ଆରମ୍ଭ ହୋଇଛି ମାଟ୍ରିକ ଫର୍ମ ଫିଲଅପ୍ । ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନରେ ଚାଲିଛି। ତେବେ ଛାତ୍ରଛାତ୍ରୀ କିପରି ଫର୍ମ ଫିଲଅପ କରିବେ ଆସନ୍ତୁ ଜାଣିବା।
ଆଜିଠୁ ମାଟ୍ରିକ ଫର୍ମ ଫିଲଅପ୍ । ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନରେ ହେବ । ଆସନ୍ତା ୧୮ ତାରିଖ ଯାଏ ଏହି ପ୍ରକ୍ରିୟା ଚାଲିବ।
ଯେବେ ଗରିବ ଝିଅଟିଏ ସଫଳତା ପାଏ, ପରିବାରରେ ଖେଳିଯାଏ ଖୁସିର ଲହରୀ । ଦୁଃଖ ଭିତରେ ଫୁଟି ଉଠେ ହସ । ସମସ୍ତେ ଝିଅଟିକୁ ବେଶ୍ ବାହାବାହା କରନ୍ତି । ଗରିବ ବାପା ଫଳ ବିକନ୍ତି ।
ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ରେ ସରିଥିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୧୪ରୁ ମାର୍ଚ୍ଚ ୨୮ ଭିତରେ ଖାତା ଦେଖା ଯାଇଥିଲା।
ପାଖେଇ ଆସିଲାଣି ଛାତ୍ର ଜୀବନର ଗୁରୁତ୍ୱପୂର୍ଣ୍ଣ ସୋପାନ୍ କୁହାଯାଉଥିବା ମାଟ୍ରିକ ପରୀକ୍ଷା । ମଝିରେ ରହିଲା ଆଉ ମାତ୍ର ୨ ସପ୍ତାହ । ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବ ପରୀକ୍ଷା ।
ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ। ଚଳିତ ବର୍ଷ ୨ ହଜାର ୯ ଶହ ୯୧ କେନ୍ଦ୍ରରେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।
ମାଧ୍ୟମିକ ଶିକ୍ଷା ବୋର୍ଡ ଇତିହାସରେ ପ୍ରଥମ ୭ ମାସ ପୂର୍ବରୁ ଘୋଷଣା ହେଲା ମାଟ୍ରିକ ପରୀକ୍ଷା ତାରିଖ । ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ଯାଏଁ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି ।
ମାଟି କାନ୍ଥର ଭଙ୍ଗାଦଦରା ଘର...ଭିତରେ ଶିକାରେ ଝୁଲୁଥିବା ବୋଇତାଳୁ... ପିଣ୍ଡାରେ ଥିବା ଚୁଲି ଆଉ ଚୁଲି ମୁଣ୍ଡରେ ବସି ଖୁସିର ଲୁହରେ ବତୁରି ଯାଉଥିବା ମା’ର ପ୍ରାଣ ଆଜି ହାଲୁକା ହୋଇଯାଇଛି।
ମାଟି କାନ୍ଥର ଭଙ୍ଗାଦଦରା ଘର...ଭିତରେ ଶିକାରେ ଝୁଲୁଥିବା ବୋଇତାଳୁ... ପିଣ୍ଡାରେ ଥିବା ଚୁଲି ଆଉ ଚୁଲି ମୁଣ୍ଡରେ ବସି ଖୁସିର ଲୁହରେ ବତୁରି ଯାଉଥିବା ମା’ର ପ୍ରାଣ ଆଜି ହାଲୁକା ହୋଇଯାଇଛି।
ଆଜି ଘୋଷଣା ହେବ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶନ ତାରିଖ । କଟକ ବୋର୍ଡ କାର୍ଯ୍ୟାଳୟରେ ଦିନ ୧୧ଟା ୩୦ରେ ଘୋଷଣା ହେବ । ଏନେଇ ସୂଚନା ଦେଲେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ।
ଆସନ୍ତାକାଲି ଠାରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ୍ ଓ ଜୋମେଟ୍ରିବକ୍ସ ନେବାର ଅନୁମତି ରହିଛି।
ମାଟ୍ରିକ୍ ପରୀକ୍ଷା ପାଇଁ ଗଠନ ହେଲା ୩୮ଟି ସ୍ପେସାଲ୍ ସ୍କ୍ୱାଡ୍ । ରାଜ୍ୟର ୩୦ ଜିଲ୍ଲା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ୩୮ଟି ସ୍ପେସାଲ୍ ସ୍କ୍ୱାଡ୍ ଗଠନ କରିଛନ୍ତି।