ବଲାଙ୍ଗିର ଆର୍ଟିଓ ଛକର ସିରିଜ୍ ଦୁର୍ଘଟଣା ଏକ ପ୍ରି ପ୍ଲାନ୍ ମର୍ଡର ଥିଲା। ହତ୍ୟା ଉଦ୍ୟମ କରି ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା ହୋଇଥିଲା।