ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ । ଦିଲ୍ଲୀ ବିମାନ ବନ୍ଦରରେ ବଢ଼ିଲା କଡ଼ା ସୁରକ୍ଷା ବ୍ୟବସ୍ଥା । ଯାତ୍ରୀ ଓ କ୍ରିଉ ମେମ୍ବର ସୁରକ୍ଷିତ ଥିବା ସୂଚନା ।
ଭୁବନେଶ୍ବର କେଦାରପଲ୍ଲୀ ବସ୍ତିରେ ସିରିଜ୍ ବୋମାମାଡ଼ ହୋଇଛି । କେଦାରପଲ୍ଲୀ ବସ୍ତିର ଲେନ୍-୧ ଓ ବରହମପୁର ଗଳିରେ ଏହି ବୋମାମାଡ଼ ହୋଇଥିବା ଜଣାପଡ଼ିଛି । ଏଥିରେ ଜଣେ ନାବାଳକ ଆହତ ହୋଇଥିବା ବେଳେ ଘଟଣାର ଖୋଳତାଡ଼ କରୁଛି ପୋଲିସ୍।
ଖୋର୍ଦ୍ଧା ବାଲୁଗାଁରେ ସମ୍ପତ୍ତି ବିବାଦକୁ ନେଇ ବୋମା ମାଡ଼ ହୋଇଥିବା ଜଣାପଡିଛି। ବାପା ଓ ସାନପୁଅ ବଡ଼ ପୁଅକୁ ହତ୍ୟା କରିବା ଉଦ୍ଦେଶ୍ୟରେ ଘର ଉପରକୁ ବୋମା ମାଡ଼ କରିଥିଲେ। କିନ୍ତୁ ବୋମାଟି ଛିଟିକି ଆସି ସାନପୁଅ ଦେହରେ ବାଜିଥିଲା।
ସମ୍ବଲପୁର ସହରର ପୀରବାବା ଛକରେ ବୋମାମାଡ଼ ଘଟଣାର ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାରେ ୩ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି । ବୋମାମାଡ ଘଟଣାରେ ଗୋଟିଏ ବୁଲେଟ ମୋଟରସାଇକେଲ କ୍ଷତିଗସ୍ତ ହୋଇଛି ।
ଗୋଷାଣି ନୂଆଗାଁ ବଡ଼ସାହି ମଠ ମନ୍ଦିର ନିକଟରେ ବୋମାମାଡ଼ ହୋଇଥିବା ସୂଚନା
ଠିକାଦାରଙ୍କୁ ଦାଦା ବଟି ମାଗିଲେ ଓ ତା’ପରେ ବୋମାମାଡ଼ କଲେ। ମ୍ୟାନେଜରଙ୍କୁ ଆକ୍ରମଣ କରି ଲୁଟି ନେଲେ।
ଘର ଉପରକୁ ବୋମା ମାଡ । ପୁରୀର ଏନ୍ଫୋର୍ସମେଣ୍ଟ ଅଧିକାରୀ କାଶୀନାଥ ମହାରଣାଙ୍କ ଘର ଉପରକୁ ବୋମାମାଡ଼ ହୋଇଛି ।
ଏସପିଙ୍କ ପ୍ରେସମିଟ ପରେ କେନ୍ଦୁଝର ବିଧାୟକ ମୋହନ ମାଝୀ କହିଛନ୍ତି ଯେ ପ୍ରକୃତ ଦୋଷୀକୁ ଛାଡ଼ିଦେବା ପାଇଁ ଷଡ଼ଯନ୍ତ୍ର କରାଯାଇଛି। ପ୍ରକୃତ ରହସ୍ୟକୁ ଲୁଚାଇବାକୁ ବିଧିବଦ୍ଧ ଚକ୍ରାନ୍ତ କରାଯାଇଛି। ପ୍ରକୃତ ଦୋଷୀକୁ ଖସିଯିବା ପାଇଁ ଏସ୍ପି ରାସ୍ତା ପ୍ରସ୍ତୁତ କରିଛନ୍ତି।
କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ିକୁ ବୋମାମାଡ଼ ମାମଲାରେ ୩ ଜଣ ଗିରଫ। ମାମଲାରେ ସଂପୃକ୍ତ ୩ ଜଣଙ୍କୁ ଗିରଫ କରିଛି ଟାଉନ୍ ଥାନା ପୋଲିସ୍ । ୩ ଜଣଙ୍କୁ ଗିରଫ ନେଇ କେନ୍ଦୁଝର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ଅଭିଯୁକ୍ତ କିଏ ?
ସରକାରଙ୍କ ନିୟମକୁ ବିରୋଧ କରି ସ୍ଥାନୀୟ ଲୋକଙ୍କ ଆନ୍ଦୋଳନକୁ ସମର୍ଥନ କରୁଥିବାରୁ କାଳେ ସେ ଏଥିରୁ କିଛି ଫାଇଦା ନେଇଯିବେ, ଏଥିପାଇଁ ତାଙ୍କ ଗାଡିକୁ ବୋମାମାଡ ହୋଇଥିବା ବିଧାୟକ ସନ୍ଦେହ କରିଛନ୍ତି।