ନାଗରିକ ସୁରକ୍ଷା ବିଭାଗର ମୁଖ୍ୟ ଥୋମାସ ଜିମାସେ ରେଡିଓ ଗୁଇରାକୁ କହିଛନ୍ତି ଯେ ଆମେ ୫୮ଟି ମୃତଦେହ ଉଦ୍ଧାର କରିଛୁ। ସେ ଆହୁରି ମଧ୍ୟ କହିଛନ୍ତି ଯେ କେତେଜଣ ନିଖୋଜ ଅଛନ୍ତି ସେନେଇ କୌଣସି ସଠିକ୍ ସୂଚନା ନହିଁ।
ଝାରସୁଗୁଡ଼ା ଲଖନପୁର ଡଙ୍ଗାବୁଡ଼ି ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି । ତେବେ ଶରଧା ଘାଟରେ କାହା ସାହସରେ ଫଟା ଦଦରା ଡଙ୍ଗା ଚାଲିଥିଲା, ପ୍ରଶାସନ ଆଖିରେ ଆଙ୍ଗୁଠି ଗେଞ୍ଜି ବିନା ଲାଇଫ ଜାକେଟରେ କିପରି ଲୋକଙ୍କୁ ନେବାଆଣିବା ହେଉଥିଲା, ଏସବୁ ଦିଗକୁ ନେଇ ସନ୍ଦେହ ଉପୁଜିଛି।
ଡଙ୍ଗାବୁଡ଼ିରେ ଚାଲିଗଲା ସାତ ସାତ ଜଣ ନିରୀହଙ୍କ ଜୀବନ । ଖୁସି ମଉଜରେ ପିକନିକ୍ ସାରି ଖୁସିରେ ଖୁସିରେ ଘରକୁ ବାହୁଡ଼ିବା ବେଳକୁ ଅକାଳ ଅଘଟଣ କେଉଁଠି ଥିଲା କେଜାଣି, ଝଡ଼ ଭଳି ମାଡ଼ି ଆସି ଉଜାଡ଼ି ଦେଲା ସବୁକିଛି, ଧୋଇଦେଲା ସବୁ ଖୁସି ।
ମହାନଦୀରେ ଡଙ୍ଗା ବୁଡ଼ି ଘଟଣାରେ ୭ ଜଣଙ୍କ ମୃତ୍ୟୁ । ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ଆରମ୍ଭ ହୋଇଥିବା ସର୍ଚ୍ଚ ଅପରେସନ୍ ପରେ ୬ ଜଣଙ୍କ ମୃତଦେହ ମିଳିଛି ।
ଝାରସୁଗୁଡ଼ା ଲଖନପୁର ମହାନଦୀରେ ବୋଟ୍ ଟ୍ରାଜେଡିରେ ନିଖୋଜ ୭ ଜଣଙ୍କର ଏଯାଏଁ ପତ୍ତା ମିଳୁନି । ୨ଟି ସର୍ଚ୍ଚ କ୍ୟାମେରା ସହାୟତାରେ ନିଖୋଜ ୭ ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି ।
ଅନ୍ଧାର ରାତିରେ ମଝି ସମୁଦ୍ରରେ ବୁଡ଼ିଗଲା ଡଙ୍ଗା। ଏଥିରେ ୭୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅଧିକାଂଶ ଲୋକଙ୍କ କୌଣସି ପତ୍ତା ମିଳିପାନାହିଁ।
ସିଙ୍ଗାରାମ ନିକଟରେ ଦେଶୀ ଡଙ୍ଗାରେ ମାଛ ଧରିବାକୁ ଯାଇଥିଲେ
ଡଙ୍ଗାରେ ୩୦ ଜଣ ଲୋକ ସବାର ଥିବା ଜଣାପଡ଼ିଛି । ଆଉ ସେହି ସମୟରେ ଏହି ଦୁର୍ଘଟଣା ଘଟିଛି ।
ଡଙ୍ଗା ମାଲିକ ନାଜିରଙ୍କ ନାଁରେ ହତ୍ୟା ଅପରାଧ ଭଳି ମାମଲା ଦାୟର କରାଯାଇଛି । ହେଲେ ଦୁର୍ଘଟଣା ପରଠୁ ଡଙ୍ଗା ମାଲିକ ଫେରାର ହୋଇଯାଇଛି
ଅନ୍ଧାର ରାତିରେ ବଡ଼ ଅଘଟଣ। ଡଙ୍ଗା ଓଲଟି ୨୧ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୭ ଜଣଙ୍କ ଅବସ୍ଥାରେ ଗୁରୁତର ରହିଛି। ଅଘଟଣ ବେଳେ ଡଙ୍ଗାରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ।
ମୋଟ୍ ଦେଶୀ ଡଙ୍ଗାରେ ୮ଜଣ ଯାତ୍ରୀ ଯାତ୍ରା କରୁଥିଲେ । ସମସ୍ତ ୮ଜଣ ମୁଖିଗୁଡ଼ାଇରୁ ତେନ୍ତୁଳିପଦର ଆସୁଥିଲେ ।
ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହାସହ ଉଦ୍ଧାର କାର୍ଯ୍ୟକୁ ତ୍ୱରାନିତ କରିବା ଲାଗି ହେଲିକପ୍ଟର ସାମିଲ କରିବାକୁ ଅନୁରୋଧ କରାଯାଇଛି।
ଶ୍ରମିକମାନେ କାମ ସାରି ଡଙ୍ଗାରେ ଘରକୁ ଫେରୁଥିବା ବେଳେ ଦାନପୁର ନିଟକରେ ଗଙ୍ଗା ନଦୀରେ ଡଙ୍ଗାଟି ଓଲଟି ପଡ଼ିଥିଲା। ସେହି ସମୟରେ ଡଙ୍ଗାରେ ୫୫ ଜଣ ଶ୍ରମିକ ଥିଲେ।
ପାଖାପାଖି ୩୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଇଞ୍ଜିନ ଚାଳିତ ଡଙ୍ଗା ଗଙ୍ଗା ନଦୀରେ ଓଲଟି ପଡ଼ିଥିବା ସୂଚନା ମିଳିଛି। ଏବେବି ୫ ଜଣ ଶିଶୁ ନିଖୋଜ ଅଛନ୍ତି।