବିଏମ୍‌ସି ଅଧିକାରୀ ଷ୍ଟୋର୍‌ର ସ୍ଥିତି ପରଖିଥିଲେ।

BMC Sealed Green Chillyz Outlet
ଗ୍ରୀନ୍‌ ଚିଲିଜ୍‌କୁ ସିଲ୍‌ କଲା BMC

ମାଷ୍ଟରକ୍ୟାଣ୍ଟିନରେ ଥିବା ଗ୍ରୀନ୍‌ ଚିଲିଜ୍‌ ଦୋକାନକୁ BMC(ଭୁବନେଶ୍ୱର ମହାନଗର ନିଗମ) ସିଲ୍‌ କରିଛି। ଅସ୍ୱାସ୍ଥ୍ୟକର ପରିବେଶରେ ଖାଦ୍ୟ ପରିବେଷଣ କରାଯାଉଥିବାରୁ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।

covid 19
କରୋନା ମାଡ଼ୁଥିବାରୁ BMCର କଡ଼ା କଟକଣା : ସପିଙ୍ଗ ମଲ୍ ଓ ଦୋକାନରେ ଭିଡ଼ ନକରିବାକୁ ତାଗିଦ୍

ଠେଲା ଜଳଖିଆ, ଚା, ଲସି, ଗୁପଚୁପ୍ ଦୋକାନୀଙ୍କୁ ଭିଡ଼ କରିବା ମନା

Deputy Mayor
ସବୁ ଚର୍ଚ୍ଚା ଓ ଆକଳନକୁ ଚକମା ଦେଇ ବିଜେଡି ପୁଣି ଖେଳିଛି ମହିଳା ଗୋଟି

ଭୁବନେଶ୍ୱର ମହାନଗର ନିଗମର ମଙ୍ଗ ଏବେ ମହିଳାଙ୍କ ହାତରେ । ପ୍ରଥମେ ମେୟର ତାପରେ ଡେପୁଟି ମେୟର, କଟକ ପରେ ଭୁବନେଶ୍ୱରରେ ବିଜେଡ଼ିର ସରପ୍ରାଇଜ୍ କାର୍ଡ । ସବୁ ଚର୍ଚ୍ଚା ଓ ଆକଳନକୁ ଚକମା ଦେଇ ବିଜେଡି ପୁଣି ଖେଳିଛି ମହିଳା ଗୋଟି ।

BMC Deputy Mayor Election Today, Process To Begin At 10 AM | Bhubaneswar
ଆଜି ଭୁବନେଶ୍ୱର ଡେପୁଟି ମେୟର ନିର୍ବାଚନ; କିଏ ପିନ୍ଧିବ ମୁକୁଟ ?

ଆଜି ଭୁବନେଶ୍ୱର ମହାନଗର ନିଗମ ଡେପୁରୀ ମେୟର ନିର୍ବାଚନ । ଦିନ ୧୦ଟାରୁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ।

Bhubaneswar Suspense
କିଏ ହେବ ଭୁବନେଶ୍ୱରର ଡେପୁଟି ମେୟର?

କିଏ ହେବ ଭୁବନେଶ୍ୱରର ଡେପୁଟି ମେୟର? ଆସନ୍ତାକାଲି ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୋର୍ ଧରିଛି ଚର୍ଚ୍ଚା। ତେବେ ଏହି ପଦଲାଗି ଜୋରଦାର୍ ଲବି ଚାଲିଛି। ଭୁବନେଶ୍ୱରର ତିନି ନିର୍ବାଚନ ମଣ୍ଡଳୀରୁ କେଉଁଠୁ ଆସିବ ଡେପୁଟି ମେୟରଙ୍କ ନାଁ, କେଉଁ ବିଧାୟକଙ୍କର ରହିଛି କେତେ ଦବ୍‌ଦବା, ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା।

ULB Polls
ULB Polls: ଏଥର ୨୨ ହଜାର ପୋଲିଂ କର୍ମଚାରୀ, ୪୦ ଲକ୍ଷ ୫୫ ହଜାର ଭୋଟର

ଭୋଟ୍ ଗ୍ରହଣ ଲାଗି ମୋଟ୍ ୨୨ ହଜାର ପୋଲିଂ କର୍ମଚାରୀ ରହିବେ । ତେବେ ୨୩ ତାରିଖ ଅପରାହ୍ନ ସୁଦ୍ଧା ସବୁ ପୋଲିଂ ଷ୍ଟାଫ୍ ନିଜ ବୁଥରେ ପହଞ୍ଚିଯିବେ ବୋଲି ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି ।

BMC Mayor
କାହାକୁ ବାଛିବେ ମେୟର ? କେଉଁ ପ୍ରାର୍ଥୀଙ୍କ କ’ଣ ରହିଛି ବ୍ୟାକ୍‌ଗ୍ରାଉଣ୍ଡ ? ଜାଣନ୍ତୁ..

ବିଜେଡିରୁ ସୁଲୋଚନା ଦାସ ମେୟର ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ମଧୁସ୍ମିତା ଆଚାର୍ଯ୍ୟ । ସେପଟେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ସୁନୀତି ମୁଣ୍ଡ୍ ।

News Fuse। Congress’ BMC Candidate Madhusmita Acharya Begins Election Campaign
ମୁଁ ମେୟର ହେଲେ, ସକାଳୁ ଉଠିଲା ବେଳର ସମସ୍ୟାଟା ସୁଧାରିବି...

ମୁଁ ମେୟର ହେଲେ ସକାଳୁ ଉଠିଲେ ଯେଉଁ ସମସ୍ୟାଟା ହୁଏ ସେଇଟାକୁ ଆଗେ ଠିକ୍‌ କରିବି। ହେଲେ ସକାଳୁ ଆମର ଯାହା ହୁଏ ଇଏ କେମିତି ଜାଣିଲେ? ମେୟର ହେବା ପୂର୍ବରୁ ମ୍ୟାଡମ୍‌ ବୋଧହୁଏ ଥିଲେ ଡାକ୍ତର...ନା କଣ କହୁଛୁ ନାରଣ?

BMC
ଆସିଲା BMCର ଫାଇନାଲ ରିପୋର୍ଟ ! ମଇଦାନରେ ୧୨ ମେୟର- ୩୪୩ କର୍ପୋରେଟର ପ୍ରାର୍ଥୀ

ବିଏମ୍‌ସିର ୬୭ଟି ୱାର୍ଡର କର୍ପୋରେଟର ପଦବୀ ପାଇଁ ମୋଟ ୩୪୩ଟି ନାମାଙ୍କନ ପତ୍ର ଦାଖଲ ହୋଇଥିଲା । ଯାଞ୍ଚ ସମୟରେ ଗତକାଲି କେବଳ ଜଣେ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ ହୋଇଛି ।