ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ। ଚଳିତ ବର୍ଷ ୨ ହଜାର ୯ ଶହ ୯୧ କେନ୍ଦ୍ରରେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।
ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି ।
ଏଣିକି ସ୍କୁଲ୍ ପାଠ୍ୟକ୍ରମରେ ସାମିଲ ହେବ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍ ପରିଚାଳନା ...
ଭୁବନେଶ୍ୱର : କମିଲା ମାଟ୍ରିକ୍ ପାସ୍ ହାର। ଗତ ବର୍ଷଠାରୁ ଏବର୍ଷ ପାସ୍ ହାର ପାଖାପାଖି ୯ ପ୍ରତିଶତ କମିଛି। ଗତବର୍ଷ ୮୫ .୨୮ ପ୍ରତିଶତ ପିଲା ପାସ୍ କରିଥିବା ବେଳେ ଏଥର ପାସ୍ ହାର ରହିଛି ୭୬.୩ ପ୍ରତିଶତ। ଏବର୍ଷ ମୋଟ ୫ ଲକ୍ଷ ୭୬ ହଜାର ୩୯୮ ଜଣ ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ ହୋଇଛନ୍ତି ୪ ଲକ୍ଷ ୩୮ ହଜାର ୩୪୮ ଜଣ। ତେବେ ପୂର୍ବ ବର୍ଷ ଭଳି ଏଥର ମଧ୍ୟ ପୁଅଙ୍କ […]