ଆଜି ସୋମବାର କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦିନ ୧୧ଟା ୧୫ ସୁଦ୍ଧା ବିଏସଇ ସୂଚକାଙ୍କରେ ୧୪୩୩ ଦଶମିକ ୬୧ ପଏଣ୍ଟ ହ୍ରାସ ପାଇ ୭୮ ହଜାର ୨୯୦ରେ ପହଞ୍ଚିଥିଲା।
ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଟଳିଲା ହମାସ ଟପ୍ ଲିଡର । ହମାସ ଚିଫ୍ ଇସମାଇଲ୍ ହାନିୟେ ପରେ ରାବି ମୁସ୍ତାହା ନିପାତ ।
BSE ଓ NSE ମଧ୍ୟରେ ଖୁବ୍ ଶୀଘ୍ର ମର୍ଜ ହେବ ବୋଲି ଚର୍ଚ୍ଚା ଏବେ ଜୋର ଧରିଛି ।
ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ କରାଯିବା ନେଇ ପ୍ରକ୍ରିୟା ଜାରି ରହିଛି ବୋଲି ବୋର୍ଡ ସଭାପତି କହିଛନ୍ତି । ଏଥି ସହିତ ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ଥିଲେ ।
ଆଜି ଥିଲା ସାମାଜିକ ବିଜ୍ଞାନ ପରୀକ୍ଷା । ଇତିହାସ ଓ ରାଜନୀତି ବିଜ୍ଞାନ ବିଷୟର ବି-ସେଟରେ କିଛି ତ୍ରୁଟି ଦେଖି ଘାବରାଇ ଯାଇଥିଲେ ପରୀକ୍ଷାର୍ଥୀ ।
ଆଜି ଥିଲା ସାମାଜିକ ବିଜ୍ଞାନ ପରୀକ୍ଷା । ଇତିହାସ ଓ ରାଜନୀତି ବିଜ୍ଞାନ ବିଷୟର ବି-ସେଟରେ କିଛି ତ୍ରୁଟି ଦେଖି ଘାବରାଇ ଯାଇଥିଲେ ପରୀକ୍ଷାର୍ଥୀ ।
ଦଶମ ଶ୍ରେଣୀ ଭୂଗୋଳ ବହିରେ ମାଛକୁଣ୍ଡକୁ ନେଇ ଉପୁଜିଥିବା ବିବାଦର ସମାଧାନ ହୋଇଛି। ସଂଶୋଧନ କରି ପଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ଦଶମ ଶ୍ରେଣୀର ଭୂଗୋଳ ବହିରେ ଭୁଲ୍। ଯାହା ଭୁଲ୍ ହୋଇଛି ତା’ ଓଡ଼ିଶା ଆନ୍ଧ୍ର ବିବାଦକୁ ଆଉ ଟିକେ ଖୋରାକ ଯୋଗାଇଛି। ଏହି ଭୁଲ୍ ଖୋଦ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରକାଶିତ ଦଶମ ଶ୍ରେଣୀର ଭୂଗୋଳ ବହିରେ ହୋଇଛି।
ଏଣିକି ସ୍କୁଲ୍ ପାଠ୍ୟକ୍ରମରେ ସାମିଲ ହେବ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍ ପରିଚାଳନା ...
ମାଟ୍ରିକ ପାସ୍ କରିବାର ଇଛା ମନରୁ ହଟି ନଥିଲା ବୋଲି କହିଥିଲେ ଅଙ୍ଗଦ।
ଖରାକୁ ଦେଖି ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି।
ଗତ ବର୍ଷ କରୋନା ପାଇଁ ମାଟ୍ରିକ୍ ପରୀକ୍ଷା ବାତିଲ ହୋଇଥିଲା। ବିକଳ୍ପ ମୂଲ୍ୟାୟନ ଆଧାରରେ ମାର୍କ ଦିଆଯାଇଥିଲା। ଯାହାକୁ ନେଇ ରାଜ୍ୟବ୍ୟାପୀ ଅସନ୍ତୋଷ ଦେଖାଦେଇଥିଲା।