ମାତୃତ୍ୱର ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ହେଲା ଶିଶୁକୁ ସ୍ତନ୍ୟପାନ କରାଇବା। ଏହି ସ୍ତନ୍ୟପାନର ମହତ୍ତ୍ୱକୁ ସମସ୍ତଙ୍କ ପାଖରେ ପହଞ୍ଚେଇବାର ପ୍ରୟାସରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ପ୍ରତି ବର୍ଷ ଅଗଷ୍ଟ ମାସର ପ୍ରଥମ ସପ୍ତାହରେ ପାଳିତ ହେଉଛି ବିଶ୍ୱ ସ୍ତନ୍ୟପାନ ସପ୍ତାହ। ଆଜି ଆସନ୍ତୁ ଏ ବିଷୟରେ ଜାଣିନେବା।
ଗତ ୧୦ ମାସ ମଧ୍ୟରେ ୧୧୧ ଜଣ ନବଜାତକଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ମଧ୍ୟ ରହସ୍ୟଜନକ ରହିଛି।