• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bonded Labor

Bonded Labor Rescued
ବାରାଣସୀରୁ ୨୧ ଓଡ଼ିଆ ଦାଦନ ଉଦ୍ଧାର, ସେଥିରେ ୧୧ ନାବାଳକ 

ଘର ରାୟଗଡ଼ାକୁ ପଠାଇବାର ବ୍ୟବସ୍ଥା ହେଉଛି । କାମର ଲୋଭ ଦେଖାଇ ଏମାନଙ୍କୁ ନିଆଯାଇଥିଲା ବାରାଣସୀ  ।

Bonded Labor
ନା ହାତକୁ କାମ ମିଳୁଛି, ନା ଥମୁଛି ଦାଦନ ଧାଉଡ଼ି ! ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଦାଦନ ଦୁଃଖର ଅସରନ୍ତି ଚିତ୍ର

ସବୁ ଜିଲ୍ଲାରେ ନିୟୋଜନ ପ୍ରତିଶ୍ରୁତି ସତ୍ତ୍ୱେ ଗଂଜାମରେ ଦାଦନ ଦୁଃଖ । ମାସକ ଭିତରେ ସୁରତରେ ତିନି ଦାଦନ ଶ୍ରମିକଙ୍କ ମୃତ୍ୟୁ ।

Bhumika
ପ୍ରତି ଗାଁକୁ ଜଣେ ଭୂମିକା ଲୋଡ଼ା.. ! ମହିଳାଙ୍କୁ ରୋଜଗାର ଦେଲେ, ଦାଦନ ଯିବାକୁ ମନା କଲେ..

ଗାଁରେ ୨୮ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ବି କଲେ । ହେଲେ ପରିବାରର ଆକ୍ରୋଶର ଶିକାର ହେଲେ । ଏମିତିକି ଗାଁ ଲୋକଙ୍କ ପାଇଁ ଘର ଛାଡିଥିଲେ ଭୂମିକା ।

farmer
ପ୍ରଥମେ ନିଜେ ଦାଦନ ଖଟୁଥିଲେ, ଏବେ ଚାଷ କରି ଲକ୍ଷ ଲକ୍ଷ ରୋଜଗାର କରୁଛନ୍ତି

ଦିନ ଥିଲା ଭଉଣୀ ବାହାଘର ପାଇଁ ନିଜ ଜମିକୁ ବନ୍ଧା ପକାଇଥିଲେ ମନୋଜ ।

Bonded Labor
କୋଇଡ଼ା ବସଷ୍ଟାଣ୍ଡରୁ ୯ ଶିଶୁ ଶ୍ରମିକ ଉଦ୍ଧାର

ଦାଦନ ଖଟିବାକୁ ଯାଉଥିବା ବେଳେ ଧରିଲା ପୋଲିସ । ପିଲାମାନଙ୍କୁ ଉଦ୍ଧାର ପରେ ପରିବାର ଲୋକଙ୍କୁ ହସ୍ତାନ୍ତର ।

dadan
୧୦ ଦିନରେ ରାଜ୍ୟ ବାହାରୁ ଆସିଲାଣି ଦଶ ଶ୍ରମିକଙ୍କ ଶବ

ଆପଣ କାହାକୁ ଆଶ୍ୱାସନା ଦେବେ, କାହାକୁ କେଉଁ ଭାଷାରେ ସାନ୍ତ୍ୱନା ଦେବେ। ପରିବାରର ରୋଜଗାରିଆ ପୁଅ, ବାପା, ଭାଇ କିମ୍ବା କୌଣସି ସମ୍ପର୍କୀୟଙ୍କୁ ଯିଏ ହରାଇଛି ସିଏ ଜାଣିଛି ତାମରମ ବେଦନା।

Bonded Labor
କି ଦୁଃଖ ! ଝିଅ ଦଶମ ପରୀକ୍ଷା ଦେଉଛି, ସେପଟେ ମାଆର ଶବ ରଖି ରାଜରାସ୍ତାରେ ଆନ୍ଦୋଳନ ଚାଲିଛି

ଝିଅଟି ନିଜ ମାଆକୁ ମନେ ପକାଇ କୋହଭରା କଣ୍ଠରେ ମାଆକୁ ଦେଇଥିବା ପ୍ରତିଶ୍ରୁତି ରଖିବ ବୋଲି କହିଛି । ପେଟପାଟଣାର ଯୁଦ୍ଧରେ ହାରି ମାଆ ଚାଲିଗଲାଣି ପରପାରିକୁ ।

Subhakant
ଦୁଇ ମାସ ପରେ ଫେରିଲା ପୁଅର ମୃତଦେହ, ଭୋ ଭୋ ହୋଇ କାନ୍ଦିଲେ ପରିବାର

ସାଉଦି ଆରବରେ ଇଲେକ୍ଟ୍ରି କାମ କରିବାକୁ ଯାଇଥିଲା ପୁଅ l ହେଲେ ମୃତଦେହ ହୋଇ ଫେରିଲା ଗାଁକୁ l ନୟାଗଡ଼ ଜିଲ୍ଲା ଲାଠିପଡ଼ା ଗାଁ ନୂଆସାହିର ପ୍ରହଲ୍ଲାଦ ପ୍ରଧାନଙ୍କ ଏକମାତ୍ର ୨୬ ବର୍ଷୀୟ ପୁଅ ଶୁଭକାନ୍ତ ପ୍ରଧାନ ।

Tamil Nadu ambulance
୮ ଦିନ ହେବ ମୃତ୍ୟୁ ହେଲାଣି, ହେଲେ ଆମ୍ବୁଲାନ୍ସରେ ପଡ଼ି ରହିଛି ଶବ

୮ ଦିନ ହେବ ମୃତ୍ୟୁ ହେଲାଣି । ହେଲେ ଆଜି ଯାଏ ଆମ୍ବୁଲାନ୍ସରେ ପଡ଼ି ରହିଛି ଶବ । ତାମିଲନାଡୁରୁ ଶବ ଆମ୍ବୁଲାନ୍ସ ଯୋଗେ ଗାଁକୁ ଆସିବାର ତିନି ଦିନ ବିତିଲାଣି ହେଲେ ଏଯାଏ ସତ୍କାର ହୋଇପାରିନାହିଁ ।