ବର୍ତ୍ତମାନ ସୋସିଆଲ୍ ମିଡିଆରେ ଏପରି ଜଣେ କାଉଡିଆଙ୍କ ଭିଡିଓ ଭାଇରାଲ୍ ହେଉଛି ଯିଏ ଅନ୍ୟ ଭକ୍ତଙ୍କଠାରୁ ଭିନ୍ନ। ବୋଲ୍ବମ୍ ଯାତ୍ରାରେ ବାହାରିଥିବା ଏହି କାଉଡିଆଙ୍କର କେବଳ ଗୋଟିଏ ଗୋଡ ଅଛି, କିନ୍ତୁ ତାଙ୍କ ଭକ୍ତି ଆଗରେ ତାଙ୍କ ଶାରିରୀକ ସ୍ଥିତି ହାର ମାନିଛି। ସେ ସାହସର ସହିତ ଗୋଟିଏ ଗୋଡରେ ଯାତ୍ରା ଆରମ୍ଭ କରିଛନ୍ତି।
ଆଜିକାଲି ବୋଲ୍ବମ୍ ଯାତ୍ରା ଖୁବ୍ ଲୋକପ୍ରିୟ ହେବାରେ ଲାଗିଛି। ପିଲା, ବୃଦ୍ଧ, ଯୁବକ, ମହିଳା ଏହାକୁ ଆପଣେଇ ନେଲେଣି। ବର୍ଷକୁ ବର୍ଷ କାଉଡିଆମାନଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ଏହି ବୋଲ୍ବମ୍ ଯାତ୍ରାର ଅନେକ ନିୟମ ରହିଛି। ଆପଣ ଯଦି ଜାଣି ନାହାନ୍ତି ତେବେ ଜାଣିବା ପାଇଁ ପଢନ୍ତୁ।
ଶିବ ଭକ୍ତମାନେ ବୋଲ୍ବମ୍ ଯାତ୍ରାରେ ନଦୀର ପବିତ୍ର ଜଳକୁ କାନ୍ଧରେ ନେଇ ଶିବଲିଙ୍ଗ ଉପରେ ଜଳାଭିଷେକ କରନ୍ତି। ପ୍ରତି ସୋମବାର ଏହି ଜଳାଭିଷେକ କଲେ ମହାଦେବ ସନ୍ତୁଷ୍ଟ ହୁଅନ୍ତି ବୋଲି ବିଶ୍ୱାସ ରହିଛି। କାଉଡିଆମାନେ ଜଳ ନେଇ ଯାତ୍ରା ସମୟରେ ‘ବୋଲ୍ବମ୍’ ନାରା ଦେଇଥାନ୍ତି। ଆସନ୍ତୁ ଜାଣିବା ଏହା ପଛର କାରଣ।
ଆଜିକାଲି ବୋଲ୍ବମ୍ ଯାତ୍ରା ଖୁବ୍ ଲୋକପ୍ରିୟ ହେବାରେ ଲାଗିଛି। ପିଲା, ବୃଦ୍ଧ, ଯୁବକ, ମହିଳା ଏହାକୁ ଆପଣେଇ ନେଲେଣି। ଶିବ କୃପା ପାଇବା ପାଇଁ ଖାଲି ପାଦରେ ଦୂରଦୂରାନ୍ତରେ ଥିବା ଶୈବପୀଠକୁ ଯାଇ ଜଳାଭିଷେକ କରୁଛନ୍ତି। ତେବେ ଏହି ବୋଲ୍ବମ୍ ଯାତ୍ରାର ଅନେକ ନିୟମ ରହିଛି। ଆପଣ ଯଦି ଜାଣି ନାହାନ୍ତି ତେବେ ଜାଣିବା ପାଇଁ ପଢନ୍ତୁ।
ପିପିଲି ଛକ ନିକଟରେ ବୋଲବମ୍ ଭକ୍ତଙ୍କ ଉପରେ ମାଡ଼ିଗଲା କାର୍। କଟକ ଗଡ଼ଗଡ଼ିଆ ଘାଟରୁ ନୃସିଂହ ପାଣି ଉଠାଇ ପୁରୀ ଲୋକନାଥ ମନ୍ଦିର ଯାଉଥିଲେ।