Tag: Bollywod

Masoom Sawaal
ସାନିଟାରୀ ନାପ୍‌କିନ୍‌ରେ ଭଗବାନ ଶ୍ରୀକୃଷ୍ଣଙ୍କ ଫଟୋ ! ‘ମାସୁମ ସୱାଲ’ ପୋଷ୍ଟରକୁ ନେଇ ବଢ଼ିଲା ବିବାଦ

ଫିଲ୍ମ ନିର୍ମାତା ଓ ଅନ୍ୟ କଳାକାର ମଧ୍ୟ କହିଛନ୍ତି, ଏଭଳି ପୋଷ୍ଟର ତିଆରି ପଛରେ କୌଣସି ମନ୍ଦ ଉଦ୍ଦେଶ୍ୟ ନଥିଲା । ଜାଣିଶୁଣି କାହାରିକୁ ଅପମାନିତ କରିବା ପାଇଁ ଏଭଳି ପୋଷ୍ଟର କରାଯାଇ ନାହିଁ ।