ଭୁଶୁଡ଼ିଲା ନିର୍ମାଣାଧୀନ ରେଲ୍ୱେ ଓଭର ବ୍ରିଜ୍। ମିଜୋରାମର ରାଜଧାନୀ ଆଇଜଲ ନିକଟ ସାଇରଙ୍ଗରେ ଆଜି ନିର୍ମାଣାଧୀନ ରେଲ୍ୱେ ଓଭର ବ୍ରିଜ୍ ଭୁଶୁଡ଼ିବା ଯୋଗୁ ୧୭ ଶ୍ରମିକଙ୍କ ମୃତ୍ୟୁ ହୋଇଛି।
ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପେକ ବର୍ତ୍ତିଲା । ୩୦ ଫୁଟ ତଳକୁ ଗଳିପଡିଲା ଗ୍ରାନାଇଟ ପଥର ଧରି ଆସୁଥିବା ଏକ ବଡ଼ ଟ୍ରେଲର । ତାସହ କ୍ଷଣିକ ମଧ୍ୟରେ ଭୁଶୁଡିଗଲା ବ୍ରିଟିଶ୍ ଅମଳର 'ବାହୁଦା' ବ୍ରିଜ୍ ବା ରାମଚନ୍ଦ୍ର ମର୍ଦ୍ଧରାଜ ସେତୁ । ୯୦ ବର୍ଷରୁ ଅଧିକ ବର୍ଷ ପୁରୁଣା ଏହି ବ୍ରିଜ୍ ଏବେ ଭଗ୍ନସ୍ତୁପ ପାଲଟିଯାଇଛି ।
ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପେକ ବର୍ତ୍ତିଲା । ୩୦ ଫୁଟ ତଳକୁ ଗଳିପଡିଲା ଗ୍ରାନାଇଟ ପଥର ଧରି ଆସୁଥିବା ଏକ ବଡ଼ ଟ୍ରେଲର । ତାସହ କ୍ଷଣିକ ମଧ୍ୟରେ ଭୁଶୁଡିଗଲା ବ୍ରିଟିଶ୍ ଅମଳର 'ବାହୁଦା' ବ୍ରିଜ୍ ବା ରାମଚନ୍ଦ୍ର ମର୍ଦ୍ଧରାଜ ସେତୁ । ୯୦ ବର୍ଷରୁ ଅଧିକ ବର୍ଷ ପୁରୁଣା ଏହି ବ୍ରିଜ୍ ଏବେ ଭଗ୍ନସ୍ତୁପ ପାଲଟିଯାଇଛି । ଏହି ବ୍ରିଜ୍ ଗଞ୍ଜାମ ପାତ୍ରପୁରରୁ ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମକୁ ସଂଯୋଗ କରୁଥିଲା ।