ସାଧାରଣତଃ ପାରମ୍ପରିକ ଖାଦ୍ୟର ଚାହିଦା ବେଶୀ ଥାଏ । ସେହିପରି ଏକ ପାରମ୍ପରିକ ରେସିପି ହେଉଛି ଦହିବରା। ସାଧାରଣତଃ ଆମ ଘର ମାନଙ୍କରେ ବିରି ବରାରେ ଦହିବରା ପ୍ରସ୍ତୁତ କରାଯାଇଥାଏ । କିନ୍ତୁ ଆପଣ ମାନେ କେବେ ବ୍ରେଡରେ ଦହିବରା ପ୍ରସ୍ତୁତ କରିଛନ୍ତି କି, ତାହେଲେ ଚାଲନ୍ତୁ ଜାଣିବା ବ୍ରେଡ୍ ଦହିବରା ବନେଇବାର ପଦ୍ଧତି । ଏହି ରେସିପିଟି ଆପଣମାନେ ଅତ୍ୟନ୍ତ ସହଜ ଓ ସରଳ ଉପାୟରେ ଘରେ ବନେଇ ପାରିବେ ।