• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Bse Odisha 10th Result 2021

matric-exam
ପ୍ରକାଶ ପାଇଲା ମାଟ୍ରିକ ଅଫଲାଇନ୍ ପରୀକ୍ଷା ରେଜଲ୍ଟ, ପାସ୍ ହାର ୮୦ ପ୍ରତିଶତ

କରୋନା ପାଇଁ ଏଥର ମାଟ୍ରିକ ପରୀକ୍ଷା ହୋଇପାରିନଥିଲା। ସେଥିପାଇଁ ଏକ ନିର୍ଦ୍ଦିଷ୍ଟ ପଦ୍ଧତିରେ ପିଲାଙ୍କୁ ମାର୍କ ଦେଇ ଯାଇ ବାହାର କରାଯାଇଥିଲା ରେଜଲ୍ଟ  କିନ୍ତୁ ସେଥିରେ ଅନେକ ପିଲା ଅସନ୍ତୋଷ ପ୍ରକାଶ କରିଥିବାରୁ ସେମାନଙ୍କ ପାଇଁ ପରୀକ୍ଷାର ବ୍ୟବସ୍ଥା କରାଯାଇଥିଲା।

matric result
ଜୁଲାଇ ୫ରୁ ମାଟ୍ରିକ ଅଫ୍‌ଲାଇନ ପରୀକ୍ଷା ଫର୍ମ ଫିଲ୍ଅପ୍

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷାଫଳକୁ ନେଇ ସାରା ରାଜ୍ୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ନେବା ପରେ ମୁହଁ ଖୋଲିଛି ବୋର୍ଡ। ପୂର୍ବରୁ ବୋର୍ଡ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ଯେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେଇ ପାରିବେ। ସ୍ଥିତି ସୁଧୁରିଲେ ପରୀକ୍ଷା…

10th-Result
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ପାସ୍‌ ହାରରେ ରେକର୍ଡ

ମାର୍କରେ ଅସନ୍ତୁଷ୍ଟ ଥିବା ପିଲା ସ୍ଥିତି ସ୍ୱାଭାବିକ ହେଲେ ପରୀକ୍ଷା ଦେବେ। ପରୀକ୍ଷା ଦେବା ପାଇଁ ଜୁଲାଇ ୫ରୁ ଫର୍ମ ଫିଲ୍ଅପ୍ କରାଯିବ।

matric results
ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଅପରାହ୍ନ ୪ଟାରେ କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। www.bseodisha.ac.in ଏବଂ www.bseodisha.nic.in ୱେବ୍‌ସାଇଟ୍‌ରେ ସନ୍ଧ୍ୟା ୬ଟାରେ ରେଜଲ୍ଟ ଉପଲବ୍ଧ ହେବ। SMS ଜରିଆରେ ମଧ୍ୟ ରେଜଲ୍ଟ…

matric results
କାଲି ବାହାରିବ ମାଟ୍ରିକ୍‌ ରେଜଲ୍ଟ

କଟକ: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲ୍ଲବ୍ଧ…