କାକଟପୁର ଓ ନୟାହାଟ ବାଳିକା ଉଚ୍ଚ ବିଦ୍ୟାଳୟ ଅଧୀକ୍ଷକ ବଦଳିଲେ । ପରୀକ୍ଷା ବେଳେ ଅଧୀକ୍ଷକଙ୍କ ମୋବାଇଲ୍ ସ୍ୱିଚ୍ ଅନ୍ ଥିବାରୁ ବଦଳିଲେ । କାକଟପୁର ବାଳିକା ଉଚ୍ଚ ବିଦ୍ୟାଳୟ କିରାଣୀ ଚାକିରିରୁ ନିଲମ୍ବିତ ହୋଇଛନ୍ତି ।
ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ ।
ଆସନ୍ତାକାଲି ଠାରୁ ଆରମ୍ଭ ହେବ ମାଟ୍ରିକ୍ ପରୀକ୍ଷା। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ୍ ଓ ଜୋମେଟ୍ରିବକ୍ସ ନେବାର ଅନୁମତି ରହିଛି।
ଚଳିତ ବର୍ଷ ମାଟ୍ରିକ୍ ପାସ୍ ହାର ୯୦.୫୫% ରହିଛି। ପାସ୍ କରିଥିବା ଛାତ୍ରଙ୍କ ସଂଖ୍ୟା- ୨, ୫୬, ୮୭୭ ଥିବାବେଳେ ପାସ୍ କରିଥିବା ଛାତ୍ରୀଙ୍କ ସଂଖ୍ୟା- ୨, ୬୦, ୯୭୦।
ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ। ଆଜି ଦିନ ୧ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳ ଘୋଷଣା ହୋଇଛି।
ଆଉ ମାତ୍ର କିଛି ସମୟ ପରେ ବାହାରିବ ମାଟ୍ରିକ୍ ରେଜଲ୍ଟ। ଦିନ ୧ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ଫଳ ଘୋଷଣା ହେବ। ଜାଣନ୍ତୁ, ଅନ୍ଲାଇନ୍ରେ କେମିତି ଚେକ୍ କରିବେ ମାଟ୍ରିକ ରେଜଲ୍ଟ....
ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ନୂଆ ସର୍କୁଲାର ଜାରି ହୋଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୦୨୧-୨୨ ବର୍ଷରେ ପରୀକ୍ଷା ଲାଗି ମାଧ୍ୟମିକ ଶିକ୍ଷା ପରିଷଦ ନୂଆ ସର୍କୁଲାର ଜାରି କରିଛି।