ଓସିଏ ସଭାପତି ପଦ ଛାଡ଼ିଲେ ପ୍ରଣବ ପ୍ରକାଶ ଦାସ ଓରଫ ବବି । ଦୁଇ ବର୍ଷ ଦାୟିତ୍ୱ ସମ୍ଭାଳିବା ପରେ ଅପ୍ରତ୍ୟାଶିତ ଭାବରେ ପଦ ଛାଡ଼ିଛନ୍ତି ବିଜେଡିର ଏହି ଟାଣୁଆ ନେତା ।
ଓସିଏ ସଭାପତି ପଦ ଛାଡ଼ିଲେ ପ୍ରଣବ ପ୍ରକାଶ ଦାସ ଓରଫ ବବି । ଦୁଇ ବର୍ଷ ଦାୟିତ୍ୱ ସମ୍ଭାଳିବା ପରେ ଅପ୍ରତ୍ୟାଶିତ ଭାବରେ ପଦ ଛାଡ଼ିଛନ୍ତି ବିଜେଡିର ଏହି ଟାଣୁଆ ନେତା ।
ଭୁଶୁଡୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ଶଙ୍ଖ ଗଡ଼ । ମାଳ ମାଳ ବିଜେଡି ନେତା ବିଜେପି କ୍ୟାମ୍ପକୁ ଡେଇଁଲେଣି । ଅନେକ ସରପଞ୍ଚ ଓ ସମିତି ସଭ୍ୟ ବି ଶାସକ ଦଳ ମୁହାଁ ।
ଜଣେ ଜନୈକ ବ୍ୟକ୍ତି ଲଲଙ୍କ ନାଁରେ ଜାତିଆଣ ଆକ୍ଷେପ ଅଭିଯୋଗ ଆଣିଛନ୍ତି । ସୂଚନା ଅନୁସାରେ ବର୍ତ୍ତମାନ ଲଲଙ୍କ ନାଁରେ ମୋଟ୍ ୫ଟି ମାମଲା ଅଛି । ତତ୍ମଧ୍ୟରୁ ଗୋଟିଏ ମାମଲାରେ ଜାମିନ ମିଳିଛି ।
ବ୍ୟବସାୟୀଙ୍କ ଅଭିଯୋଗ ଆଧାରରେ BNS ୧୧୫(୨), ୨୯୬, ୩(୫), ୩୦୩ (୨), ୩୨୪(୪)ରେ ମାମଲା ରୁଜୁ କରାଯାଇଛି ।
ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର ମହାନ୍ତି କ୍ୟାପିଟାଲ ଥାନାରେ ଏତଲା ଦେଇଛନ୍ତି । ସତ୍ୟଙ୍କ ଅଭିଯୋଗ ବବି ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ଯ୍ୟ ।
ଲୁଚି ଛପି କିଛି ବ୍ୟକ୍ତି ଏହି କ୍ବାର୍ଟର୍ସ ଭିତରେ ହୋଇଥିବା ନିର୍ମାଣକୁ ଭାଙ୍ଗିବାରେ ଲାଗିଛନ୍ତି। ତେବେ କାହିଁକି ଓ କିଏ ଏହାକୁ ଭାଙ୍ଗୁଛି ସେଥିପାଇଁ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି।
ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ ଘର ।
ବିଜେଡି ନେତା ବବି ଦାସଙ୍କ ସରକାରୀ ଘରେ ଭଙ୍ଗାରୁଜା ଚାଲିଛି । ତେବେ କାହିଁକି ଭଙ୍ଗାରୁଜା ଚାଲିଛି ଏବଂ ଅଣ୍ଡରଗ୍ରାଉଣ୍ଡରେ କ’ଣ ଚାଲିଥିଲା, ସେ ନେଇ ଖୋଳତାଡ଼ ଚାଲିଛି।
ରାଜ୍ୟ ରାଜନୀତିରେ ଦବ୍ଦବା ଜାହିର କରିଥିବା ବବି ଦାସଙ୍କ ଏବେ OCA(Odisha Cricket Association) ଉପରେ ଆଖି। OCA ଉପରେ ସିଧାସଳଖ କବ୍ଜା ପାଇଁ ବିଜେଡି ପକ୍ଷରୁ ପଦକ୍ଷେପ ନିଆଯାଇଥିବା କୁହାଯାଉଛି।