ବ୍ରଜରାଜନଗର ଉପନିର୍ବାଚନରେ ବିଜେପିର ଶୋଚନୀୟ ପରାଜୟକୁ ନେଇ ବରିଷ୍ଠ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାଂଘାତିକ ଅଭିଯୋଗ କରିଛନ୍ତି। ଏଭଳି ପରାଜୟ ପଛରେ ନିଜ ଦଳର ଆତ୍ମଘାତୀ କାର୍ଯ୍ୟ ଥାଇପାରେ ବୋଲି ସେ ଅଭିଯୋଗ କରିଛନ୍ତି।
ବ୍ରଜରାଜନଗରରେ କାହା ହାତକୁ ଯିବ କ୍ଷମତା ? କିଏ ମାରିବେ ବାଜି ? ଲୋକଙ୍କ ଆସ୍ଥା ଜିତିବାରେ କିଏ ହୋଇଛି ସଫଳ ? ରାଜ୍ୟର ଏହି ଚର୍ଚ୍ଚିତ ଓ ହଟ୍ ସିଟ୍ରେ ହୋଇଥିବା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି।
ପଶ୍ଚିମ ଓଡ଼ିଶାର ହଟ୍ ସିଟ୍। ବଡ଼ ନେତା, ହାଇପ୍ରୋଫାଇଲ୍ ଉପନିର୍ବାଚନ। କାହା ହାତକୁ ଯିବ କ୍ଷମତା ? ବ୍ରଜରାଜନଗର ଉପନିର୍ବାଚନର ଆଜି ଭୋଟ୍ ଗଣତି। ସକାଳ ୮ ଟାରୁ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ଆରମ୍ଭ ହୋଇଛି। ଏହାପରେ ଇଭିଏମ୍ ଗଣତି କରାଯିବ।
ଭୋଟ୍ ପାଇଁ ମୋଟ ୧ ହଜାର ୨୨୮ ପୋଲିଂ ଅଫିସର ନିୟୋଜିତ ହୋଇଛନ୍ତି
ବ୍ରଜରାଜନଗରରେ ୩ ଜଣ ପ୍ରାର୍ଥୀ ଓହରିବା ପରେ ଏବେ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି
ଉପନିର୍ବାଚନ ପାଇଁ ସରଗରମ ବ୍ରଜରାଜନଗର ରଜାନୀତି । ୩ ଦଳ ୩ ଟାଣୁଆ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇ ଥିବା ବେଳେ ଏବେ ପ୍ରଚାର ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି ।
ବ୍ରଜରାଜନଗର ଉପନିର୍ବାଚନ : ବିଜେପି ଘୋଷଣା କରିଛି ପ୍ରଚାରକ ତାଲିକା
ଉପନିର୍ବାଚନ ଲଢ଼ିବା ପାଇଁ ବିଜେଡି ଅଳକାଙ୍କ ନାଁ ଘୋଷଣା ପରେ ସେ ପ୍ରତିକ୍ରିୟା ରଖିଛନ୍ତି। ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ବ୍ରଜରାଜନଗର ଉପନିର୍ବାଚନ ପାଇଁ ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ବିଜେପି ତାଙ୍କ ନାଁ ଘୋଷଣା କରିଛି।