ଫେବ୍ରୁଆରୀ ୨୧ରୁ ହେବ ମାଟ୍ରିକ ପରୀକ୍ଷା । ଫେବ୍ରୁଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ୨୧ରେ MILO, ୨୪ରେ SLE ପରୀକ୍ଷା ଅନୁଷ୍ଠିତ ହେବ ।
ଆରମ୍ଭ ହୋଇଛି ମାଟ୍ରିକ ଫର୍ମ ଫିଲଅପ୍ । ମାଟ୍ରିକ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନଲାଇନରେ ଚାଲିଛି। ତେବେ ଛାତ୍ରଛାତ୍ରୀ କିପରି ଫର୍ମ ଫିଲଅପ କରିବେ ଆସନ୍ତୁ ଜାଣିବା।
ନୂଆ ଜମି କିଣିବା ଲାଗି ଆବେଦନ କରିଥିବା ଆବେଦନକାରୀମାନେ ଜମିର ତଥ୍ୟ ପ୍ରଦାନ କରିବା ସହିତ କିଣିଥିବା ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କର ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ ।
କୁଣ୍ଡେଶ୍ୱର ଗ୍ରାମର ରତ୍ନାକର ପାତ୍ର ଏବଂ ଶୁଭଦ୍ରା ପାତ୍ରଙ୍କ ଝିଅ ଗାୟତ୍ରୀ ପିଲାଟି ଦିନରୁ ଆର୍ଥିକ ଅନଟନ ମଧ୍ୟରେ ବଢିଥିଲେ ମଧ୍ୟ କେବେ ହତୋତ୍ସାହିତ ହୋଇନାହାନ୍ତି ।
୨୬ରେ ମାଟ୍ରିକ ରେଜଲ୍ଟ । ୨୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ପ୍ରେସ୍ମିଟ କରି ସୂଚନା ଦେଲେ ବୋର୍ଡ ସଭାପତି ।
ଫେବ୍ରୁଆରୀ ୨୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୪ରେ ସରିଥିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୧୪ରୁ ମାର୍ଚ୍ଚ ୨୮ ଭିତରେ ଖାତା ଦେଖା ଯାଇଥିଲା।
ଭାଇରାଲ୍ ପ୍ରଶ୍ନପତ୍ରକୁ ପିଲାଏ ଚିହ୍ନିଲା ପରେ ଅଜବ ଉତ୍ତର ରଖିଛନ୍ତି ବୋର୍ଡ ସଭାପତି । ବୋର୍ଡ ସଭାପତିଙ୍କୁ ପ୍ରଶ୍ନ କରିବା ପରେ ସେ ସ୍ପଷ୍ଟୀକରଣ ଦେବା ପରିବର୍ତ୍ତେ ଗଣମାଧ୍ୟମକୁ ଓଲଟା ଟାର୍ଗେଟ କରିଛନ୍ତି ।
ମୋବାଇଲରୁ ମୋବାଇଲ୍ ଘୁରି ବୁଲୁଛି ମାଟ୍ରିକ ପ୍ରଶ୍ନପତ୍ର। ଆଜି ଗଣିତ ପରୀକ୍ଷା ଥିବା ବେଳେ ଏହାର କିଛି ପ୍ରଶ୍ନପତ୍ର ଭାଇରାଲ୍ ହେଉଛି।
କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ।
ଆସନ୍ତା ୨୦ରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ୩୦ ତାରିଖରେ ସରିବ। ସେପଟେ କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ।
ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଉପରେ ଅତ୍ୟଧିକ ଚାପ ସୃଷ୍ଟି କରିଥିଲା । ତେବେ କୋଭିଡ୍ କହର କମିବା ପରେ ପୁଣି ଥରେ କେବଳ ଦଶମ ଶ୍ରେଣୀରେ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ହୋଇଛି ।
ପୂର୍ବ ପରି ବର୍ଷ ଶେଷକୁ ଗୋଟିଏ ବୋର୍ଡ ପରୀକ୍ଷା ହେବ । ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରାଙ୍କ ସୂଚନା ଦେଇଛନ୍ତି ।
ଗତଥର ରାଜ୍ୟ ବୋର୍ଡର ପାସ୍ ହାର ଥିଲା ୯୦. ୫୫% । ଏଥରେ ସେଥିରେ ୫.୮୫ ପ୍ରତିଶତ ବୃଦ୍ଧି ଘଟିଛି । ଅନ୍ୟପକ୍ଷରେ ଚଳିତ ଥର କଟକ ଓ ଜଗତସିଂହପୁରରେ ସର୍ବାଧିକ ପାସ୍ ହାର ରହିଛି ୯୭.୯୯% ।
ସଫଳତାର ଶୀର୍ଷ ଛୁଇଁଥିବା ଏମିତି କିଛି ବିଦ୍ୟାର୍ଥୀଙ୍କ କଥା ଜାଣିବା, ଯାହାଙ୍କ ସଫଳତା ଶୁଣିଲେ ଆପଣଙ୍କୁ ପ୍ରେରଣା ଦେବ।
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରାଯାଇଛି।
ଆଜି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଯାଉଥିବା ବେଳେ ତା’ ପୂର୍ବରୁ ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ଛାତ୍ର ନିଖୋଜ ହୋଇଥିବା ନେଇ ଅଭିଯୋଗ ଆସିଛି।
ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳାଫଳ ଘୋଷଣା କରାଯିବ।
ତ୍ରୁଟିଶୂନ୍ୟ ରେଜଲ୍ଟ ପ୍ରକାଶ କରାଯିବା ନେଇ ପ୍ରକ୍ରିୟା ଜାରି ରହିଛି ବୋଲି ବୋର୍ଡ ସଭାପତି କହିଛନ୍ତି । ଏଥି ସହିତ ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ଥିଲେ ।
ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିବା ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀଙ୍କ ଖାତା ଦେଖିବେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ। ଏଥିପାଇଁ ମୂଲ୍ୟାୟନ କେନ୍ଦ୍ର ଗୁଡ଼ିକରେ ସମସ୍ତ ପ୍ରକାରର ବନ୍ଦୋବସ୍ତ କରାଯାଇଛି।
ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିବା ୫ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀଙ୍କ ଖାତାଦେଖିବେ ଶିକ୍ଷକ ଶିକ୍ଷୟିତ୍ରୀ ।
ଗଣଶିକ୍ଷା ମନ୍ତ୍ରୀ କାଉଣ୍ଟର ଆଟାକ୍ କରି କହିଛନ୍ତି, ମାଟ୍ରିକ ପରୀକ୍ଷା ଶୃଙ୍ଖଳିତ ଭାବେ ଶେଷ ହୋଇଛି । କିନ୍ତୁ ବିରୋଧୀ ଦଳମାନେ ପିଲାଙ୍କୁ ନେଇ ରାଜନୀତି କରୁଛନ୍ତି ।
ପରୀକ୍ଷା ଭଲ ନହେବାରୁ ଜୀବନ ହାରିଲେ ମାଟ୍ରିକ ଛାତ୍ରୀ। ଛାତ୍ରୀଙ୍କ ଶେଷ ଦୁଇଟି ପରୀକ୍ଷାରେ ଭଲ ହୋଇନଥିବା ପରିବାର ଲୋକେ କହିଛନ୍ତି।
ମୋଟ ୫୬ଟି କେନ୍ଦ୍ରରେ ଖାତା ଦେଖା ହେବ: ବୋର୍ଡ ସଭାପତି
ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ଛାତ୍ର ମୃତ। ଛାତ୍ର ଜଣକ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ଶ୍ରେଣୀ ଗୃହକୁ ପ୍ରବେଶ କରିବା ପରେ ହଠାତ୍ ଅଚେତ ହୋଇପଡ଼ିଥିଲେ।