ଭୁବନେଶ୍ୱରରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରସଙ୍ଗରେ ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେନ୍ଦୁଲି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୩ ମାସ ମଧ୍ୟରେ ଦାବି ପୂରଣ ନ ହୁଏ, ତା’ହେଲେ ପୁଣି ଆନ୍ଦୋଳନ ଡାକରା ଦିଆଯିବ।